Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବ୍ରହ୍ମପୁରରେ କ୍ରାନ୍ତି ଅନୁଷ୍ଠାନ ତରଫରୁ ବିଶ୍ୱ କର୍କଟ ଦିବସ ପାଳନ
ଆଞ୍ଚଳିକ

ବ୍ରହ୍ମପୁରରେ କ୍ରାନ୍ତି ଅନୁଷ୍ଠାନ ତରଫରୁ ବିଶ୍ୱ କର୍କଟ ଦିବସ ପାଳନ

February 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର( କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ସହରର ସ୍ବେଚ୍ଛାସେବୀ ଓ ସାଂସ୍କୃତିକ ଅନୁଷ୍ଠାନ କ୍ରାନ୍ତି ପକ୍ଷରୁ ବିଶ୍ୱ କର୍କଟ ଦିବସ ପାଳନ ହୋଇଛି। ସର୍ବପ୍ରଥମେ ଖଲିକୋଟ ବିଶ୍ୱ ବିଦ୍ୟାଳୟ ଖେଳପଡିଆ ଠାରୁ ଏକ ବିରାଟ ଶୋଭାଯାତ୍ରା ଆରମ୍ଭ ହୋଇ ବିଭିନ୍ନ ଶିକ୍ଷାନୁଷ୍ଠାନ ର ଛାତ୍ରଛାତ୍ରୀ ମାନଙ୍କ ଗହଣରେ ସହର ପରିକ୍ରମା ହୋଇଥିଲା।

ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ଡଃ ରମେଶ ଚନ୍ଦ୍ର ଚ୍ୟାଉପଟନାୟକ, ବିଶାଖାପାଟଣା ଏମ୍ ଜି କର୍କଟ ରୋଗ ନିରାକରଣ ହସ୍ପିଟାଲର ବରିଷ୍ଠ ଡ଼ାକ୍ତର ଡଃ କାହ୍ନୁଚରଣ ପାତ୍ର, କାଲାମ ବୈଷୟିକ ମହାବିଦ୍ୟାଳୟ ର ସମ୍ପାଦକ ସନ୍ତୋଷ କୁମାର ଯେନା ଆଇ ଏସ୍ ଆର୍ ଡି ନିର୍ଦେଶକ ସୁଧୀର କୁମାର ସାବତ,ମହାନ ସଂଘ ସଭାପତି ସୁଶାନ୍ତ କୁମାର ସାବତ, ବରିଷ୍ଠ ଶିକ୍ଷାବିତ ଅଜିତ କୁମାର ମହାପାତ୍ର ପ୍ରମୁଖ ଯୋଗ ଦେଇ ବକ୍ତବ୍ୟ ମାଧ୍ୟମରେ ସଚେତନତା ଦ୍ଵାରା କର୍କଟ ମୁକ୍ତ ଭାରତ ସମ୍ଭବ ବୋଲି ଉପସ୍ଥିତ ଛାତ୍ରଛାତ୍ରୀ, ଅଭିଭାବକ ଓ ଗଣମାଧ୍ୟମକୁ ସୁଚନା ଦେଇଛନ୍ତି।

କ୍ରାନ୍ତି ଅନୁଷ୍ଠାନ ର ଅଧ୍ୟକ୍ଷ ଡ଼ଃ ଦେବାନନ୍ଦ ଦାସ ଙ୍କ ତତ୍ତ୍ୱାବଧାନରେ ସଚେତନତା ସଭା ଓ ପଦଯାତ୍ରା କାର୍ଯକ୍ରମ ଅନୁଷ୍ଠିତ ଏହି ଉତ୍ସବରେ କର୍କଟ ରୋଗର ସଚେତନତା ନେଇ ଏକ ଚିତ୍ରାଙ୍କନ ପ୍ରତିଯୋଗିତା ଆୟୋଜନ ହୋଇଥିଲା ଓ ଏଥିରେ ବହୁ ପ୍ରତିଯୋଗି ଅଂଶଗ୍ରହଣ କରି ପୁରସ୍କୃତ ହୋଇଥିଲେ। କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ଦେବରାଜ ରାଉତ, ନିର୍ମଳା ଦାସ, ଅରୁଣ ପଟ୍ଟନାୟକ, ଅନୀଲ ସେଠୀ ଓ ସ୍ନୀଗ୍ଧା ମହାରଣା ଙ୍କ ସମେତ ବହୁ ବ୍ୟକ୍ତି ବିଶେଷ ସହଯୋଗ କରିଥିଲେ।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକା ବୋଇତ ବନ୍ଦାଣ ଉତ୍ସବ ମଞ୍ଚରେ କବିତା ପାଠୋତ୍ସବ

November 4, 2025

ବାଣପୁର: ସମାଜସେବୀ ଡ଼ା ରାଧାଚରଣ ପଣ୍ଡାଙ୍କ ୫୧ତମ ଶ୍ରାଦ୍ଧୋତ୍ସବ

November 4, 2025

ବାପୁଜୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ସଫେଇ ଓ ବୃକ୍ଷ ରୋପଣ

November 3, 2025

ବାଲୁଗାଁ କଲେଜରେ ସାଇବର ସଚେତନତା କାର୍ଯ୍ୟକ୍ରମ

November 3, 2025
BJP Ads
Latest News

ରଣପୁର: ବୋଇତ ବନ୍ଦାଣ ଉତ୍ସବ ଉଦ୍ଘାଟନ କଲେ ବାଚସ୍ପତି

November 6, 2025

ଆଜି ନଭେମ୍ବର ୬ ତାରିଖ ଗୁରୁବାରରେ ପାଞ୍ଚୋଟି ରାଶି ଉପରେ କୁବେର ଦେବ ଅଛନ୍ତି ସନ୍ତୁଷ୍ଟ

November 6, 2025

୧୦୦ ବର୍ଷ ପୂର୍ତ୍ତି ଅବସରରେ ଦେଶବ୍ୟାପୀ କାର୍ଯ୍ୟକ୍ରମ କରିବ ହକି ଇଣ୍ଡିଆ

November 5, 2025

କ୍ୟୁ.ଏସ୍ ଏସିଆ ବିଶ୍ୱବିଦ୍ୟାଳୟ ମାନ୍ୟତାରେ ଭାରତୀୟ ବିଶ୍ୱବିଦ୍ୟାଳୟଗୁଡ଼ିକର ସଂଖ୍ୟା ବୃଦ୍ଧି: ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

November 5, 2025

ମଣିପୁରରେ ଚାରି କୁକି ଉଗ୍ରବାଦୀ ନିହତ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

November 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.