Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ମାଛ ବଜାରରେ ଅଗ୍ନିକାଣ୍ଡ: ଗୋଦାମରେ ଆସବାବପତ୍ର ପୋଡି ପାଉଁଶ
ଆଞ୍ଚଳିକ

ବାଲୁଗାଁ ମାଛ ବଜାରରେ ଅଗ୍ନିକାଣ୍ଡ: ଗୋଦାମରେ ଆସବାବପତ୍ର ପୋଡି ପାଉଁଶ

January 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ମାଛ ବଜାରର ନିଆଁ ଲାଗି ଏକ ଗୋଦାମରେ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି। ବାଲୁଗାଁ ଅଗ୍ନିଶମ ବିଭାଗ ସୂଚନା ମୁତାବକ ଶାନ୍ତି ନଗରର ଗୋପାଳ ରାୟ ମାଛ ବଜାରରେ ଭଡା ସୂତ୍ରରେ ଏକ ଗୋଦାମ ଘର ନେଇ ବେପାର କରିଆସୁଥିଲେ। ଗତକାଲି ରାତିରେ କାମଦାମ ସାରି ଘରକୁ ଯାଇଥିଲେ।

ଆଜି ସକାଳୁ ନିଜ ଗୋଦାମ ଖୋଲି ପୂଜା କରିବା ପାଇଁ ଦୀପ ଲଗାଇଥିଲେ। ତେବେ କୌଣସିକ୍ରମେ ପୂଜା ଦୀପରୁ ନିଆଁ ଲାଗି ଘର ଭିତର ସମସ୍ତ ଆସବାବପତ୍ର ସହ କମ୍ପୁଟର ଓଜନ ଯନ୍ତ ପୋଡି ପାଉଁଶ ହୋଇଯାଇଛି। ଏଥିସହିତ ନିଆଁ ଲାଗି ଘର ଆଜବେଷ୍ଟେସ ଭାଙ୍ଗି ଯିବା ସହ ଚାରିଆଡେ ନିଆଁ ବ୍ୟାପି ଯାଇଥିଲା। ପଡୋଶୀ ଦାମୋଦର ପାତ୍ରଙ୍କ ଦୋକାନ ଘରେ ମଧ୍ୟ ନିଆଁ ଲାଗିଯାଇଥିଲା।

ଖବରପାଇ ଘଟଣା ସ୍ଥଳରେ ବାଲୁଗାଁ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।ରାଜସ୍ବ ନିରୀକ୍ଷକ ନିକୁଞ୍ଜ ପ୍ରଧାନ,ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରାଣନାଥ ସେଠ, ପ୍ରମୁଖ ପହଞ୍ଚି କ୍ଷୟକ୍ଷତି ଆକଳନ କରିଥିବା ବେଳେ ଯୁବ ନେତା ସନ୍ତୋଷ ପାଇକରାୟ ସାନ୍ତ୍ୱନା ଦେଇଥିଲେ।

balugaon fire
Share. Facebook Twitter LinkedIn Email WhatsApp Copy Link

Related Posts

ଇସଲାମାବାଦ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ: ୧୫ ନବଜାତ ଶିଶୁଙ୍କ ମୃତ୍ୟୁ

August 26, 2026

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ଅମରାବତୀ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ: ୩ ନବଜାତ ଶିଶୁ ମୃତ, ୬ ଗୁରୁତର

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026
Latest News

କୃତ୍ରିମ ବୁଦ୍ଧିମତା ଓ ମାନବିକୀ ବିଜ୍ଞାନ ମଧ୍ୟରେ ସେତୁ ସ୍ଥାପନ ପାଇଁ ସୋଆରେ କମର୍ଶାଳା

August 26, 2026

ଶିକ୍ଷକ କର୍ମଚାରୀଙ୍କର ଦାବିକୁ ଅବିଳମ୍ବେ ମାନି ନିଅନ୍ତୁ ସରକାର: ସମନ୍ୱୟ ସମିତି

August 26, 2026

ରାସ୍ତାରେ ଧାନ ରୋପଣ କରି ଅଭିନବ ପ୍ରତିବାଦ: ଦାବି ନମାନିଲେ ଭୋଟ ବର୍ଜନ ନିଷ୍ପତ୍ତି

August 26, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ବାତିଲ ହେଲା ଏହି ଟ୍ରେନ୍

August 26, 2026

ଭାରତର ବିଜୟରେ ବାଧା ସୃଷ୍ଟି କରିବ କି ବର୍ଷା?: ଜାଣନ୍ତୁ କିପରି ରହିବ କଲମ୍ବୋରେ ପାଗ

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.