Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବହୁଚର୍ଚ୍ଚିତ ରଘୁନାଥପୁର ଗ୍ରାମ ହତ୍ୟାକାଣ୍ଡ ମାମଲା: ଫେରାର ଅଭିଯୁକ୍ତକୁ ଗିରଫ କଲା ବାଲୁଗାଁ ପୋଲିସ
ଆଞ୍ଚଳିକ

ବହୁଚର୍ଚ୍ଚିତ ରଘୁନାଥପୁର ଗ୍ରାମ ହତ୍ୟାକାଣ୍ଡ ମାମଲା: ଫେରାର ଅଭିଯୁକ୍ତକୁ ଗିରଫ କଲା ବାଲୁଗାଁ ପୋଲିସ

January 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ବହୁଚର୍ଚ୍ଚିତ ରଘୁନାଥପୁର ଗ୍ରାମ ହତ୍ୟାକାଣ୍ଡର ଫେରାର ଅଭିଯୁକ୍ତକୁ ଗିରଫ କରିଛି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ପୋଲିସ। ସୂଚନା ମୁତାବକ ବାଲୁଗାଁ ଥାନା କେଶ ନଂ ୧୫୧/୨୦୨୨ ମୁତାବକ ରଘୁନାଥପୁର ଗ୍ରାମରେ ଜଣେ ବୃଦ୍ଧଙ୍କୁ ସଂଘବଦ୍ଧ ଭାବେ ଅତି ନିର୍ମମ ହତ୍ୟା କରାଯାଇଥିଲା।

ପୂର୍ବରୁ ଉକ୍ତ ହତ୍ୟା ମାମଲାରେ ୫ଜଣ ଗିରଫ ହୋଇଥିବା ବେଳେ ସିଙ୍ଗେଶ୍ୱର ଗ୍ରାମର ନାରାୟଣ ବେହେରାଙ୍କ ପୁଅ ଅନିଲ ବେହେରା ଓରଫ ଚିରୁ ଦୀର୍ଘ ଦିନ ଧରି ଫେରାର ଥିଲେ। ଏ ନେଇ ତାଙ୍କ ବିରୁଦ୍ଧରେ ଅଦାଲତ ଜି ଆର କେଶ ନଂ ୩୧୫/୨୦୨୨ ଆଧାରରେ ଜାମିନ ବିହୀନ ଗିରଫ ପରୱାନା ଜାରି କରିଥିଲେ।

ତେବେ ଆଜି କୌଣସି ସୂତ୍ରରୁ ଖବର ପାଇ ବାଲୁଗାଁ ଥାନାଧିକାରୀ ଜୟ ପ୍ରକାଶ ପରିଡା ସଦଳବଳେ ପହଞ୍ଚି ଅଭିଯୁକ୍ତ ଚିରୁଙ୍କୁ ଗିରଫ କରିବାରେ ସଫଳ ହେଇଛନ୍ତି। ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଶ୍ରୀ ପରିଡା କହିଛନ୍ତି।

arrest murder ଫେରାର ଅଭିଯୁକ୍ତ ବାଲୁଗାଁ ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ: ୫ ଗିରଫ

May 31, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026
Latest News

ରାଜ୍ୟର ୧୮ ଜିଲ୍ଲାରେ ଚାଲିଛି ମ୍ୟାଙ୍ଗୋ ଫେଷ୍ଟିଭାଲ: ଆସନ୍ତା ୧୦ ଜୁନ ପର୍ଯ୍ୟନ୍ତ ଚାଲିବ ମେଳା

June 2, 2026

ରୋଗୀ-କେନ୍ଦ୍ରିକ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ ପାଇଁ ଇଏସ୍ଆଇସିର ଡିଜିଟାଲ୍ ପଦକ୍ଷେପ

June 2, 2026

ଆଇସିସି ଟେଷ୍ଟ କ୍ରିକେଟର ନିୟମରେ ପରିବର୍ତ୍ତନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 2, 2026

ଯୋଗ୍ୟ ଋଣଗ୍ରହୀତାଙ୍କ ପାଇଁ ଜରୁରୀକାଳୀନ କ୍ରେଡିଟ୍ ଲାଇନ୍ ଗ୍ୟାରେଣ୍ଟି ଯୋଜନା

June 2, 2026

ରାଶିଫଳ: ଆଜି ଜୁନ ୨ ତାରିଖ ମଙ୍ଗଳବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.