Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକାରେ ଏଲଇଡି ସ୍କ୍ରିନ ଯୋଗେ ପ୍ରଦର୍ଶିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କାର୍ଯ୍ୟକ୍ରମ
ଆଞ୍ଚଳିକ

ଚିଲିକାରେ ଏଲଇଡି ସ୍କ୍ରିନ ଯୋଗେ ପ୍ରଦର୍ଶିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କାର୍ଯ୍ୟକ୍ରମ

January 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିଧିବଦ୍ଧ ଭାବେ ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପଣ ହୋଇଥିବାବେଳେ ସାରା ରାଜ୍ୟରେ ଆଧ୍ୟାତ୍ମିକ ଚେତନା ସୃଷ୍ଟି ହେବାସହ ଏକ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ଏହି ଲୋକାର୍ପଣ ଉତ୍ସବକୁ ପ୍ରତିଟି ଜନସାଧାରଣଙ୍କ ଭାବନା, ଧାର୍ମିକ ଚିନ୍ତାଧାରା ଉଦଜିବିତ ନେଇ ବିଜ୍ଞାପିତ ଅଞ୍ଚଳ ପରିଷଦ, ବ୍ଲକ ସମେତ ସମସ୍ତ ପଞ୍ଚାୟତରେ ପ୍ରକଳ୍ପ ଲୋକାର୍ପଣ ଉତ୍ସବ ବହୁ ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି।

ଏହି ପରିପ୍ରେକ୍ଷୀରେ ଚିଲିକା ବିଡ଼ିଓ ଜଗଦୀଶ ଷଡଙ୍ଗୀଙ୍କ ନେତୃତ୍ୱରେ ଚିଲିକା ବ୍ଲକ କାର୍ଯ୍ୟାଳୟ ଠାରେ ଏବଂ ବାଣପୁର ବିଡିଓ ଶୀତଲ ଅଗ୍ରୱାଲଙ୍କ ନେତୃତ୍ୱରେ ସହିଦ କୃତିବାସ ଟାଉନ ହଲ ଠାରେ ଏଲଇଡି ସ୍କ୍ରିନ ମାଧ୍ୟମରେ ପୁରୀ ଠାରେ ଅନୁଷ୍ଠିତ ପ୍ରକଳ୍ପ ଲୋକାର୍ପଣର ସିଧା ପ୍ରସାରଣର ଆୟୋଜନ କରାଯାଇଥିଲା।

ଉକ୍ତ କାର୍ଯ୍ୟକ୍ରମରେ ଉଭୟ ବ୍ଲକର କର୍ମଚାରୀ,ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସମେତ ଶତାଧିକ କର୍ମକର୍ତ୍ତା ଯୋଗ ଦେଇଥିଲେ।

ଅନୁରୂପ ଭାବେ ବାଲୁଗାଁ ଏନଏସି କାର୍ଯ୍ୟାଳୟ ଠାରେ ଅଧ୍ୟକ୍ଷା ସୁକାନ୍ତି ପାଇକରାୟଙ୍କ ତତ୍ୱବାଧାନରେ ଏନଏସି କାର୍ଯ୍ୟାଳୟ ଠାରେ ପ୍ରକଳ୍ପ ଲୋକାର୍ପଣର ସିଧା ପ୍ରସାରଣ ଆୟୋଜନ କରାଯାଇଥିଲା।ଉକ୍ତ କାର୍ଯ୍ୟକ୍ରମରେ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରାଣନାଥ ସେଠ, ଉପାଧ୍ୟକ୍ଷ ଭଗବାନ ପ୍ରଧାନ, ସମସ୍ତ କାଉନସିଲର, ଏନଏସି କର୍ମଚାରୀ, ମହିଳା ସଙ୍ଘ, ସ୍ୱଚ୍ଛ ସାଥିଙ୍କ ସମେତ ଶତାଧିକ କର୍ମକର୍ତ୍ତା ଯୋଗ ଦେଇ ଲୋକାର୍ପିତ ଉତ୍ସବକୁ ଏଲଇଡି ମାଧ୍ୟମରେ ଦେଖିଥିଲେ।

ଚିଲିକା ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପଣ ଲୋକାର୍ପଣ କାର୍ଯ୍ୟକ୍ରମ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ବାଲୁଗାଁରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ୨୦୨୩ ପଦଯାତ୍ରା

April 17, 2026
Latest News

କାକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ୧୨ ବର୍ଷୀୟ ଛାତ୍ରଙ୍କ ମୃତ୍ୟୁ ଏବଂ ୧୦୦ରୁ ଅଧିକ ଅସୁସ୍ଥ ହେବା ଘଟଣାରେ ନିଜ ଆଡୁ ମାମଲା ରୁଜ୍ଜୁ କଲେ ଜାତୀୟ ମାନବାଧିକାର ଆୟୋଗ

April 24, 2026

ଆଇ.ଆର୍.ସି.ଟି.ସି ର ବୁଦ୍ଧିଷ୍ଟ ସର୍କିଟ ପର୍ଯ୍ୟଟକ ପ୍ୟାକେଜ୍ ଉପରେ ସ୍ୱତନ୍ତ୍ର ୨୦% ରିହାତି

April 24, 2026

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026

ବିଜେପିରେ ମିଶିଲେ ରାଘବ, ହୋଇପାରନ୍ତି ପଞ୍ଜାବର ମୁଖ୍ୟ ଚେହେରା !

April 24, 2026

ରାଜଧାନୀରେ ସିରିଜ ଦୁର୍ଘଟଣା

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.