Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ବାଇକ ଦୁର୍ଘଟଣା, ଦୁଇଜଣଙ୍କ ଅବସ୍ଥା ଗୁରୁତର, ଏମ୍ସକୁ ସ୍ଥାନାନ୍ତରିତ
ଆଞ୍ଚଳିକ

ବାଣପୁରରେ ବାଇକ ଦୁର୍ଘଟଣା, ଦୁଇଜଣଙ୍କ ଅବସ୍ଥା ଗୁରୁତର, ଏମ୍ସକୁ ସ୍ଥାନାନ୍ତରିତ

January 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର
ବାଣପୁରରେ ବାଇକ ଦୁର୍ଘଟଣା, ଦୁଇଜଣଙ୍କ ଅବସ୍ଥା ଗୁରୁତର, ଏମ୍ସକୁ ସ୍ଥାନାନ୍ତରିତ

ବାଣପୁର( ସୀତାରାମ ଅଗ୍ରୱାଲ): ଗୁରୁବାର ସନ୍ଧ୍ୟାରେ ବାଣପୁର ସ୍ଥିତ କୁମାରାଙ୍ଗ ରାସ୍ତା ବଡଶଙ୍ଖ ଠାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି। ଘଟଣାରୁ ପ୍ରକାଶ କୁମାରାଙ୍ଗ ପଞ୍ଚାୟତର କେଶପୁର ଗ୍ରାମର ବଣ୍ଟି ପ୍ରଧାନ (୨୦),ବିକ୍ରମ ଜେନା (୨୩)ବାଣପୁରରୁ ନିଜ ଗ୍ରାମକୁ ଫେରିବା ସମୟରେ ଅସାବଧାନତା ବଶତଃ ଏକ ଶଙ୍ଖରେ ନିଜ ମୋଟର ସାଇକେଲ ଦୁର୍ଘଟଣା ଘଟିଥିଲା।

ଯାହାଫଳରେ ଉଭୟ ଗୁରୁତର ଆହତ ହୋଇଥିଲେ। ବଣ୍ଟି ଙ୍କର ହାତ ଭାଙ୍ଗି ଯାଇଥିବା ବେଳେ ବିକ୍ରମଙ୍କର ଗୋଡ ଭାଙ୍ଗି ଯାଇଥିଲା। ସ୍ଥାନୀୟ ଲୋକ ଘଟଣା ତଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ବାଣପୁର ଗୋଷ୍ଠୀ ସ୍ଵାସ୍ତ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଆହତ ମାନଙ୍କର ଅବସ୍ଥା ସଂକଟାପର୍ଣ୍ଣ ଥିବାରୁ ଭୁବନେଶ୍ୱର ଏମ୍ସ ଡାକ୍ତରଖାନାକୁ ସ୍ଥାନାନ୍ତର କରିଛନ୍ତି। ଖବର ପାଇ ପୋଲିସ ଡାକ୍ତରଖାନାରେ ପହଞ୍ଚି ତଦନ୍ତ ଜାରି ରଖିଛି।

ବାଣପୁର ବାଣପୁର ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଭାବପୂର୍ଣ୍ଣ ଗୁରୁ ପୂଜନ ଉତ୍ସବ

September 6, 2026

ରେଢ଼ାଖୋଲରେ ଆରଏସଏସ ଯୁବ ସମ୍ମିଳନୀ

September 6, 2026

ସମ୍ବଲପୁର ସେନ୍ ପାର୍କ ନିକଟରେ ମହିଳାଙ୍କୁ ବିଭତ୍ସ ହତ୍ୟା

September 6, 2026

ବାଲୁଗାଁ ଭେଙ୍କଟେଶ୍ଵର ସ୍କୁଲରେ ଧୂମଧାମରେ ଗୁରୁଦିବସ ପାଳିତ

September 5, 2026
Latest News

INDIAର PM ଚେହେରା କିଏ? ରାହୁଲ ବନାମ ବିଜୟ ଚର୍ଚ୍ଚାରେ ହଲଚଲ୍ ରାଜନୀତି

September 6, 2026

ଦିଲ୍ଲୀ ବିଲିଡିଂ ଟ୍ରାଜେଡ଼ି : ୫ ମୃତ

September 6, 2026

ଫୁଟ୍‌ବଲ୍‌ ମ୍ୟାଚ୍‌ ଦେଖୁଥିବାବେଳେ ଅଘଟଣ: ବଜ୍ରପାତରେ ନାବାଳକ ମୃତ

September 6, 2026

ଚଳନ୍ତା କାରରେ ହଠାତ୍‌ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

September 6, 2026

ଦୁର୍ଘଟଣାରେ ଗୋଟିଏ ପରିବାର ୧୧ଜଣ ଆହତ

September 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.