Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜଙ୍ଗଲ ନିଆଁ ନିରାକରଣ ପାଇଁ ସଚେତନତା ସଭା
ଆଞ୍ଚଳିକ

ଜଙ୍ଗଲ ନିଆଁ ନିରାକରଣ ପାଇଁ ସଚେତନତା ସଭା

February 9, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢାଖୋଲ: ରେଢାଖୋଲ ବନଖଣ୍ଡ ଗିରିଶ୍ଚନ୍ଦ୍ରପୁର ରେଞ୍ଜଠାରେ ଜଙ୍ଗଲରେ ନିଆଁ ଓ ତାର ନିରାକରଣ ସଂପର୍କରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା। ଗିରିଶ୍ଚନ୍ଦ୍ରପୁର ରେଞ୍ଜ ଅଧିକାରୀ ସୁରେନ୍ଦ୍ର କୁମାର ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ଏସିଏଫ୍ ଅଶ୍ବିନୀ ବେହେରା ମୁଖ୍ୟଅତିଥି, ମୁଖ୍ୟ ବକ୍ତା ଭାବରେ ସଦାନନ୍ଦ ଭୋଇ, ସମ୍ମାନୀତ ଅତିଥି ଭାବରେ ଗିରିଶ୍ଚନ୍ଦ୍ରପୁର ସରପଞ୍ଚ ଶୁଭେନ୍ଦ୍ର ପ୍ରଧାନ, ପାଣିମୋରା ସରପଞ୍ଚ ଜଗବନ୍ଧୁ ସାହୁ, ସମାଜସେବୀ ରଘୁନାଥ ପ୍ରଧାନ, ପୁର୍ବତନ ଜିଲ୍ଲା ପରିଷଦ ସଭ୍ୟ ବିପିନ୍ ବିହାରୀ ପ୍ରଧାନ, କିସିଣ୍ଡା ରେଞ୍ଜ ଅଧିକାରୀ ଦେବକୀ ପ୍ରଧାନ, କିସିଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା ସୁଶ୍ରିତା ଭୋଇ, କିସିଣ୍ଡା ସମିତି ସଭ୍ୟା ଯାଜ୍ଞସେନୀ କୁଅଁର ପ୍ରମୁଖ ଯୋଗଦେଇ ଜଙ୍ଗଲ ନିଆଁ ନିରାକରଣ ପାଇଁ ଲୋକମାନଙ୍କ ମଧ୍ୟରେ ସଚେତନତା ଆବଶ୍ୟକ ଏବଂ ଜଙ୍ଗଲରେ ଯେଉଁ ବ୍ୟକ୍ତି ନିଆଁ ଲଗାଇଵ ସେ ବ୍ୟକ୍ତି ବିରିଦ୍ଧରେ ଦ୍ରୁଢ କାର୍ଯ୍ୟନୁଷ୍ଠାନ ନେବାର ଆବଶ୍ୟକତା ଅଛି ବୋଲି ଅତିଥିମାନେ ମତ ବ୍ୟକ୍ତ କରିଥିଲେ।

ସାମ୍ବାଦିକ କନ୍ଦର୍ପ ବେହେରା ଆଲୋଚନାରେ ଭାଗ ନେଇ ଜଙ୍ଗଲର ଉପକାରିତା ସଂପର୍କରେ ମତବ୍ୟକ୍ତ କରିଥିଲେ। ଏହି ସଭାରେ ଗିରିଶ୍ଚନ୍ଦ୍ରପୁର ରେଞର ବନ ସୁରକ୍ଷା ସମିତିର ସଭାପତି, ସଭ୍ୟ, ଛାତ୍ରଛାତ୍ରୀ, ମହିଳା ସ୍ବୟଂସହାୟିକା ଗୋଷ୍ଠୀ ଯୋଗଦେଇଥିଲେ। ବନ ବିଭାଗର କର୍ମଚାରୀ ମାନେ ସହଯୋଗ କରିଥିଲେ।

rairakhola ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ବିଶେଷ ବକ୍ତୃତା କାର୍ଯ୍ୟକ୍ରମ

October 7, 2026

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026

ଦୁଇ ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କରି ଥଇଥାନ କଲେ ଯୁବ ସମାଜସେବୀ

October 5, 2026

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026
Latest News

ଭିଜିଲାନ୍ସ ଜାଲରେ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ! ଏକକାଳୀନ ୮ଟି ସ୍ଥାନରେ ଚଢ଼ାଉ

October 9, 2026

କ୍ୟାମ୍ପସରେ ଭୋଟ୍ ମାହୋଲ୍ : ଆଜି ନାମାଙ୍କନ

October 9, 2026

ଜଳବାୟୁରେ ମହାବିପର୍ଯ୍ୟୟ: ତାପମାତ୍ରା ରେକର୍ଡ ଭାଙ୍ଗିଲା ଅଲ୍ ନିନୋ

October 9, 2026

ମୋତେ ନୋବେଲ୍ ନଦେଲେ କମିଟି ବଦନାମ ହେବ: ଡୋନାଲ୍ଡ ଟ୍ରମ୍ପ୍

October 9, 2026

୧୫ ରେ ଏସିଆଡ୍ ବିଜେତାଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ

October 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.