Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋଲିଲା ମା’ଭଗବତୀ ମନ୍ଦିରର ଭିତର ହୁଣ୍ଡି, ମା’ଙ୍କ ନୀତିକାନ୍ତି ସେବାରେ ଲାଗିବ ସଂଗୃହୀତ ଅର୍ଥ
ଆଞ୍ଚଳିକ

ଖୋଲିଲା ମା’ଭଗବତୀ ମନ୍ଦିରର ଭିତର ହୁଣ୍ଡି, ମା’ଙ୍କ ନୀତିକାନ୍ତି ସେବାରେ ଲାଗିବ ସଂଗୃହୀତ ଅର୍ଥ

February 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଦୀର୍ଘ ୫ ମାସର ବ୍ୟବଧାନ ପରେ ମା’ ଭଗବତୀଙ୍କ ମନ୍ଦିର ହୁଣ୍ଡି ଖୋଲାଯାଇଛି। ମନ୍ଦିର ପରିଚାଳନା କମିଟିର ସଭାପତି ସ୍ଥାନୀୟ ତହସିଲଦାର ଟି. ପଦ୍ମନାଭ ଦୋରା, ଥାନା ଏସ୍ଆଇ ସଂଜୟ କୁମାର ପାତ୍ର ଓ କାର୍ଯ୍ୟନିର୍ବାହୀ ଅଧିକାରୀ ବାଳମୁକୁନ୍ଦ ଦାସ ମା’ଙ୍କ ପାଖରେ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ପୂଜାର୍ଚ୍ଚନା ପରେ ସମର୍ପୀତ ହୋଇ ମା’ଙ୍କ ଭିତରହୁଣ୍ଡି ଖୋଲିଥିଲେ।

ଏଥିରୁ ସମୁଦାୟ ଟ୧,୯୪,୫୭୫/୦୦ଙ୍କ (ଏକ ଲକ୍ଷ, ଚୌରାନବେ ହଜାର, ପାଞ୍ଚଶହ ପଞ୍ଚସ୍ତରୀ ଟଙ୍କା) ସହ ମଇଳା ଓ ପଥର ଥାଇ ୧୮କ୍ୟାରେଟ୍ ବିଶିଷ୍ଠ ୦ ଗ୍ରାମ, ୬୧୦ମିଲିଗ୍ରାମ ଓଜନର ଏକ ସୁନାର କାନଫୁଲ, ୯ ଗ୍ରାମ ୭୧୦ ଗ୍ରାମ ଓଜନର ଏକ ରୂପାର ଖଡ଼ୁ (ବଳା) ୦ ଗ୍ରାମ ୧୬୦ ମିଲିଗ୍ରାମର ଏକ ରୂପା ଆଖି ସଂଗ୍ରହ କରାଯାଇ ଅର୍ଥକୁ ସ୍ଥାନୀୟ ୟୁକୋ ବ୍ୟାଙ୍କରେ ମା’ଙ୍କ କାର୍ଯ୍ୟାଳୟ ନାମରେ ଥିବା ଜମା ଖାତାରେ ଜମାରଖାଯିବା ସହିତ ସୁନାରୂପା ଗହଣା କାର୍ଯ୍ୟାଳୟ ଟ୍ରେଜେରୀରେ ରଖାଯାଇଛି।

ଏଥିରେ କାର୍ଯ୍ୟାଳୟର କର୍ମଚାରୀ ସୁରେନ୍ଦ୍ର କୁମାର ସାହୁ, ଅକ୍ଷୟ କୁମାର ମିଶ୍ର, ଅଶ୍ୱିନୀ କୁମାର ମିଶ୍ର, କମଳ ମିଶ୍ର, ମନ୍ଦିର ପୂଜକ ପ୍ରକାଶ ଚନ୍ଦ୍ର ପରିଛା ସାଆନ୍ତ, ପାଳିଆ ମାଳି ସେବକ ଗୋପୀନାୟକ’ ପ୍ରମୁଖ ସହଯୋଗ କରିଥିଲ ଏହି ଦାନ ଅର୍ଥ ମା’ଙ୍କ ଦୈନନ୍ଦିନ ନୀତିକାନ୍ତି ସେବାରେ ଲାଗିବ ବୋଲି ମନ୍ଦିର କାର୍ଯ୍ୟାଳୟରୁ ପ୍ରକାଶ।

ମା’ ଭଗବତୀ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ଅଧିନାୟକ ନାହିଁ ତ ଦଳରେ ରହିବାର ନାହିଁ: MI କୁ ଅଲଟିମେଟମ୍ ଦେଲେ କି ସୂର୍ଯ୍ୟକୁମାର

June 28, 2026

ମାଲକାନଗିରି ଜଙ୍ଗଲରୁ ବିପୁଳ ପରିମାଣର ମାଓ ଅସ୍ତ୍ରଶସ୍ତ୍ର ଓ ବିସ୍ପୋରକ ସାମଗ୍ରୀ ଜବତ

June 28, 2026

ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା

June 28, 2026

ଭାରତର ‘ଗ୍ରେଟ ପ୍ଲେସ ଟୁ ୱାର୍କ’ ତାଲିକାରେ ୧୩ତମ ସ୍ଥାନ ହାସଲ କଲା ରିଲାଏନ୍ସ ରିଟେଲ୍

June 28, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ଜାରି: ବାତିଲ୍ ହେଲା ଏହି ସବୁ ଟ୍ରେନ

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.