Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ସତସଙ୍ଗ ବାର୍ଷିକ ଉତ୍ସବ ପାଳିତ
ଆଞ୍ଚଳିକ

ବାଣପୁର: ସତସଙ୍ଗ ବାର୍ଷିକ ଉତ୍ସବ ପାଳିତ

February 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ବାଣପୁର ବ୍ଲକ ନିକଟସ୍ଥ ଗମ୍ଭାରୀମୁଣ୍ଡା ସତସଙ୍ଗ କେନ୍ଦ୍ର ଆନୁକୁଲ୍ୟରେ ପରମ ପ୍ରେମମୟ ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କର ୧୩୬ତମ ଶୁଭ ଆବିର୍ଭାବ ଦିବସ ଓ ଗମ୍ଭାରୀମୁଣ୍ଡା ସତସଙ୍ଗ କେନ୍ଦ୍ରର ୨୭ତମ ବାର୍ଷିକ ଉତ୍ସବ ସହିତ ପରମ ପୂଜ୍ୟପାଦ ଶ୍ରୀ ଶ୍ରୀ ଆଚାର୍ଯ୍ୟ ଦେବଙ୍କର ୬ଷ୍ଠ ବାର୍ଷିକ ପଦାର୍ପଣ ଦିବସ ମହାସମାରୋହରେ ପାଳନ କରାଯାଇଛି। ସହ-ପ୍ରତି-ଋତ୍ବିକ ସୁରେନ୍ଦ୍ର ନାଥ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସତସଙ୍ଗରେ ସହ ପ୍ରତି ଋତ୍ବିକ ଇଂ କୁମୁଦ ଚନ୍ଦ୍ର ପ୍ରଧାନ ମୁଖ୍ୟବକ୍ତା ଭାବେ ଯୋଗଦେଇଥିବା ବେଳେ ପ୍ରଫେସର ତ୍ରିନାଥ ମହାରଣା, ଶ୍ରୀଶ୍ରୀ ଠାକୁରଙ୍କ ଜୀବନ ଆଦର୍ଶ ଉପରେ ଆଲୋକପାତ କରିଥିଲେ।

ଅଧୂର୍ଯୁ ମାନସ ରଞ୍ଜନ ଶତପଥୀ ପ୍ରାରମ୍ଭିକ ସୂଚନା ଦେଇଥିବା ବେଳେ ଯାଜକ ମହେଶ୍ୱର ଜେନା, ଡଃ.ସୁକାନ୍ତ ବେହେରା ସଙ୍ଗୀତାଞ୍ଜାଳୀ ପରିଚାଳନା କରିଥିଲେ। ଖୋର୍ଦ୍ଧା ଜିଲ୍ଲା ସମେତ ଅନ୍ୟାନ୍ୟ ଜିଲ୍ଲା ର ଗୁରୁଭାଇ ଓ ମାଆ ମାନେ ଯୋଗ ଦେଇଥିଲେ। ପରିଶେଷରେ ସମସ୍ତ ଭକ୍ତ ଜନ ପାଇଁ ପ୍ରସାଦ ସେବନ ର ବ୍ୟବସ୍ଥା କରାଯାଇଥିଲା।

ଗମ୍ଭାରୀମୁଣ୍ଡା ବାଣପୁର ବାର୍ଷିକ ଉତ୍ସବ ସତସଙ୍ଗ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.