Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକାର ବିଭିନ୍ନ ସ୍ଥାନରେ ଅବକାରୀ ଚଢାଉ, ଜବତ ହେଲା ବହୁ ଦେଶୀ ମଦ ଓ ଗଞ୍ଜେଇ, 5 ଗିରଫ
ଆଞ୍ଚଳିକ

ଚିଲିକାର ବିଭିନ୍ନ ସ୍ଥାନରେ ଅବକାରୀ ଚଢାଉ, ଜବତ ହେଲା ବହୁ ଦେଶୀ ମଦ ଓ ଗଞ୍ଜେଇ, 5 ଗିରଫ

January 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକାର ବିଭିନ୍ନ ସ୍ଥାନରେ ଚଢାଉ, ଜବତ ହେଲା ବହୁ ଦେଶୀ ମଦ ଓ ଗଞ୍ଜେଇ, 5 ଗିରଫ

ଚିଲିକା( ସୀତାରାମ ଅଗ୍ରୱାଲ): ଆଜି ଟାଙ୍ଗୀ ରେଞ୍ଜ ଅବକାରୀ ଇନ୍ସପେକ୍ଟର ନାରାୟଣ ଜେନା ଏବଂ ବାଲୁଗାଁ ଅବକାରୀ ଟିମ ବାଣପୁର, ବାଲୁଗାଁ, ନାଚୁଣୀ, ଟାଙ୍ଗୀ ଓ ଖଲିକୋଟ ଥାନା ଅଞ୍ଚଳରେ ଚଢ଼ାଉ କରି ଗଞ୍ଜେଇ ଓ ଦେଶୀ ମଦ ଜବତ କରିବା ସହ 5 ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି।

ନାଚୁଣୀ କହେଁଇପୁର ନୁଆସାହି ଗ୍ରାମରୁ ପ୍ରଦୀପ ସାହୁ ନାମକ ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ତାଙ୍କ ନିକଟରୁ 4 କେଜି ଗଞ୍ଜେଇ ଜବତ ହୋଇଛି। ସେହିପରି ଭାବେ ବାଣପୁର ଥାନା ଗୋପୀନାଥ ପ୍ରସାଦ ଗ୍ରାମରୁ ସନ୍ଧ୍ୟାରାଣୀ ସେଠି ନାମ୍ନୀ ମହିଳା ଅଭିଯୁକ୍ତ ଙ୍କୁ ଗିରଫ କରାଯାଇ ତାଙ୍କ ନିକଟରୁ 25 ଲିଟର ଏବଂ ଅନ୍ତରକିଆରୀ ଛକରୁ ଅଭିଯୁକ୍ତ ବିପ୍ର ଶବର କୁ ଗିରଫ କରାଯାଇ ତାଙ୍କ ନିକଟରୁ 80 ଲିଟର ଦେଶୀମଦ ଜବତ ହୋଇଛି।

ବାଲୁଗାଁ ଥାନା ସରନଇ ଗ୍ରାମ ରୋଡରୁ ଅଭିଯୁକ୍ତ ବୃନ୍ଦାବନ ଯୁଝିଆରସିଂହ ଗିରଫ ହୋଇଥିବା ବେଳେ ତାଙ୍କ ନିକଟରୁ 9 ଲିଟର ଦେଶୀ ମଦ ଏବଂ ନାଚୁଣୀ ଥାନା ଗମ୍ଭାରୀମୁଣ୍ଡା ଛକରୁ ଅଭିଯୁକ୍ତ ପ୍ରିୟବ୍ରତ ବିଶ୍ୱାଳ ଗିରଫ ହୋଇଥିବା ବେଳେ ତାଙ୍କ ନିକଟରୁ 28 ଲିଟର ଦେଶୀ ମଦ ଜବତ ହୋଇଛି।

ଚିଲିକା ଦେଶୀମଦ ଜବତ
Share. Facebook Twitter LinkedIn Email WhatsApp Copy Link

Related Posts

କଣ୍ଢଲ ଆଶ୍ରମ ବିଦ୍ୟାଳୟରେ ସ୍ବତନ୍ତ୍ର ମାର୍ଗଦର୍ଶନ ଓ ପରାମର୍ଶ ଶିବିର

April 6, 2026

ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା

April 6, 2026

ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପାଳିତ

April 5, 2026

ବାଣପୁର ଶିକ୍ଷା ମଣ୍ଡଳ ସ୍ତରୀୟ ଖଡ଼ିଛୁଆଁ ପର୍ବ ପାଳିତ

April 5, 2026
Latest News

ଅପ୍ରେଲ ୧୪ ରେ ବାଲୁଗାଁରେ ଅଷ୍ଟଶମ୍ଭୁ ମିଳନ: ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 7, 2026

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.