Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟାଙ୍ଗୀ: ଦ୍ବିତୀୟ ବାର୍ଷିକ ନିଳାମ୍ବୁ ମହୋତ୍ସବ ଉଦଯାପିତ
ଆଞ୍ଚଳିକ

ଟାଙ୍ଗୀ: ଦ୍ବିତୀୟ ବାର୍ଷିକ ନିଳାମ୍ବୁ ମହୋତ୍ସବ ଉଦଯାପିତ

February 9, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ଟାଙ୍ଗୀ ବ୍ଲକ ସାମ୍ବାଦିକ ସଂଘ ଆନୂକୁଲ୍ୟରେ ସ୍ଥାନିୟ ଚିଲିକା ଷ୍ଟାଡିୟମ ରେ ସାତ ଦିନ ଧରି ଚାଲିଥିବା ଦ୍ବିତୀୟ ବାର୍ଷିକ ନିଳାମ୍ବୁ ମହୋତ୍ସବ ଏକ ରଙ୍ଗାରଙ୍ଗ ପରିବେଶରେ ଉଦଯାପିତ ହୋଇଯାଇଛି।

ଆଜିି କେନ୍ଦ୍ର ସରକାରଙ୍କ ସହାୟତାରେ ପଶ୍ଚିମବଙ୍ଗ ପୁରୁଲିଆର ଗଣେଶ ଝୋ ଡ୍ୟାନ୍ସ ଗୃପ, ବରଗଡ ର ଦୁଲଫୁଲ କଳାପରିଷଦ ବୁଢିବାହକ,ନର୍ତକି ଡ୍ୟାନ୍ସ ଏକାଡେମୀ ଭୂବନେଶ୍ବର ରିଦିମ ଡ୍ୟାନ୍ସ ଏକାଡେମୀ ଟାଙ୍ଗୀ ଓ ଅଗ୍ରଣୀ ଶିକ୍ଷାନୁଷ୍ଠାନ ମାଉଣ୍ଟ ଲିଟେରା ଜି ସ୍କୁଲ ସେମାନଙ୍କର ଉଚ୍ଚକୋଟିର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଶଣ କରି ଭରପୁର ଦର୍ଶକଙ୍କୁ ଆକର୍ଷିତ କରିଥିଲେ।

ଟାଙ୍ଗୀ ବ୍ଲକ ସାମ୍ବାଦିକ ସଂଘ ସଭାପତି ପଦ୍ମନାଭ ବିଶ୍ବାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଖୋର୍ଦ୍ଧା ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ତଥା ବେଗୁନିଆଁ ବିଧାୟକ ରାଜେନ୍ଦ୍ର କୁମାର ସାହୁ,ଖୋର୍ଧା ଜିଲ୍ଲାପରିଷଦ ପୂର୍ବତନ ଅଧ୍ୟକ୍ଷ ରାମଚନ୍ଦ୍ର ମହାପାତ୍ର, ଟାଂଗୀ ପଞ୍ଚାୟତସମିତି ଅଧ୍ୟକ୍ଷା ରିସ୍ନା ମାନଧାତା,ସଂସଦ ସଂପାଦକ ମନୋଜ କୁମାର ପଟନାୟକ ,ପ୍ରବକ୍ତା ସରୋଜ କୁମାର ପାଇକରାୟ, ଅତିଥି ଭାବେ ଯୋଗଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ସଂଘର ସନ୍ଦିପନି ମିଶ୍ର, ଉପସଭାପତି ମନୋଜ ନାଇଡୁ, ରାମଚନ୍ଦ୍ର ପରିଡା, ଉପଦେଷ୍ଟା ବରିଷ୍ଠ ସାମ୍ବାଦିକ ପ୍ରଦୋଷ କୁମାର ଦାସ, ଦୂର୍ଗାପ୍ରସାଦ ଦାଶ, ରାକେଶ ମହାନ୍ତି, ରାକେଶ ଜଗଦ୍ଦେବ, ପ୍ରଶାନ୍ତ ବେହେରା, କମଳଲୋଚନ ପାଇକରାୟ, ରଜନିକାନ୍ତ ମିଶ୍ର, ଅନନ୍ତ ପ୍ରଧାନ, ପ୍ରଦିପ୍ କୁମାର ସାହୁ, ଅଭିଜିତ ଦାସ, ଶଙ୍କର୍ଷଣ ବେହେରା, ବାଲୁଙ୍କେଶ୍ୱର ବେହେରା, ଶ୍ୟାମସୁନ୍ଦର ପଟନାୟକ, ଯଦୁମଣି ବେହେରା, ସମାଜସେବୀ ଗିରିଶ ବେହେରା, ସୂର୍ଯ୍ୟକାନ୍ତ ସାହୁ ପ୍ରମୂଖ କାର୍ଯ୍ୟକ୍ରମ ପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ।

ଉଦଘୋସକ ଭାବେ କାର୍ଯ୍ୟକ୍ରମ ସଂପାଦନ କରିଥିଲେ ସତ୍ୟନାରାୟଣ ମହାପାତ୍ର। ହାସ୍ୟ ଅଭିନେତା ଜ୍ଞାନ ବାରିକଙ୍କ ହାସ୍ୟ କଥାରେ କରତାଳିରେ ଚିଲିକା ଷ୍ଟାଡିୟମରେ ପ୍ରକମ୍ପିତ ହୋଇଥିଲା।

ଟାଙ୍ଗୀ ନିଳାମ୍ବୁ ମହୋତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026
Latest News

‘ଛାତ୍ରଙ୍କ ଭବିଷ୍ୟତ ପାଇଁ ଲଢ଼େଇ’ : କୋଟାରୁ ମୋଦି ସରକାର ବିରୋଧରେ ରାହୁଲଙ୍କ ଶିକ୍ଷା ଆନ୍ଦୋଳନ

June 17, 2026

ପିଲାମାନଙ୍କ ସ୍ୱାସ୍ଥ୍ୟ ସହ ଖେଳିବା ପଡ଼ିଲା ମହଙ୍ଗା; ଫି ଫେରସ୍ତ ସହ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଲେ କୋର୍ଟ

June 17, 2026

ଶାନ୍ତି ଚୁକ୍ତି ନା କୂଟନୈତିକ ସଙ୍କଟ ? ଟ୍ରମ୍ପଙ୍କ ଦୋହରା ଆଭିମୁଖ୍ୟକୁ ନେଇ ବିଶ୍ୱ ରାଜନୀତିରେ ନୂଆ ଝଡ଼

June 17, 2026

ବଢିଲା ଖରା ଛୁଟି

June 17, 2026

ଶ୍ରୀମନ୍ଦିରରେ ଭେଜାଲ ଘିଅ କାରବାର? ଜବତ ଘଟଣା ପରେ ଉଠିଲା ବଡ଼ ପ୍ରଶ୍ନ

June 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.