Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସିକା ଏନ୍ ଏ ସି ରେ ସାଧାରଣ ତନ୍ତ୍ର ଦିବସ ପାଳିତ
ଆଞ୍ଚଳିକ

ଆସିକା ଏନ୍ ଏ ସି ରେ ସାଧାରଣ ତନ୍ତ୍ର ଦିବସ ପାଳିତ

January 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆସିକା (ମାନସ ପୂର୍ଣ୍ଣ ଆଚାର୍ଯ୍ୟ): ଆସିକା ବିଜ୍ଞାପିତ ଅଞ୍ଚଳ ପରିଷଦରେ ୭୫ତମ ସାଧାରଣ ତନ୍ତ୍ର ଦିବସ ପାଳିତ ହୋଇଯାଇଅଛି। ଅଧ୍ୟକ୍ଷା ବିନେତା ସ୍ବାଇଁ ପତାକା ଉତ୍ତୋଳନ କରିବା ପରେ ୱାର୍ଡ ନଂ ୫ ହାଟ ପଦା ଠାରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି, ହରିହର ହାଇସ୍କୁଲ ଠାରେ ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି ବିଜୁ ପଟ୍ଟନାୟକ ଛକରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ତାଳୁକା ଛକ ଠାରେ ସହିଦ ଉମାକାନ୍ତ ପଟ୍ଟନାୟକଙ୍କ କୋର୍ଟ ନିକଟ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟ ଅର୍ପଣ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ କାର୍ଯ୍ୟନିର୍ବାହୀ ଅଧିକାରୀ ଲୋକନାଥ ବେଜ୍, ସାଂସଦ ପ୍ରତିନିଧି ସତ୍ୟନାରାୟଣ ସ୍ୱାଇଁ ଓ ସମସ୍ତ କାଉନସିଲର ଅଫିସ କର୍ମଚାରୀ ଯୋଗଦେଇଥିଲେ।

ଆସିକା ପତାକା ଉତ୍ତୋଳନ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟର ୬୩ ତମ ପ୍ରତିଷ୍ଠାର ଉଦଯାପନ ଦିବସ

July 28, 2026

ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

July 23, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026
Latest News

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026

୨୦୨୬ରେ ଟିମ୍ ଇଣ୍ଡିଆ ଆଉ କେତେ ଟେଷ୍ଟ ଖେଳିବ?: WTC ଫାଇନାଲ୍ ପାଇଁ କେତେ ବିଜୟ ଆବଶ୍ୟକ?

July 31, 2026

ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି ମଧ୍ୟରେ କ୍ୟାବିନେଟ ବୈଠକ କଲେ ପ୍ରଧାନମନ୍ତ୍ରୀ ମୋଦୀ 

July 31, 2026

ଉପେନ୍ଦ୍ର କୁଶୱାହାଙ୍କ ପାଇଁ ବିଜେପି ର ତ୍ୟାଗ: ପୁଅ ଦୀପକ ପ୍ରକାଶଙ୍କୁ ଦେଲା ଏମଏଲସି ଆସନ

July 31, 2026

ଖୋଲିଲା ମା’ ଭଗବତୀଙ୍କ ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ମୋଟ ଦାନ ପରିମାଣ

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.