Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲି ବୋଝେଇ ଟ୍ରକ ଧକ୍କାରେ ଛାତ୍ର ଗୁରୁତର
ଆଞ୍ଚଳିକ

ବାଲି ବୋଝେଇ ଟ୍ରକ ଧକ୍କାରେ ଛାତ୍ର ଗୁରୁତର

February 9, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ଥାନା ଅନ୍ତର୍ଗତ ପିତଳ ମୁଖ୍ୟ ରାସ୍ତାରେ ଏକ ବାଲି ବୋଝେଇ ଟିପର (ଓଡ ୦୯ ସି୦୬୬୩) ଧକ୍କାରେ ଗ୍ରାମ ର ସୁଧାଂଶୁ ପଣ୍ଡା ନାମକ ଜଣେ ୮ମ ଶ୍ରେଣୀ ଛାତ୍ର ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଘଟଣାସ୍ଥଳରେ ପରିସ୍ଥିତି ଉତ୍ତେଜନା ସୃଷ୍ଟି ହୋଇଥିବାବେଳେ ଅଞ୍ଚଳ ବାସିନ୍ଦାଙ୍କ ଠାରୁ ଖବର ପାଇ ଆସିକା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଆୟତ୍ତ କରିଛି।

ପ୍ରକାଶ ଥାଊକି ଉକ୍ତ ଅଞ୍ଚଳର ସନ୍ତୋଷପୁର ବାଲିଘାଟରୁ ବ୍ୟବସାୟୀ ମାନେ ଦିବାରାତ୍ରି ଗାଡ଼ି ଚଳାଚଳ କରୁଛନ୍ତି। ଯାହା ଫଳରେ ପିତଳ ବଜାର ମୁଖ୍ୟ ରାସ୍ତାରେ ଡାକ୍ତରଖାନା, ଅଙ୍ଗନବାଡ଼ି କେନ୍ଦ୍ର, ବିଦ୍ୟାଳୟ ସମେତ ଅନ୍ୟାନ୍ୟ କିଛି ଅନୁଷ୍ଠାନ ରହିଛି ଓ ସାଧାରଣ ଲୋକ ଏହି ଭଳି ସମସ୍ୟା ର ସମ୍ମୁଖୀନ ହେଉଛନ୍ତି। ଏହି ଭଳି ପରିସ୍ଥିତି ରେ ଅଞ୍ଚଳର ବୁଦ୍ଧିଜୀବୀ ପୋଲିସ, ତହସିଲଦାର, ଜଙ୍ଗଲ ବିଭାଗ ଓ ଖଣି ବିଭାଗ ଅଧିକାରୀଙ୍କ ନିକଟରେ ଅଭିଯୋଗ ଦାଖଲ କରିଛନ୍ତି।

accident Ganjam hinjili
Share. Facebook Twitter LinkedIn Email WhatsApp Copy Link

Related Posts

ଆରଏସଏସ ତରଫରୁ ବାଣପୁରରେ ରକ୍ଷା ବନ୍ଧନ ଉତ୍ସବ ପାଳିତ

August 27, 2026

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026
Latest News

ସୁନା ଦର କମିଲା, ରୂପା ମଧ୍ୟ ଶସ୍ତା: ଜାଣନ୍ତୁ ଆଜିର ମୂଲ୍ୟ

August 28, 2026

ଦଶମ ପଢିଛନ୍ତି କି?: ଲିଖିତ ପରୀକ୍ଷା ବିନା ଡାକ ବିଭାଗରେ ହେବ ୨୫,୦୦୦ ରୁ ଅଧିକ ନିଯୁକ୍ତି

August 28, 2026

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୩୮୯ କୁ ବୃଦ୍ଧି, ଏବେ ବି ନିଖୋଜ ୧୪୦୦

August 28, 2026

୧୨ ବର୍ଷ ପୂରଣ କଲା ପ୍ରଧାନମନ୍ତ୍ରୀ ଜନଧନ ଯୋଜନା: ଜମା ରାଶି ୩.୧୭ ଲକ୍ଷ କୋଟି

August 28, 2026

‘ଫୁଟ ଓଭର ବ୍ରିଜ’ ପ୍ରକଳ୍ପରେ ଦୁର୍ନୀତି ଅଭିଯୋଗ: ଭୁବନେଶ୍ଵର ସାଂସଦଙ୍କୁ ଟାର୍ଗେଟ କଲା କଂଗ୍ରେସ

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.