Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଉତ୍କଳ ହସ୍ପିଟାଲ ପକ୍ଷରୁ ବିଶ୍ଵ କ୍ୟାନ୍ସର ଦିବସ ପାଳିତ 
ଆଞ୍ଚଳିକ

ଉତ୍କଳ ହସ୍ପିଟାଲ ପକ୍ଷରୁ ବିଶ୍ଵ କ୍ୟାନ୍ସର ଦିବସ ପାଳିତ 

February 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ପୂର୍ବ ଭାରତରେ ସେବା ବୃହତ କ୍ୟାନ୍ସର ସେଣ୍ଟର ଭୁବନେଶ୍ବର ନୀଳାଦ୍ରି ବିହାର ସ୍ଥିତ, ରାଜ୍ୟର ପ୍ରମୁଖ ସୁପର ମଲ୍ଟି ସ୍ପେସାଲିଷ୍ଟ ଉତ୍କଳ ହସ୍ପିଟାଲରେ ବିଶ୍ଵ କ୍ୟାନ୍ସର ଦିବସ ଅବ୍ୟବହିତ ପୂର୍ବରୁ ଆଜି କ୍ୟାନ୍ସର ରୋଗର କାରଣ, ନିଦାନ ଓ ନିରାକରଣ ଉପରେ  ଏକ ଆଲୋଚନା ଚକ୍ର ହସ୍ପିଟାଲ ପରିସରରେ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସ୍ଥାନରୁ କ୍ୟାନ୍ସର ବିଶେଷଜ୍ଞ ମାନେ ଯୋଗ ଦେଇ ଜନସାଧାରଣଙ୍କୁ ସାଂପ୍ରତିକ ସ୍ଥିତିରେ କର୍କଟ ରୋଗର ମୁକାବିଲା ଏକ ଆହ୍ଵାନ ସାଜିଥିବା ବେଳେ ସମୟ ପୂର୍ବରୁ ଏହାର ଚିହ୍ନଟ ତଥା ଚିକିତ୍ସା ପଦ୍ଧତି ଉପରେ ବିଶେଷ ଆଲୋଚନା କରଯାଇଥିଲା।

ନିର୍ଦ୍ଦେଶକ ମେଡିକାଲ ସାଇନ୍ସ ଡ. ରଞ୍ଜନ କୁମାର ମହାପାତ୍ର, ନିର୍ଦ୍ଦେଶକ ରେଡିଏସନ ଅଙ୍କୋଲୋଜି ଡ. ସଞ୍ଜୀବ କୁମାର ମିଶ୍ର, ଡ. ଚିନ୍ମୟ ପାଣି, ରଞ୍ଜନ ମହାନ୍ତି, ଡ. ଦିଲ୍ଲୀପ କର, ଡ. ସୁଶାନ୍ତ ପାଇକରାୟ, ଡ. ବ୍ରହ୍ମାନନ୍ଦ ସତପଥି, ଡ. ସେଖ ଅଲ୍ଲୀ, ଡ. ଅରୟାବନି ଦତ୍ତ, ଓଲିଉଡ ସୁପରଷ୍ଟାର ସିଦ୍ଧାର୍ଥ ମହାପାତ୍ର ଏବଂ କ୍ୟାନ୍ସର ସରଭାଇଭର ସତ୍ବତି ମିଶ୍ର ଏବଂ ଅନେକ ଖ୍ୟାତନାମା ଡକ୍ଟର ଉପସ୍ଥିତ ଥିଲେ। ମୁଖ୍ୟ ଅତିଥି ଡ଼ିଏମଇଟି ପ୍ର. ଡ. ସଚିଦାନନ୍ଦ ମହାନ୍ତି ତାଙ୍କର ବକ୍ତବ୍ୟ ରଖିଥିଲେ।

ଉତ୍କଳ ହସ୍ପିଟାଲ ନୀଳାଦ୍ରି ବିହାର ପୂର୍ବ ଭାରତ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ଭୁବନେଶ୍ବରରେ ଆସୋଚାମ୍ ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍ ୨୦୨୬ ଆରମ୍ଭ

March 13, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Latest News

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.