Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ 
ଆଞ୍ଚଳିକ

ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ 

January 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜଳସେଚନ ବିଭାଗ ଆନୁକୂଲ୍ୟରେ ବାଣପୁର ଶାଳିଆ ଉପଖଣ୍ଡ ଜଳସେଚନ ବିଭାଗ ତରଫରୁଡ୍ୟାମ ଠାରେ ଏକ ପାଣି ପଞ୍ଚାୟତ ପକ୍ଷ ପାଳନ ହୋଇଛି। ବିଭାଗୀୟ ସହକାରୀ ଯନ୍ତ୍ରୀ ମରଲୀଧର ବେହେରାଙ୍କ ସଭାପତିତ୍ୱରେ ଖୋର୍ଦ୍ଧା ଜିଲ୍ଲା ଉପସଭାପତି ଗୋପୀନାଥ ମହାରଣା, ଅଧିକ୍ଷଣ ଯନ୍ତ୍ରୀ ପ୍ରିୟବ୍ରତ ବେହେରା, ଶାଳିଆ ଶୀର୍ଷ କମିଟି ସଭାପତି ପ୍ରକାଶ ବେହେରା, ସମ୍ପାଦକ ଗିରିଜା ଶଙ୍କର ନାୟକ ବର୍ମା ଏବଂ କୃଷି ବିଭାଗର ବିଭିନ୍ନ ଅଧିକାରୀ ଚାଷୀ ମାନଙ୍କର ଚାଷ ଜମିକୁ ଜଳର ସୁଷମ ବଣ୍ଟନ ଓ ତାହାର ଉପକାରିତା ବିଷୟରେ ଆଲୋକପାତ କରିଥିଲେ।

କୃଷି ଅଧିକାରୀ ମାନେ ଚାଷୀମାନଙ୍କର ଉନ୍ନତି କଳ୍ପେ ଚାଷୀ ମାନଙ୍କ ପାଖରେ କିପରି ସରକାରୀ ଯୋଜନା ଗୁଡିକ ସୁବିଧାରେ ଉପଲବ୍ଧ ହୋଇ ସରକାରଙ୍କ ପ୍ରଦତ୍ତ ସବିସିଡ ପାଇପାରିବେ ଚାଷୀ ମାନଙ୍କୁ ବୁଝାଇଥିଲେ। ସରକାରଙ୍କ ଯୋଜନା ଗୁଡିକ ଚାଷୀମାନଙ୍କ ଅବଗତ ନିମନ୍ତେ ଏକ ସଚେତନତା ରଥ ପ୍ରତି ଗାଁକୁ ଯାଇ ଚାଷୀ ମାନଙ୍କୁ ସଚେତନ କରିବା ସହ ଚାଷୀ ମାନେ ସିଧାସଳଖ ଅଧିକାରୀ ମାନଙ୍କ ସହ ଯୋଡିହେବାକୁ ଆହ୍ୱାନ ଦେଇଥିଲେ।

ଏହି ଅବସରରେ ପାଣି ପଞ୍ଚାୟତ ତରଫରୁ ବିଭିନ୍ନ ସ୍କୁଲ ଗୁଡିକରେ ଆୟୋଜନ କରାଯାଇଥିବା ପ୍ରତିଯୋଗିତାରେ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ। ଆସନ୍ତା ୨୪ତାରିଖରେ ଜିଲ୍ଲା ସ୍ତରୀୟ ପକ୍ଷ ପାଳନ ହେବା ପାଇଁ ସ୍ଥିର ହୋଇଥିବା ସହକାରୀ ଯନ୍ତ୍ରୀ ଜଣାଇଛନ୍ତି।

ଜଳସେଚନ ବିଭାଗ ପାଣି ପଞ୍ଚାୟତ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 12, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026
Latest News

ନିମାପଡାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପ ମୁଖ୍ୟମନ୍ତ୍ରୀ

September 13, 2026

ଚାଷୀଙ୍କ ପାଇଁ କ୍ରଣ୍ଟାକ୍ଟ ଫାର୍ମିଂ କେତେ ଲାଭଦାୟକ?: ଦାମଠାରୁ ଚୁକ୍ତିର ସର୍ତ୍ତ ଯାଏଁ ଜାଣନ୍ତୁ ସବୁକିଛି

September 13, 2026

ଭାପୁର ଓ ଖଣ୍ଡପଡ଼ାରେ ୭ଟି ରାସ୍ତା ଓ ସେତୁ ନିର୍ମାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପୂର୍ତ୍ତ ମନ୍ତ୍ରୀ

September 13, 2026

ଖୋର୍ଦ୍ଧାରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 13, 2026

ବିଶ୍ୱ ବାଣିଜ୍ୟ ସଂଗଠନ (WTO) ମୁଖ୍ୟଙ୍କୁ ଭେଟିଲେ ପୀୟୁଷ ଗୋୟଲ 

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.