Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗମ୍ଭାରୀମୁଣ୍ଡା: “ଓଡ଼ିଶାର କଳା ଓ ସାହିତ୍ୟରେ ଶ୍ରୀ ଜଗନ୍ନାଥ ସଂସ୍କୃତିର ପ୍ରଭାଵ” ଶୀର୍ଷକ ଆଲୋଚନା ଚକ୍ର
ଆଞ୍ଚଳିକ

ଗମ୍ଭାରୀମୁଣ୍ଡା: “ଓଡ଼ିଶାର କଳା ଓ ସାହିତ୍ୟରେ ଶ୍ରୀ ଜଗନ୍ନାଥ ସଂସ୍କୃତିର ପ୍ରଭାଵ” ଶୀର୍ଷକ ଆଲୋଚନା ଚକ୍ର

January 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗମ୍ଭାରୀମୁଣ୍ଡା: ରାଜ୍ୟ ସରକାରଙ୍କ ନୂଆ-ଓ, ଯୁବ ଓଡିଶା, ନବୀନ ଓଡ଼ିଶା ପ୍ରୋତ୍ସାହନରେ ସାହିତ୍ୟ ପ୍ରତିଯୋଗିତା ଅନ୍ତର୍ଗତ ବିଶ୍ଵ ଭାଷା ସମ୍ମିଳନୀର ଆୟାଜନ ଓ ଶ୍ରୀ ମନ୍ଦିର ପ୍ରକଳ୍ପର ଉଦଘାଟନ ପରିପ୍ରେକ୍ଷୀରେ “ଓଡ଼ିଶାର କଳା ଓ ସାହିତ୍ୟରେ ଶ୍ରୀ ଜଗନ୍ନାଥ ସଂସ୍କୃତିର ପ୍ରଭାଵ” ଶୀର୍ଷକ ଆଲୋଚନା ଚକ୍ର ପର୍ଶୁରାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ପ୍ରେମର।ଜ ପ୍ରଧାନଙ୍କ ସଭାପତତ୍ବରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଆଲୋଚନା ଚକ୍ରରେ ଗୋଦାବରୀଶ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଡ଼. ନୃସିଂହ ଚରଣ ପ୍ରଧାନ ଓ ଓଡ଼ିଆ ଭାଷା ସାହିତ୍ୟର ପ୍ରାକ୍ତନ ପ୍ରାଧ୍ୟାପକ ଡ଼. ଚାନ୍ଦ କିଶୋର ତ୍ରୀପାଠୀ ଯଥାକ୍ରମେ ମୁଖ୍ୟ ଅତିଥି ଓ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ଓଡ଼ିଆ ଭାଷା ସାହିତ୍ୟ କୁ ରୁଦ୍ଧିମନ୍ତ କରିବା ପାଇଁ ଛାତ୍ର ଛାତ୍ରୀ ମାନଙ୍କର ସୃଜନତ୍ମକ ଚିନ୍ତାଧାରା ବିକାଶ ପାଇଁ ପ୍ରେରଣାଦାୟୀ ବକ୍ତବ୍ୟ ରଖିଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ ଅଧ୍ୟାପିକା ଗୀତାଞ୍ଜଳୀ ବିଶ୍ଵାଳ, ପ୍ରଦୀପ କୁମାର ଶତପଥୀ, ନିରଞ୍ଜନ ପ୍ରଧାନ, ପ୍ରହଲ୍ଲାଦ ଜେନା ପ୍ରମୁଖ ଶ୍ରୀ ଜଗନ୍ନାଥ ସଂସ୍କୃତିର ମହନୀୟ ପରମ୍ପରା ବିଷୟରେ ଶିକ୍ଷଣୀୟ ଉଦବୋଧନ ଦେଇଥିଲେ। କାର୍ଯ୍ୟକ୍ରମକୁ ସଞ୍ଚାଳନ କରିଥିଲେ ବସନ୍ତ କୁମାର ଛାଟୋଇ, ରାମକୃଷ୍ଣ ପ।ଲଟାସିଂ, ପ୍ରଶାନ୍ତ କୁମାର ହୋତା, ମଧୁସୂଦନ ଜେନା, ଭାଗିରଥି ସାହୁ, ପ୍ରଶାନ୍ତ କୁମାର ସାହୁ।

ପରିଶେଷରେ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ସହିତ ନଗଦ ପୁରସ୍କାର ରାଶି ଅତିଥି ମାନଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା ଓ ଶ୍ରୀ ଜଗନ୍ନାଥ ଜଣାଣର ତାଳେ ତ।ଳେ ଛାତ୍ରୀ ମାନେ ନୃତ୍ୟ ପରିବେଷଣ କରିଥିଲେ।

ଗମ୍ଭାରୀମୁଣ୍ଡା ନୂଆ -ଓ ପର୍ଶୁରାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026
Latest News

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.