Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଓୟୁଜେର ନବ ନିଯୁକ୍ତ ରାଜ୍ୟ କଲ୍ୟାଣ ବୋର୍ଡ ଅଧ୍ୟକ୍ଷଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା
ଆଞ୍ଚଳିକ

ଓୟୁଜେର ନବ ନିଯୁକ୍ତ ରାଜ୍ୟ କଲ୍ୟାଣ ବୋର୍ଡ ଅଧ୍ୟକ୍ଷଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

January 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଓୟୁଜେର ନୟାଗଡ ଜିଲ୍ଲା ସଭାପତି ତଥା ରଣପୁରର ବରିଷ୍ଠ ସାମ୍ବାଦିକ ଆଚାର୍ଯ୍ୟ ବିଶ୍ୱରଂଜନଙ୍କୁ ଓୟୁଜେ ରାଜ୍ୟ ଶାଖା ତରଫରୁ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି। ସେ ଦୀର୍ଘ ଦିନ ଧରି ନିଷ୍ଠାପର ଭାବେ ଓୟୁଜେର କାର୍ଯ୍ୟ ତୁଲାଉ ଥିବା ହେତୁ ତାଙ୍କ ଉପରେ ଆସ୍ଥା ପ୍ରକଟ କରି ରାଜ୍ୟ ସଭାପତି ପ୍ରସନ୍ନ ମହାନ୍ତି ଓ ରାଜ୍ୟ କର୍ମକର୍ତ୍ତା ଏହି ଦାୟିତ୍ୱ ପ୍ରଦାନ କରିଥିବାରୁ ରଣପୁର ଓୟୁଜେ ତରଫରୁ ଶ୍ରୀଯୁକ୍ତ ମହାନ୍ତିଙ୍କୁ କୃତଜ୍ଞତା ଜଣାଇବା ସହ ନବ ନିଯୁକ୍ତ ରାଜ୍ୟ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ ଆଚାର୍ଯ୍ୟ ବିଶ୍ୱରଂଜନଙ୍କୁ ରଣପୁର ଓୟୁଜେ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି।

ଏଥି ନେଇ ସାମ୍ବାଦିକମାନଙ୍କୁ ନେଇ ଏକ ବନ୍ଧୁ ମିଳନର କାର୍ଯ୍ୟ ଅନୁଷ୍ଠିତ ହେବା ସହ ଶ୍ରୀଯୁକ୍ତ ଆଚାର୍ଯ୍ୟଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା।

ଓୟୁଜେ ସ୍ୱାଗତ ସମ୍ବର୍ଦ୍ଧନା
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026

ବାଣପୁରରେ ସାଇବର ସୁରକ୍ଷା ଅଭିଯାନ

August 15, 2026
Latest News

ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗିରଫ

August 18, 2026

କୋରାପୁଟର ଲକ୍ଷ୍ମୀପୁରରେ ଭୂକମ୍ପ ଝଟକା, ଭୟରେ ଘରୁ ବାହାରିଲେ ଲୋକେ

August 18, 2026

ଚିଲିକା ଅଞ୍ଚଳର ସମାଜସେବୀ ଶଙ୍କର ପାଇକରାୟଙ୍କୁ ଏମ୍ସରେ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

August 18, 2026

“ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ”: ଆତଙ୍କବାଦ ଉପରେ ପାକିସ୍ତାନକୁ ଭାରତର କଡ଼ା ଜବାବ

August 18, 2026

‘ନିଶାମୁକ୍ତ ଭାରତ ଅଭିଯାନ’ ପାଇଁ ଓମ୍ଫେଡ୍ ର ଶପଥ ଗ୍ରହଣ

August 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.