Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବୋଲଗଡ଼ ବ୍ଲକରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ
ଆଞ୍ଚଳିକ

ବୋଲଗଡ଼ ବ୍ଲକରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ

January 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ବୋଲଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୧୦୫ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୯୧ ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୧୨ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୨ ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ଜଣଙ୍କୁ ‌ରେଡକ୍ରସ ଆର୍ଥିକ ସହାୟତା ରାଶି ୫ ହଜାର ଟଙ୍କା ପ୍ରଦାନ କରାଯାଇଛି।

ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ /ଆରକ୍ଷୀ ଅଧିକ୍ଷକ, ସିଦ୍ଧାର୍ଥ କାଟାରିଆ /ଉପ-ଜିଲ୍ଲାପାଳ, ଖୋର୍ଦ୍ଧା ଦୀପ୍ତି ରଞ୍ଜନ ସେଠୀ /ସି ଡ଼ି ଏମ୍ ଓ , ଡଃ ଆର୍ତ୍ତଵନ୍ଧୁ ନାୟକ/ତହସିଲଦାର, ବୋଲଗଡ଼ ନିବେଦିତା ପରିଡ଼ା,ବିଡିଓ , ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ବୋଲଗଡ଼ ମିଳିତ ଜନଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା: ବୋଲଗଡ ପଂଚାୟତ ସମିତି କାର୍ଯ୍ୟାଳୟରେ ମିଳିତ ଜନଶୁଣାଣି ଶିବିର

June 22, 2026

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
Latest News

ସିନ୍ଧୁ ଜଳ ଚୁକ୍ତିକୁ ନେଇ ଭାରତକୁ ପାକିସ୍ତାନର କଡ଼ା ଚେତାବନୀ

June 30, 2026

ଯାତ୍ରା ଚାଲିଥିବାବେଳେ ଜଳିଗଲା ଷ୍ଟେଜ୍, ଅଳ୍ପକେ ବର୍ତ୍ତିଲେ ଦର୍ଶକ

June 30, 2026

ଭୁବନେଶ୍ୱର ମାର୍କେଟ୍ ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ

June 30, 2026

ଓମ୍ଫେଡ୍ ପକ୍ଷରୁ ସମବାୟ ସପ୍ତାହ ପାଳିତ

June 30, 2026

ଭାରତୀୟ ଚଳଚ୍ଚିତ୍ର ଶିଳ୍ପକୁ ପ୍ରୋତ୍ସାହନ ପାଇଁ କେନ୍ଦ୍ରର ଦୁଇଟି ବଡ଼ ନିଷ୍ପତ୍ତି

June 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.