Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟାଙ୍ଗୀ: ଛାତ ଉପରେ ଗୁଡ଼ି ଉଡାଇବା ହେଲା କାଳ, ତଳକୁ ଖସି ନାବାଳକ ଛାତ୍ର ଗୁରୁତର
ଆଞ୍ଚଳିକ

ଟାଙ୍ଗୀ: ଛାତ ଉପରେ ଗୁଡ଼ି ଉଡାଇବା ହେଲା କାଳ, ତଳକୁ ଖସି ନାବାଳକ ଛାତ୍ର ଗୁରୁତର

January 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ଛାତ ଉପରେ ଗୁଡ଼ି ଉଡାଇବା କାଳ ହୋଇଛି। ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଗୋବିନ୍ଦ ପୁର ସାହିରେ ଗୁଡ଼ି ଉଡାଉଥିବା ବେଳେ ଛାତ ଉପରୁ ତଳକୁ ଖସି ପଡ଼ି ନାବାଳକ ଛାତ୍ର ଗୁରୁତର ହୋଇଛି।

ସୂଚନା ଅନୁଯାୟୀ ଆଜି ସକାଳୁ ସକାଳୁ ଟାଙ୍ଗୀ ଗୋବିନ୍ଦ ପୁର ସାହିର କାଳୁ ରାଉତଙ୍କ ୯ ବର୍ଷର ପୁତ୍ର ଲିଟନ ଛାତ ଉପରେ ଗୁଡ଼ି ଉଡାଉଥିବା ବେଳେ ଅନ୍ୟ ମନସ୍କ ହୋଇ ତଳକୁ ଖସି ପଡ଼ିଥିଲେ। ଫଳରେ ତାଙ୍କ ମୁଣ୍ଡ ଓ ଛାତିରେ ଗଭୀର ଆଘାତ ଲାଗିଛି। ତାଙ୍କୁ ପ୍ରଥମେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ଓ ପରେ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି।

khordha student tangi
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ କଲେ ଶତାଧିକ କୃଷକ

September 14, 2026

ରଣପୁରରେ ଧୁମଧାମରେ ୭୭ତମ ବିଘ୍ନ ବିନାୟକ ଶ୍ରୀଗଣେଶ ପୂଜା ମହୋତ୍ସବ

September 14, 2026

ଖୋର୍ଦ୍ଧାରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 13, 2026

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026
Latest News

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.