Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନୂଆଁଗଡ଼ ରେ ଅକ୍ଷତ ଏବଂ ନିମନ୍ତ୍ରଣ ପତ୍ର ବଣ୍ଟନ
ଆଞ୍ଚଳିକ

ନୂଆଁଗଡ଼ ରେ ଅକ୍ଷତ ଏବଂ ନିମନ୍ତ୍ରଣ ପତ୍ର ବଣ୍ଟନ

January 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଗୁନିଆପଡା (ଟୁକୁନା ପ୍ରଧାନ): ଆଜି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଅଙ୍ଗାରଗାଁ ପଞ୍ଚାୟତ ର ନୂଆଁଗଡ଼ ଗ୍ରାମରେ ଆସନ୍ତା ଜାନୁଆରୀ ୨୨ ତାରିଖରେ ହେବାକୁ ଥିବା ପ୍ରଭୁ ଶ୍ରୀରାମଙ୍କ ମନ୍ଦିର ପ୍ରତିଷ୍ଠା ଉପଲକ୍ଷେ ଅଯୋଧ୍ୟାରୁ ଆସିଥିବା ଅକ୍ଷତ ଓ ନିମନ୍ତ୍ରଣ ପତ୍ରକୁ ପ୍ରତ୍ୟେକ ସନାତନୀ ହିନ୍ଦୁ ପରିବାରରେ ପହଞ୍ଚାଇବାର ଅଭିଯାନ ଆରମ୍ଭ ହୋଇଥିଲା।

ଏହି ପରିପ୍ରେକ୍ଷୀରେ ନୂଆଁଗଡ଼ ଗ୍ରାମ ସ୍ଥିତ ହନୁମାନ ମନ୍ଦିର ଠାରୁ ଏକ ଭବ୍ୟ ଶୋଭାଯାତ୍ରା ବାହାରି ଗ୍ରାମ ପରିକ୍ରମା ସହ ସମସ୍ତ ଗ୍ରାମବାସୀ ଙ୍କୁ ଅକ୍ଷତ ଓ ନିମନ୍ତ୍ରଣ ପତ୍ର ପ୍ରଦାନ କରାଯାଇଥିଲା। ଏଥିରେ ସ୍ଥାନୀୟ ସରପଞ୍ଚ ସମେତ ବିଜେପି ନେତା ପ୍ରତାପ ନାୟକ, ନାରାୟଣ ସୁମନ୍ତରାୟ, ନାରାୟଣ ପ୍ରଧାନ, ପ୍ରଭାତ ସ୍ଵାଇଁ, ଶ୍ରୀକାନ୍ତ ପଣ୍ଡା ସମେତ ଶତାଧିକ ମହିଳା ଓ ପୁରୁଷମାନେ ଯୋଗ ଦେଇଥିଲେ। ଏ ନେଇ ନୂଆଁଗଡ଼ ରେ ଏକ ଆଧ୍ୟାତ୍ମିକ ବାତାବରଣ ସୃଷ୍ଟି ହୋଇଥିଲା।

ayodhya beguniapada Ganjam ram mandir ଅଙ୍ଗାରଗାଁ ପଞ୍ଚାୟତ ଅଯୋଧ୍ୟା ଗଞ୍ଜାମ ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଗଞ୍ଜାମ ଜିଲ୍ଲା ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

May 12, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ହିଞ୍ଜିଳିରେ ଗର୍ଭବତୀ ମହିଳାଙ୍କୁ ହତ୍ୟା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ବଡ଼ ଦାବି କଲେ ନବୀନ

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026
Latest News

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026

ଷ୍ଟ୍ରୋକ୍ ସଚେତନତା ଅଭିଯାନ – ଆଇଏଫଆଇ ଫାଉଣ୍ଡେସନକୁ ଅନ୍ତର୍ଜାତୀୟ ସମ୍ମାନ

May 15, 2026

ନିର୍ବାଚନ ପରେ ଇନ୍ଧନ ମୂଲ୍ୟ ବୃଦ୍ଧି ହେବା ନେଇ କେନ୍ଦ୍ରକୁ ନିଶାନା କଲେ ବିଜୟ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.