Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋର୍ଦ୍ଧାରେ ସୂଚନା ଅଧିକାର ନିୟମ ସଂପର୍କରେ ଆୟୋଜିତ ହେଲା ଜିଲ୍ଲାସ୍ତରୀୟ କର୍ମଶାଳା
ଆଞ୍ଚଳିକ

ଖୋର୍ଦ୍ଧାରେ ସୂଚନା ଅଧିକାର ନିୟମ ସଂପର୍କରେ ଆୟୋଜିତ ହେଲା ଜିଲ୍ଲାସ୍ତରୀୟ କର୍ମଶାଳା

February 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧାରେ ସୂଚନା ଅଧିକାର ନିୟମ ସଂପର୍କରେ ଆୟୋଜିତ ହେଲା ଜିଲ୍ଲାସ୍ତରୀୟ କର୍ମଶାଳା

ଖୋର୍ଦ୍ଧା: ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଅଧିକାର ଆଇନ ପ୍ରକଳ୍ପ ପରିଚାଳନା ୟୁନିଟ (RTI PMU) ପକ୍ଷରୁ ଆଜି ପୂର୍ବାହ୍ନ ୧୧ ଘଟିକା ସମୟରେ ଖୋର୍ଦ୍ଧା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆଭାସି ମାଧ୍ୟମରେ ଏକ ଦିବସୀୟ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି।

ଏହି ଶିବିରରେ ସୂଚନା ଅଧିକାର ଆଇନ ଅନିୟମ,୨୦୦୫ ର ଧାରା ୪ (୧) (ଖ ) ଅଧୀନରେ ପ୍ରୋ ଆକ୍ଟିଭ disclosure ବାଧ୍ୟତାମୂଳକ ନିୟମାବଳୀ ବିଷୟରେ ତାଲିମ ପ୍ରଦାନ କରାଯାଇଥିଲା। ଏହି ପ୍ରଶିକ୍ଷଣ ଶିବିରରେ ଜିଲ୍ଲାର ବିଭିନ୍ନ କାର୍ଯ୍ୟାଳୟର ୧୦୦ ରୁ ଉର୍ଦ୍ଧ୍ୱ ଲୋକ ସୂଚନା ଅଧିକାରୀ ଓ ପ୍ରଥମ ଅପିଲ କର୍ତ୍ତୃପକ୍ଷ ଯୋଗ ଦେଇଥିଲେ।

ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜ୍ୟୋସ୍ମାମୟୀ ଆଚାର୍ଯ୍ୟ ଙ୍କ ତତ୍ତ୍ୱାବଧାନରେ ଏହି ଶିବିରଟି ଆୟୋଜିତ ହୋଇଥିବାବେଳେ ଓଡ଼ିଶା ସରକାରଙ୍କ ସୂଚନା ଅଧିକାର ଆଇନ ର ଡୋମେନ ଏକ୍ସପର୍ଟ ଶ୍ରୀହର୍ଷ ପରିଛା ଆଭାଷୀ ମାଧ୍ୟମରେ ଏହି ଶିବିରକୁ ପରିଚାଳନା କରିଥିଲେ। ଦୈନନ୍ଦିନ କାର୍ଯ୍ୟରୁ ବ୍ୟବହାରିକ ଉଦାହରଣ ମାଧ୍ଯମରେ ଶ୍ରୀ ପରିଚ୍ଛା ସୂଚନା ଅଧିକ ଆଇନ ର ଏକ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ।

ଆବେଦନ ଗୁଡିକ ପରିଚାଳନା କରିବା ବେଳେ ସର୍ବଦା ନିୟମ ମଧ୍ୟରେ କାର୍ଯ୍ୟ କରିବାକୁ ଏବଂ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ଅନୁରୋଧ ଗୁଡିକର ଉତ୍ତର ପ୍ରଦାନ କରିବାକୁ ନିଶ୍ଚିତ କରିବାକୁ ଏବଂ ଧାରା ୪(୧) (ଖ)ର ନିୟମ ଗୁଡିକୁ ଏବଂ ଏହାର ପ୍ରଭାବକୁ ସ୍ପଷ୍ଟ କରିବା ନିମନ୍ତେ ଉପସ୍ଥିତ ପ୍ରଶିକ୍ଷକ ଙ୍କୁ ପରାମର୍ଶ ଦେଇଥିଲେ। ପରିଶେଷରେ ପ୍ରଶ୍ନୋତ୍ତର ଅଧିବେଶନରେ ଉପସ୍ଥିତ ଅଂଶଗ୍ରହଣକାରୀମାନଙ୍କ ର ସମସ୍ତ ପ୍ରଶ୍ନର ଉତ୍ତର ଦିଆଯାଇ କର୍ମଶାଳା ପରିସମାପ୍ତି କରାଯାଇଥିଲା ।

ଖୋର୍ଦ୍ଧା ସୂଚନା ଅଧିକାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ସଂସ୍କୃତ ସପ୍ତାହ ସମାରୋହରେ ପାଳିତ

September 1, 2026

ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026

ବଜ୍ରକୋଟ ବିଦ୍ୟାଳୟରେ ସ୍ଥାନାନ୍ତରିତ ଶିକ୍ଷକଙ୍କୁ ସେବା ସମ୍ବର୍ଦ୍ଧନା

August 30, 2026

ବାଣପୁର: ସରସ୍ବତୀ ଶିଶୁମନ୍ଦିରରେ ଜାତୀୟ କ୍ରୀଡା ଦିବସ ପାଳିତ

August 29, 2026
Latest News

ଚିନି ଶସ୍ତା ହୋଇଛି, ତଥାପି କାହିଁକି ଦୋକାନରେ ମୂଲ୍ୟ ଅଧିକ?

September 3, 2026

ତୁର୍କୀରେ ଭୟଙ୍କର ଜାହାଜ ଦୁର୍ଘଟଣା: କାର୍ଗୋ ସିପ୍ ବୁଡ଼ି ୧୦ ନାବିକ ନିଖୋଜ

September 3, 2026

ଇଣ୍ଡିଆନ୍ ଆଥ୍‌ଲେଟିକ୍ସ ସିରିଜ୍: ମିଜୋ ଚାକୋଙ୍କୁ ସ୍ୱର୍ଣ୍ଣ

September 3, 2026

ଆଜି ବସୁଛି ବିସିସିଆଇ ସମୀକ୍ଷା ବୈଠକ: ୨୦୨୭ ବିଶ୍ବକପ୍ ପ୍ରସ୍ତୁତି ନେଇ ହେବ ଆଲୋଚନା

September 3, 2026

ରେଳବାଇର ‘ଫୁଲ ଟୁର୍ ପ୍ୟାକେଜ୍’ କାଶ୍ମୀରରୁ କନ୍ୟାକୁମାରୀ: ଶୀଘ୍ର କରନ୍ତୁ ବୁକ୍

September 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.