Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନିଳାମ୍ବୁ ମହୋତ୍ସବ ଦ୍ବିତୀୟ ସନ୍ଧ୍ୟା, ଡାଲ ଖାଇ ନୃତ୍ୟରେ ମଞ୍ଚ ଦୁଲୁକିଲା
ଆଞ୍ଚଳିକ

ନିଳାମ୍ବୁ ମହୋତ୍ସବ ଦ୍ବିତୀୟ ସନ୍ଧ୍ୟା, ଡାଲ ଖାଇ ନୃତ୍ୟରେ ମଞ୍ଚ ଦୁଲୁକିଲା

February 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ଟାଙ୍ଗୀ ବ୍ଲକ ସାମ୍ବାଦିକ ସଂଘ ଆନୂକୁଲ୍ୟରେ ଚିଲିକା ଷ୍ଟାଡିୟମରେ ଚାଲିଥିବା ଦ୍ବିତୀୟ ବାର୍ଷିକ ନିଳାମ୍ବୁ ମହୋତ୍ସବର ଦ୍ବିତୀୟ ସନ୍ଧ୍ୟା ସମ୍ବଲପୁରର ଡାଲଖାଇ ନୃତ୍ୟରେ ହଜାର ହଜାର ଦର୍ଶକ ବିମୋହିତ ହୋଇଥିବା ବେଳେ ଆଞ୍ଚଳିକ ତଥା ଓଡିଶାର ବିଭିନ୍ନ ଅଞ୍ଚଳରୁ ଆସିଥିବା ନୃତ୍ୟ ଅନୁଷ୍ଟାନ ମଧ୍ୟ ବେସ ଆକର୍ଷଣ ସୃଷ୍ଟି କରିଥିଲା। ପଶ୍ଚିମ ଓଡିଶାର ଢୋଲିଆ ଖୋସା କଳାପରିଷଦ ବରଗଡ, ରିଦିମ ଡ୍ୟାନସ ଏକାଡେମ ର ଆଦିବାସୀ ନୃତ୍ୟ ମନ୍ତ୍ରମୁଗଧ କରିଥିଲା।

ସଂଘ ସଭାପତି ପଦ୍ମନାଭ ବିଶ୍ବାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଖୋର୍ଦ୍ଧା ଜିଲ୍ଲା ବିଜେଡି ଉପଦେଷ୍ଟା ରାମଚନ୍ଦ୍ର ମହାପାତ୍ର, ଉପଦେଷ୍ଟା ପ୍ରଦୋଷ ଦାସ, ସଂପାଦକ ମନୋଜ କୁମାର ପଟ୍ଟନାୟକ, ଜଗନ୍ନାଥ ସଂସ୍କୃତି ଗବେଷକ ଚନ୍ଦ୍ରଶେଖର ଦାସ, ପ୍ରବକ୍ତା ସରୋଜ ପାଇକରାୟ ପ୍ରମୂଖ ଯୋଗଦେଇଥିଲେ। ଉଦଘୋଷକ ଭାବେ ସତ୍ୟନାରାୟଣ ମହାପାତ୍ର କାର୍ଯ୍ୟ ତୁଲାଇ ଥିଲେ।

ଟାଙ୍ଗୀ ଡାଲ ଖାଇ ନୃତ୍ୟ ନିଳାମ୍ବୁ ମହୋତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ରାଜ୍ୟଗୁଡ଼ିକ ସହ ଖରିଫ୍ ପ୍ରସ୍ତୁତି ସମୀକ୍ଷା କଲେ ଶିବରାଜ ସିଂହ ଚୌହାନ  

June 24, 2026

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 24, 2026

୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

June 24, 2026

ନାଫେଡର ଇ-ନିଲାମ ପୋର୍ଟାଲ NAFEX.in ର ଶୁଭାରମ୍ଭ କଲେ ଅମିତ ଶାହ

June 24, 2026

ବିଭିନ୍ନ ପ୍ରକଳ୍ପଗୁଡ଼ିକ ଉପରେ ବିଦ୍ୟୁତ ଜନିତ ସମସ୍ୟାକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.