Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବ୍ରହ୍ମପୁରରେ କ୍ରାନ୍ତି ଅନୁଷ୍ଠାନ ତରଫରୁ ବିଶ୍ୱ କର୍କଟ ଦିବସ ପାଳନ
ଆଞ୍ଚଳିକ

ବ୍ରହ୍ମପୁରରେ କ୍ରାନ୍ତି ଅନୁଷ୍ଠାନ ତରଫରୁ ବିଶ୍ୱ କର୍କଟ ଦିବସ ପାଳନ

February 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର( କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ସହରର ସ୍ବେଚ୍ଛାସେବୀ ଓ ସାଂସ୍କୃତିକ ଅନୁଷ୍ଠାନ କ୍ରାନ୍ତି ପକ୍ଷରୁ ବିଶ୍ୱ କର୍କଟ ଦିବସ ପାଳନ ହୋଇଛି। ସର୍ବପ୍ରଥମେ ଖଲିକୋଟ ବିଶ୍ୱ ବିଦ୍ୟାଳୟ ଖେଳପଡିଆ ଠାରୁ ଏକ ବିରାଟ ଶୋଭାଯାତ୍ରା ଆରମ୍ଭ ହୋଇ ବିଭିନ୍ନ ଶିକ୍ଷାନୁଷ୍ଠାନ ର ଛାତ୍ରଛାତ୍ରୀ ମାନଙ୍କ ଗହଣରେ ସହର ପରିକ୍ରମା ହୋଇଥିଲା।

ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ଡଃ ରମେଶ ଚନ୍ଦ୍ର ଚ୍ୟାଉପଟନାୟକ, ବିଶାଖାପାଟଣା ଏମ୍ ଜି କର୍କଟ ରୋଗ ନିରାକରଣ ହସ୍ପିଟାଲର ବରିଷ୍ଠ ଡ଼ାକ୍ତର ଡଃ କାହ୍ନୁଚରଣ ପାତ୍ର, କାଲାମ ବୈଷୟିକ ମହାବିଦ୍ୟାଳୟ ର ସମ୍ପାଦକ ସନ୍ତୋଷ କୁମାର ଯେନା ଆଇ ଏସ୍ ଆର୍ ଡି ନିର୍ଦେଶକ ସୁଧୀର କୁମାର ସାବତ,ମହାନ ସଂଘ ସଭାପତି ସୁଶାନ୍ତ କୁମାର ସାବତ, ବରିଷ୍ଠ ଶିକ୍ଷାବିତ ଅଜିତ କୁମାର ମହାପାତ୍ର ପ୍ରମୁଖ ଯୋଗ ଦେଇ ବକ୍ତବ୍ୟ ମାଧ୍ୟମରେ ସଚେତନତା ଦ୍ଵାରା କର୍କଟ ମୁକ୍ତ ଭାରତ ସମ୍ଭବ ବୋଲି ଉପସ୍ଥିତ ଛାତ୍ରଛାତ୍ରୀ, ଅଭିଭାବକ ଓ ଗଣମାଧ୍ୟମକୁ ସୁଚନା ଦେଇଛନ୍ତି।

କ୍ରାନ୍ତି ଅନୁଷ୍ଠାନ ର ଅଧ୍ୟକ୍ଷ ଡ଼ଃ ଦେବାନନ୍ଦ ଦାସ ଙ୍କ ତତ୍ତ୍ୱାବଧାନରେ ସଚେତନତା ସଭା ଓ ପଦଯାତ୍ରା କାର୍ଯକ୍ରମ ଅନୁଷ୍ଠିତ ଏହି ଉତ୍ସବରେ କର୍କଟ ରୋଗର ସଚେତନତା ନେଇ ଏକ ଚିତ୍ରାଙ୍କନ ପ୍ରତିଯୋଗିତା ଆୟୋଜନ ହୋଇଥିଲା ଓ ଏଥିରେ ବହୁ ପ୍ରତିଯୋଗି ଅଂଶଗ୍ରହଣ କରି ପୁରସ୍କୃତ ହୋଇଥିଲେ। କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ଦେବରାଜ ରାଉତ, ନିର୍ମଳା ଦାସ, ଅରୁଣ ପଟ୍ଟନାୟକ, ଅନୀଲ ସେଠୀ ଓ ସ୍ନୀଗ୍ଧା ମହାରଣା ଙ୍କ ସମେତ ବହୁ ବ୍ୟକ୍ତି ବିଶେଷ ସହଯୋଗ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ବିଶେଷ ବକ୍ତୃତା କାର୍ଯ୍ୟକ୍ରମ

October 7, 2026

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026

ଦୁଇ ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କରି ଥଇଥାନ କଲେ ଯୁବ ସମାଜସେବୀ

October 5, 2026

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026
Latest News

ମୁଖ୍ୟମନ୍ତ୍ରୀ ବଡ଼ ନିଷ୍ପତ୍ତି: ବିଏମସି ଅଞ୍ଚଳରେ ପୂଜା ଆୟୋଜନ ପାଇଁ ଗ୍ରାଉଣ୍ଡ ରେଣ୍ଟ ଛାଡ଼

October 7, 2026

ଏସ୍‌ସିବିସିଙ୍କ ପାଇଁ କମିଶନ ଗଠନ

October 7, 2026

ଦିଲ୍ଲୀରେ ହଁ, ଓଡ଼ିଶାରେ ନାଁ: ବନ୍ଦ ସମର୍ଥନକୁ ନେଇ ବଦଳିଲା ବିଜେଡିର ନିଷ୍ପତ୍ତି

October 7, 2026

ଚେକ୍ ବାଉନ୍ସ ମାମଲାରେ ସୁପ୍ରିମକୋର୍ଟରେ ହାଜର ହେଲେ ରାଜପାଲ ଯାଦବ

October 7, 2026

ସେବା ଏବଂ ସମର୍ପଣର ୨୫ ବର୍ଷ ପୂରଣ ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଅମିତ ଶାହଙ୍କ ଅଭିନନ୍ଦନ

October 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.