Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗମ୍ଭାରୀମୁଣ୍ଡାରେ ସଡ଼କ ଦୁର୍ଘଟଣା ଘଟି ଯୁବକଙ୍କ ପ୍ରାଣହାନୀ
ଆଞ୍ଚଳିକ

ଗମ୍ଭାରୀମୁଣ୍ଡାରେ ସଡ଼କ ଦୁର୍ଘଟଣା ଘଟି ଯୁବକଙ୍କ ପ୍ରାଣହାନୀ

January 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନାଚୁଣୀ (ସୀତାରାମ ଅଗ୍ରୱାଲ): ଆଜି ସଂନ୍ଧ୍ୟାରେ ନାଚୁଣୀ ଥାନା ଗମ୍ଭାରୀମୁଣ୍ଡା ସ୍କୁଲ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଯାଇଛି, ଯେଉଁଥିରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ଢ଼େଙ୍କନାଳ ଜିଲ୍ଲା ରାସଳୋ ଥାନା ଅନ୍ତର୍ଗତ ହିଲିସର ଗ୍ରାମର ଚନ୍ଦନ ଦେହୁରୀ (୨୨) ବୋଲି ଜଣାପଡିଛି।

ସୂଚନା ମୁତାବକ ଦେଙ୍କନାଳ ଅଞ୍ଚଳର କିରଣ ଟେଣ୍ଟ ହାଉସ ଗମ୍ଭାରୀମୁଣ୍ଡା ଅଞ୍ଚଳରେ ଏକ ବିବାହ ଭୋଜି ନିମନ୍ତେ ଟେଣ୍ଟ କାର୍ଯ୍ୟ କରିବାକୁ ଠିକା ନେଇଥିଲେ। ମୃତକ ଚନ୍ଦନ ଉକ୍ତ ଟେଣ୍ଟ କାର୍ଯ୍ୟରେ ଶ୍ରମିକ ଭାବେ କାର୍ଯ୍ୟରତ ଥିଲେ।

ତେବେ ଟେଣ୍ଟ କାର୍ଯ୍ୟ ସାରି ଚନ୍ଦନ ନିକଟସ୍ଥ ବିଲ ମଧ୍ୟରେ ଶୋଇ ପଡ଼ିଥିବା ବେଳେ କ୍ୟାଟରିଙ୍ଗ ପାଇଁ ଆସିଥିବା ଏକ ୧୧୦୯ ଗାଡିଟି ବୁଲେଇଲା ବେଳେ ଅସାବଧାନତାବଶତଃ ଚନ୍ଦନଙ୍କ ଉପରେ ଚଢାଇ ଦେଇଥିଲା। ଯାହା ଫଳରେ ଚନ୍ଦନ ଗୁରୁତର ଭାବେ ଆହତ ହୋଇଥିଲେ। ସଙ୍ଗେ ସଙ୍ଗେ ତାଙ୍କ ସାଥିରେ ଥିବା ଅନ୍ୟ ସହଯୋଗୀ ମାନେ ତାଙ୍କୁ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିବା ବେଳେ ଡାକ୍ତରଖାନାରେ ଚନ୍ଦନ ମୃତ୍ୟୁବରଣ କରିଥିବା ଡାକ୍ତର ଏ. କେ ପାତ୍ର ସୂଚନା ଦେଇଛନ୍ତି।

ସୂଚନା ପାଇ ବାଣପୁର ପୋଲିସ ଡାକ୍ତରଖାନାରେ ପହଂଚିଥିବାବେଳେ ମାମଲାକୁ ନାଚୁଣୀ ଥାନାକୁ ହସ୍ତାନ୍ତର କରିଛି।

ଗମ୍ଭାରୀମୁଣ୍ଡା ଯୁବକଙ୍କ ପ୍ରାଣହାନୀ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026

ଦୁଇ ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କରି ଥଇଥାନ କଲେ ଯୁବ ସମାଜସେବୀ

October 5, 2026

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ଜିଲ୍ଲାପାଳ, ଏସ୍‌ପି ଓ ଡିଏଫ୍‌ଓଙ୍କ ବାସଭବନ ସମ୍ମୁଖରୁ ଷ୍ଟିଲ୍‌ ଗେଟ୍‌ ନେଇଗଲେ ଦୁର୍ବୃତ୍ତ

October 2, 2026
Latest News

‘କେଜିପି୨୧’ ଜନ୍ମ ଦେଲା ୫ ଚିତା ଶାବକ: ୬୦ରେ ପହଞ୍ଚିଲା ଚିତା ସଂଖ୍ୟା

October 6, 2026

ୟୁପି ରାଜନୀତିରେ ନୂଆ ହଲଚଲ! ରାଜ୍ୟସଭା ନିର୍ବାଚନ ପୂର୍ବରୁ ବଦଳିବ କି ଭୋଟ୍ ସମୀକରଣ?

October 6, 2026

ପିଏମଏୱାଇ(ସହରୀ) ୨.୦ରେ ଓଡ଼ିଶାକୁ ମିଳିଲା ଜାତୀୟ ପୁରସ୍କାର

October 6, 2026

ପାର୍ବଣ ପୂର୍ବରୁ ବଡ଼ ଆଶ୍ୱସ୍ତି: ଶସ୍ତାରେ ମିଳିବ ଚିନି-ମଇଦା-ସୁଜି! ଜାଣନ୍ତୁ କେତେ ଟଙ୍କାରେ ମିଳିବ

October 6, 2026

ମୋଦୀଙ୍କ ଶାସନ ଓ ଜନସେବାର ୨୫ ବର୍ଷ ପୂର୍ତ୍ତି : ୭ରେ ଦେଶବ୍ୟାପୀ ‘ସେବା ଜ୍ୟୋତି ଯାତ୍ରା’

October 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.