Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାକ୍ଟିଦେଉଳ ସରସ୍ବତୀ ଶିଶୁ ମନ୍ଦିର ର ଷୋଡଶତମ ବାର୍ଷିକ ଉତ୍ସବ
ଆଞ୍ଚଳିକ

ନାକ୍ଟିଦେଉଳ ସରସ୍ବତୀ ଶିଶୁ ମନ୍ଦିର ର ଷୋଡଶତମ ବାର୍ଷିକ ଉତ୍ସବ

January 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢାଖୋଲ: ନାକ୍ଟିଦେଉଳ ବ୍ଲକ୍ ଜଗନ୍ନାଥ ପ୍ରସାଦ ସରସ୍ବତୀ ଶିଶୁ ମନ୍ଦିର ର ଷୋଡଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ବିରଞ୍ଚିଶଙ୍କର ସାହୁଙ୍କ ସଭାପତିତ୍ବ ଓ ଗୀତାଞଳୀ ଦାଶ୍ ଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଡିଏଫ୍ଓ ଅରବିନ୍ଦ ମହାନ୍ତି, ପ୍ରମୋଦ ପାଢୀ, ମୁଖ୍ୟବକ୍ତା, ପଞ୍ଚାୟତ ସମିତି ଅଧ୍ୟକ୍ଷା ସ୍ବରୁପାରାଣୀ ସାହୁ, ନାକ୍ଟିଦେଉଳର ସରପଞ୍ଚ ଜିତେନ୍ଦ୍ରୀୟ ସାହୁ, ଜିଲ୍ଲା ପରିଷଦ ସଭ୍ୟା ଟିକେଶ୍ବରୀ ମେହେର୍ ଓ ବିଇଓ ବିଜୟ କୁମାର ପାତ୍ର ସମ୍ମାନୀତ ଅତିଥି ଭାବରେ ଯୋଗ ଦେଇ ସରସ୍ବତୀ ଶିଶୁ ମନ୍ଦିରର ଭୂମିକା ଶିକ୍ଷା ସମସ୍ୟା ଓ ଭାରତୀୟ ସଂସ୍କୃତିର ଆଧାର ସମ୍ପର୍କରେ ଆଲୋକପାତ କରିଥିଲେ।

ଅନୁଷ୍ଠାନର ସମ୍ପାଦକ ହେମନ୍ତ ଅଦାବର ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ପ୍ରଧାନ ଆଚାର୍ଯ୍ୟ ବିଜୟ କୁମାର ସାହୁ ବିବରଣୀ ପାଠ କରିଥିଲେ। ଅନୁଷ୍ଠାନର କୋଷାଧ୍ୟକ୍ଷ ତରୁଣ ମେହେର ଧନ୍ୟବାଦ ଅର୍ପଣ କରିଥିଲେ। କୃତ୍ତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା। ଛାତ୍ର ଛାତ୍ରୀ ମାନଙ୍କ ଦ୍ବାରା ସାଂସ୍କୃତିକ ବିଚିତ୍ରା ପ୍ରଦର୍ଶିତ ହୋଇଥିଲା।

ନାକ୍ଟିଦେଉଳ ବ୍ଲକ୍ ସରସ୍ବତୀ ଶିଶୁ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ମୋଦୀଙ୍କୁ ଟ୍ରମ୍ପଙ୍କ ଅଭିନନ୍ଦନ

June 11, 2026

ଫାଇଲ ଗାଏବକୁ ନେଇ ଏଫଆଇଆର

June 10, 2026

ପୂର୍ବତଟ ରେଳପଥ ଦ୍ଵାରା ଆନ୍ତର୍ଜାତୀୟ ଲେଭଲ୍ କ୍ରସିଂ ସଚେତନତା ଦିବସ ୨୦୨୬ ପାଳିତ

June 10, 2026

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

June 10, 2026

ଦେବସ୍ନାନ ପୂର୍ଣ୍ଣିମା ୨୦୨୬: ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.