Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଛତ୍ରପୁର: ପଲ୍ଲୀଶ୍ରୀ ସ୍ଵେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ବିଶ୍ଵ ଆଦ୍ରଭୂମି ଦିବସ ପାଳିତ
ଆଞ୍ଚଳିକ

ଛତ୍ରପୁର: ପଲ୍ଲୀଶ୍ରୀ ସ୍ଵେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ବିଶ୍ଵ ଆଦ୍ରଭୂମି ଦିବସ ପାଳିତ

February 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଛତ୍ରପୁର: ଗଞ୍ଜାମ ଜିଲ୍ଲା ତାମ୍ପରାଠାରେ ବିଶ୍ଵ ଆଦ୍ରଭୂମି ଦିବସ ପାଳିତ ହୋଇଯାଇଛି। କେଏନସିଏଫ, ଜାପାନଙ୍କ ସହାୟତାରେ ଉକ୍ତ ଦିବସ ତାମ୍ପରା ରାମଶର ସାଇଟ ଠାରେ ପାଳନ କରାଯାଇଛି।

ଏଥିରେ ସ୍ଥାନୀୟ ଅଞ୍ଚଳର ମହିଳା, ମତ୍ସ୍ୟଜୀବୀ, ଚାଷୀ ଓ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ। ପ୍ରଥମେ ତାମ୍ପରା କୂଳ ପରିଦର୍ଶନ କରି ପ୍ଲାଷ୍ଟିକ ଆବର୍ଜନା ସଂଗ୍ରହ କରାଯାଇଥିଲା।

ଏହି ଅବସରରେ ତାମ୍ପରା ହ୍ରଦର ଗୁରୁତ୍ଵ ଉପରେ ପଲ୍ଲୀଶ୍ରୀର ସମ୍ପାଦକ ଦୂର୍ଗା ପ୍ରସାଦ ଦାଶ ଆଲୋଚନା କରିଥିଲେ।

ପରିଶେଷରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଚିତ୍ରାଙ୍କନ ଓ ମହିଳା ମା’ ମାନଙ୍କ ମଧ୍ୟରେ ଝୋଟି ପ୍ରତିଯୋଗୀତା କରାଯାଇଥିଲା।

ଏଥିରେ ଅଂଶଗ୍ରହଣ କରିଥିବା ସମସ୍ତ ସଦସ୍ୟମାନେ ଜୈବ ବିବିଧତାକୁ ସୁରକ୍ଷା ଦେବା ଓ ଆଦ୍ରଭୂମିକୁ ପ୍ଲାଷ୍ଟିକ ଠାରୁ ଦୂରେଇ ରଖିବା ପାଇଁ ଏକ ଶପଥ ପାଠ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ପଲ୍ଲୀଶ୍ରୀ ଅନୁଷ୍ଠାନ ପକ୍ଷରୁ ଜିତେନ୍ଦ୍ରିୟ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

ପଲ୍ଲୀଶ୍ରୀ ଅନୁଷ୍ଠାନର ପ୍ରଫୁଲ୍ଲ କୁମାର ସାହୁ, ୱାଡି କାଶୀନାଥ ଓ ସନ୍ତୋଷ କୁମାର ଜେନା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

ଗଞ୍ଜାମ ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ଥାନାରେ ହତ୍ୟା ଅଭିଯୋଗ

August 22, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ବାପା ପୁଅକୁ ହତ୍ୟା ଉଦ୍ୟମ: ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

August 21, 2026
Latest News

ୟୁପି ନିର୍ବାଚନରେ ​​ଆପ-ସପା ମଧ୍ୟରେ ମେଣ୍ଟ ହେବ କି?: ଅଖିଳେଶ ଯାଦବଙ୍କୁ ଭେଟିଲେ ସଂଜୟ ସିଂହ 

August 23, 2026

ପୁଣି ଦ୍ୱିତୀୟ ଟେଷ୍ଟରେ ଶତକ ହାସଲ କଲେ ପାଡିକ୍କଲ୍: ରଚିଲେ ଇତିହାସ

August 23, 2026

‘ସରକାର ବିଶ୍ୱାସଘାତକ କରୁଛନ୍ତି’: CJP ର ଗମ୍ଭୀର ଅଭିଯୋଗ, ପ୍ରତିବାଦ ପାଇଁ ଦେଲା ଚେତାବନୀ

August 23, 2026

LPG e-KYC ର ଆଜି ଶେଷ ଦିନ: ଶୀଘ୍ର ସମାପ୍ତ କରନ୍ତୁ ଏହି ପ୍ରକ୍ରିୟା, ନଚେତ ବଢିବ ସମସ୍ୟା

August 23, 2026

ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ର ଆତଙ୍କ!: ଏପର୍ଯ୍ୟନ୍ତ ୧୭୭୭ ମାମଲା ଚିହ୍ନଟ

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.