Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଦ୍ରୁତଗାମୀ କାର ଧକ୍କାରେ ଗ୍ରାମ୍ୟ ଜଳ ଯୋଗାଣ କର୍ମଚାରୀ ଗୁରୁତର
ଆଞ୍ଚଳିକ

ଦ୍ରୁତଗାମୀ କାର ଧକ୍କାରେ ଗ୍ରାମ୍ୟ ଜଳ ଯୋଗାଣ କର୍ମଚାରୀ ଗୁରୁତର

January 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ଦ୍ରୁତଗାମୀ କାର ଧକ୍କାରେ ଗ୍ରାମ୍ୟ ଜଳ ଯୋଗାଣ କର୍ମଚାରୀ ଗୁରୁତର ଭାବେ ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ପରେ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ଟାଙ୍ଗୀରୁ ଭୁବନେଶ୍ୱର କୁ ସ୍ଥାନାନ୍ତର କରାଯାଇଛି। କାର ଧକ୍କାରେ ଗୁରୁତର ହୋଇଥିବା କର୍ମଚାରୀଙ୍କର ନାମ ଵାପି ପ୍ରଧାନ (୪୨)। ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ପ୍ରଧାନ ସାହିରେ ତାଙ୍କ ଘର।

ଵାପି ପ୍ରଧାନ ଟାଙ୍ଗୀ ଗ୍ରାମ ପଞ୍ଚାୟତ ଅଧୀନରେ ଜଳ ଯୋଗାଣ କର୍ମଚାରୀ ଭାବେ କାର୍ଯ୍ୟ କରୁଛନ୍ତି। ତେଣୁ ସେ ଆଜି ସକାଳ ସମୟରେ ବ୍ରାହ୍ମଣ୍ଡି ଗାଁରେ କାମ କରିବା ପାଇଁ ଯାଉଥିବା ବେଳେ ସେଠାରେ ଏକ କାର ତାଙ୍କ ବାଇକକୁ ଧକ୍କା ଦେଇଥିଲା। ଫଳରେ ସେଠାରେ ସେ ଗୁରୁତର ହୋଇ ପଡ଼ିଥିଲେ। ସ୍ଥାନୀୟ ଲୋକେ ଉଦ୍ଧାର କରି ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।

accident tangi
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ କଲେ ଶତାଧିକ କୃଷକ

September 14, 2026

ରଣପୁରରେ ଧୁମଧାମରେ ୭୭ତମ ବିଘ୍ନ ବିନାୟକ ଶ୍ରୀଗଣେଶ ପୂଜା ମହୋତ୍ସବ

September 14, 2026

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026
Latest News

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.