Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର କୋର୍ଟରେ ନାଗରିକର ସାମ୍ବିଧାନିକ ଅଧିକାର ଓ କର୍ତ୍ତବ୍ୟ ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର କୋର୍ଟରେ ନାଗରିକର ସାମ୍ବିଧାନିକ ଅଧିକାର ଓ କର୍ତ୍ତବ୍ୟ ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ

January 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ଅପରାହ୍ନରେ ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ସ୍ଥାନୀୟ ଅଦାଲତ ପରିସରରେ କମିଟି ଅଧ୍ୟକ୍ଷ ତଥା ବରିଷ୍ଠ ଦେୱାନୀ ବିଚାରପତି ମନୋରଞ୍ଜନ ମିଶ୍ରଙ୍କ ଅଧ୍ୟକ୍ଷତାରେ ନାଗରିକର ସାମ୍ବିଧାନିକ ଅଧିକାର ଓ କର୍ତ୍ତବ୍ୟ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବାଣପୁର ଜେଏମଏଫସି ସ୍ନାତକୀ ଦାସ, ଓକିଲ ସଂଘ ସମ୍ପାଦକ ସୁଧୀର ପ୍ରଧାନ ଏବଂ ପୂର୍ବତନ ସମ୍ପାଦକ ଜଗନ୍ନାଥ ଭୋଳ ଯୋଗଦେଇଥିଲେ।

ଏହି ଅବସରରେ ସମସ୍ତ ଅତିଥି ମାନେ ନାଗରିକଙ୍କ ସାମ୍ବିଧାନିକ ଅଧିକାର ଓ ସମ୍ବିଧାନ ପ୍ରତି କର୍ତ୍ତବ୍ୟ ବିଷୟରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଓକିଲ ସଂଘର ବହୁ ବରିଷ୍ଠ ଆଇନଜୀବୀମାନେ ଏବଂ ପାରା ଲିଗାଲ ସ୍ବେଛାସେବୀମାନେ ଯୋଗଦେଇ ନିଜର ଅଭିଭାଷଣ ରଖିଥିଲେ।

ତାଲୁକ ଆଇନ ସେବା ସମିତି ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026
Latest News

୨୧ରୁ ଆରମ୍ଭ ହେବ ନୂଆଦିଲ୍ଲୀ-ଗୁଆଙ୍ଗଜୋ ବିମାନ ସେବା

September 12, 2026

ସାମାନ୍ୟ ବଚସାରୁ ତାତିଲା ଗାଁ, ଖଣ୍ଡା ଧରି ଯୁବକଙ୍କ ତାଣ୍ଡବ

September 12, 2026

ହରିଶ ରାୱତଙ୍କ ଇସ୍ତଫା ପଛରେ ବଡ଼ ରାଜନୈତିକ ଟ୍ୱିଷ୍ଟ! ୨୦୨୭ ପୂର୍ବରୁ ଉଷ୍ମ ଉତ୍ତରାଖଣ୍ଡ ରାଜନୀତି

September 12, 2026

ବଦଳାନ୍ତୁ ଶୋଇବାର ଶୈଳୀ, ନଚେତ୍ ରୋଗରେ ପଡ଼ିପାରନ୍ତି

September 12, 2026

ଆମେରିକାରେ UPIର ନୂଆ ଅଧ୍ୟାୟ, Zelle ସହ ହେବ ଡିଜିଟାଲ୍‌ ପେମେଣ୍ଟ ବ୍ରିଜ୍‌

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.