Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମହିଳାଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ
ଆଞ୍ଚଳିକ

ମହିଳାଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

January 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ଥାନା ଅନ୍ତର୍ଗତ ରାଳବ ଦେଉଳ ସାହିର ପୁର୍ଣ୍ଣବାସୀ ପ୍ରଧାନ ନାମ୍ନୀ ଜଣେ ମହିଳା ଆତ୍ମହତ୍ୟା କରିଥିବା ଜଣାପଡିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡଡାକ୍ତରଖାନାକୁ ପଠାଇ ତଦନ୍ତ ଆରମ୍ଭ କରିଛି।

ଖବରରୁ ଜଣାପଡ଼ିଛି ଯେ, ଦୁଇ ପୁଅଙ୍କ ସହ ଉକ୍ତ ମହିଳା ମିଶି ରହୁଥିଲେ। ଘଟଣା ସମୟରେ ଦୁଇ ପୁଅ ସ୍କୁଲକୁ ଚାଲିଯାଇ ଥିଲେ। ସ୍କୁଲରୁ ଆସି ମାଁ କୁ ଝୁଲୁଥିବା ଅବସ୍ଥାରେ ଦେଖି ସାହି ଲୋକଙ୍କୁ ଜଣାଇଥିଲେ। ଅଞ୍ଚଳ ବାସୀଙ୍କ ଠାରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ।

sucide କାରଣ ଅସ୍ପଷ୍ଟ ମହିଳାଙ୍କ ଆତ୍ମହତ୍ୟା ହିଞ୍ଜିଳି ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026
Latest News

ଆଜି ଗଣେଶ ପୂଜାରେ ଜପ କରନ୍ତୁ ଏହି ୧୪ଟି ନାମ: ମିଳିବ ସଫଳତା

September 14, 2026

ଯୋରନ୍ଦା ମହିମା ଗାଦିରେ ନୂଆ ଧାନରୁ ପ୍ରସ୍ତୁତ ନବାନ୍ନ ମହିମା ଗୋସାଇଁ ଓ ପରମାତ୍ମାଙ୍କୁ ଅର୍ପଣ

September 14, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିବସ ଅବସରରେ ବିଶାଳ ରକ୍ତଦାନ ଶିବିର ପାଇଁ ଭୂମି ପୂଜନ

September 14, 2026

ଗଣେଶ ପୂଜା ଅବସରରେ ସାରା ଦେଶ ଆଜି ଉତ୍ସବମୁଖର

September 14, 2026

ବ୍ରିକ୍ସ ସମ୍ମିଳନୀରେ ଫିଲିପାଇନ୍ସର ଅଂଶଗ୍ରହଣକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସ୍ୱାଗତ

September 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.