Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବେଗୁନିଆ ବ୍ଲକରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ
ଆଞ୍ଚଳିକ

ବେଗୁନିଆ ବ୍ଲକରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ

February 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ବେଗୁନିଆ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୧୨୦ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୧୧୨ ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୦୫ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୦୨ ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା ଜଣଙ୍କୁ ୨୦୦୦୦/-ଟଙ୍କା ‌ରେଡକ୍ରସ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିଲା।

ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ ଚଞ୍ଚଳ ରାଣା ଅଧ୍ୟକ୍ଷତା କରିଥିବାବେଳେ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କାଟାରିଆ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ବାଦଲ କୁମାର ମହାନ୍ତି, ଉପ-ଜିଲ୍ଲାପାଳ ଖୋର୍ଦ୍ଧା ଦୀପ୍ତି ରଞ୍ଜନ ସେଠୀ, ଭାରପ୍ରାପ୍ତ ସି ଡ଼ି ଏମ୍ ଓ  ଡଃ ରଘୁନାଥ ନାୟକ, ବିଡିଓ ଓ ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ‌ ତରାଇ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଆର୍ଥିକ ସହାୟତା ବେଗୁନିଆ ବ୍ଲକ ମିଳିତ ଜନ ଶୁଣାଣି ରେଡକ୍ରସ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026
Latest News

୧୫ ବର୍ଷ ପରେ ଟେବୁଲ ଟପର ହେଲା RCB: ଜାଣନ୍ତୁ ଇତିହାସରେ କେତେଥର ହେଲା ନମ୍ବର ୧

May 23, 2026

‘ଅନଲାଇନ୍ ପ୍ଲାଟଫର୍ମ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଚାଲିଛି’: କୋକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କ ଦାବି

May 23, 2026

ପ୍ରଚୁର ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ରହିବା ସତ୍ତ୍ୱେ କାହିଁକି ବଢୁଛି ମୂଲ୍ୟ: ଜାଣନ୍ତୁ କାରଣ

May 23, 2026

ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା କରୁଥିଲେ ଇରାନୀ ଆତଙ୍କବାଦୀ ଅଲ-ସାଦି !

May 23, 2026

ଜାତୀୟ ରାଜପଥ ଦୁର୍ଘଟଣାରେ ବାପା ମୃତ ଝିଅ ଗୁରୁତର

May 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.