Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବ୍ରହ୍ମପୁରରେ ସାଧାରଣତନ୍ତ୍ର ଦିବସ ପାଳନ
ଆଞ୍ଚଳିକ

ବ୍ରହ୍ମପୁରରେ ସାଧାରଣତନ୍ତ୍ର ଦିବସ ପାଳନ

January 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ରେଶମ ନଗରୀ ବ୍ରହ୍ମପୁର ସହରରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ଅନୁଷ୍ଠିତ କାର୍ଯ୍ୟକ୍ରମରେ ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ ଟି ଆଓ ପତାକା ଉତ୍ତୋଳନ କରିବା ସହ ବାବାସାହେବ ଆମ୍ବେଦକରଙ୍କୁ ସ୍ମରଣ କରିଥିଲେ।ପୁର୍ବଜ ସ୍ବାଧୀନତା ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇ ଜାତିର ପିତା ମହାତ୍ମା ଗାନ୍ଧୀ ଙ୍କ ଅହିଂସା ପରମଧର୍ମ ବାର୍ତ୍ତା ଯୋଗୁଁ ଆଜି ଆମେ ସ୍ବାଧୀନ ଭାରତର ନାଗରିକ ବୋଲି ବକ୍ତବ୍ୟ ପ୍ରଦାନ ଅଭିବାଦନ ଗ୍ରହଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ପୋଲିସ ବିଭାଗର ଚିତ୍ତାକର୍ଷକ ବ୍ୟାଣ୍ଡ୍ ବାଜାର ମଜ୍ଜା ସହିତ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ର ଓ ଛାତ୍ରୀ ମାନଙ୍କର ପେରେଡ୍ ପ୍ରଦର୍ଶନ ଉପସ୍ଥିତ ଜନସାଧାରଣଙ୍କ ପାଇଁ ବହୁତ ସୁନ୍ଦର ଉପଭୋଗ ହୋଇଛି। ସଭାମଞ୍ଚରେ ବ୍ରହ୍ମପୁର ଏସ୍ ପି ଡ଼ଃ ଶ୍ରବଣ ବିବେକ ଏମ୍, ବ୍ରହ୍ମପୁର ଉପଜିଲ୍ଲାପାଳ ଓ ଅନ୍ୟାନ୍ୟ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ। ଅଭିବାଦନ ଗ୍ରହଣ ପରେ ମୁଖ୍ୟ ଅତିଥି କୃତିତ୍ୱ ହାସଲ କରିଥିବା ପ୍ରତିଯୋଗି ମାନଙ୍କୁ ଉତ୍ସାହିତ କରିବା ସହ ପୁରସ୍କ୍ରୁତ କରିଥିଲେ।

republicday ବ୍ରହ୍ମପୁର ରେଶମ ନଗରୀ
Share. Facebook Twitter LinkedIn Email WhatsApp Copy Link

Related Posts

“ମିଳିମିଶି ସଚେତନ କଲେ, କର୍କଟ ମୁକ୍ତ ଭାରତ ଗଠନ ସମ୍ଭବ”: କ୍ରାନ୍ତି ତରଫରୁ ଦେଶବାସୀଙ୍କୁ ଆହ୍ବାନ

February 5, 2026

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026
Latest News

“ଭାରତ ରୁଷରୁ ତେଲ କିଣିବ ନାହିଁ”: ଜାଣନ୍ତୁ ଟ୍ରମ୍ପଙ୍କ ଦାବି ଉପରେ ଭାରତ କ’ଣ କହିଲା?

February 5, 2026

ଆଗାମୀ ଦୁଇରୁ ତିନି ଦଶନ୍ଧି ମଧ୍ୟରେ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ: ମୁକେଶ ଅମ୍ବାନୀ

February 5, 2026

ପୁନର୍ବାର ହେବ ବିହାର ନିର୍ବାଚନ?: ସୁପ୍ରିମକୋର୍ଟରେ ଏହି ଅଭିଯୋଗ କଲା ପ୍ରଶାନ୍ତ କିଶୋରଙ୍କ ଜନସୁରାଜ

February 5, 2026

ଇତିହାସର ପୁନରାବୃତ୍ତି: ପ୍ରଧାନମନ୍ତ୍ରୀଙ୍କ ଉତ୍ତର ବିନା ଲୋକସଭାରେ ଧନ୍ୟବାଦ ପ୍ରସ୍ତାବ ଗୃହୀତ

February 5, 2026

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.