Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ବିଜେପିରେ ଯୋଗଦେଲେ ବିଜେଡ଼ି କର୍ମୀ
ଆଞ୍ଚଳିକ

ବାଲୁଗାଁ: ବିଜେପିରେ ଯୋଗଦେଲେ ବିଜେଡ଼ି କର୍ମୀ

January 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ପୂର୍ବାହ୍ନରେ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ ଆଙ୍କୁଲା ପଞ୍ଚାୟତରେ ବିଜେପି ମିଶ୍ରଣ ପର୍ଵ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ମିଶ୍ରଣ ପର୍ବରେ ପାରିକଂସାରି ଗ୍ରାମର ଆଗ ଧାଡ଼ିର ବିଜେଡି କର୍ମୀ ଭାଗ୍ୟଧର ସୁନ୍ଦରା, ବଳରାମ ଜେନା, ଯୋଗେଶ୍ଵର ଜେନା, ଶିବରାମ ବରାଳ, ଦିବାକର ଚ଼ହଟରାୟ, ବିରେନ ସ୍ବାଇଁ, ରିତେଶ ଶତ୍ରୁଶଲ୍ୟ, ସୁନିଲ ବରାଳ, ଜିତେନ୍ଦ୍ର ବରାଳ, ମିଟୁ ବରାଳ, ସୁରେନ୍ଦ୍ର ସୁନ୍ଦରା, ଲଳିତ ବରାଳ, ସୁବାସ ଚ଼ହଟରାୟ, ପାଣ୍ଡବ ଜେନା, ଅନନ୍ତ ସାହୁ, ରଘୁନାଥ ଜେନା, ରିତେଶ ବରାଳଙ୍କ ସମେତ ଏକାଧିକ କର୍ମୀ ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ସ୍ୱତଃପ୍ରତ ଭାବେ ବିଜେପିରେ ଯୋଗ ଦେଇଛନ୍ତି।

ଉକ୍ତ ମିଶ୍ରଣ ପର୍ବରେ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ଡ଼ାଃ ସମ୍ବିତ ପାତ୍ର, ବରିଷ୍ଠ ବିଜେପି ନେତା ପୃଥ୍ୱୀରାଜ ହରିଚ଼ନ୍ଦନ, ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚ଼ନ୍ଦନ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଜିଲ୍ଲା ଭାଜପା ଉପସଭାପତି ସୁମନ୍ତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ବିଜେଡି ପରିତ୍ୟାଗ କରି ବିଜେପିରେ ଯୋଗ ଦେଇଥିବା କାର୍ଯ୍ୟକର୍ତ୍ତା ମାନଙ୍କୁ‌ ଡ଼ାଃ ପାତ୍ର ଓ ଶ୍ରୀ ହରିଚ଼ନ୍ଦନ ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ସ୍ବାଗତ କରିଥିଲେ।

BJD BJP chilika sambit patra ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଗଞ୍ଜାମ ଜିଲ୍ଲା ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

May 12, 2026

ଆସାମର ମୁଖ୍ୟମନ୍ତ୍ରୀ ହେବେ ହିମନ୍ତ ବିଶ୍ୱ ଶର୍ମା: ଏହି ଦିନ ଶପଥ ଗ୍ରହଣ ସମାରୋହ

May 10, 2026

କେବଳ କଂଗ୍ରେସ ହିଁ ଆରଏସଏଏସ -ବିଜେପି ସହିତ ପ୍ରତିଦ୍ବନ୍ଦ୍ବିତା କରିପାରିବ: ରାହୁଲ ଗାନ୍ଧୀ

May 9, 2026

ଶୁଭେନ୍ଦୁ ଅଧିକାରୀ ହେବେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ: ବିଧାୟକ ଦଳ ବୈଠକରେ ଲାଗିଲା ମୋହର

May 8, 2026
Latest News

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.