Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାଚୁଣୀ ଆୟତପୁର ଛକରେ ସଡକ ଦୁର୍ଘଟଣା, ମହିଳା ମୃତ
ଆଞ୍ଚଳିକ

ନାଚୁଣୀ ଆୟତପୁର ଛକରେ ସଡକ ଦୁର୍ଘଟଣା, ମହିଳା ମୃତ

February 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ନାଚୁଣୀ ଆୟତପୁର ଛକରେ ସଡକ ଦୁର୍ଘଟଣା, ମହିଳା ମୃତ

ନାଚୁଣୀ ( ସୀତାରାମ ଅଗ୍ରୱାଲ): ସଡ଼କ ଦୁର୍ଘଟଣାରେ ମହିଳା ମୃତ। ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ଆୟତ୍ତପୁର ଗ୍ରାମରେ। ଉକ୍ତ ଗ୍ରାମ ଛକ ପେଟ୍ରୋଲ ପମ୍ପ ସମ୍ମୁଖରେ ଏକ ବାଇକକୁ ପଛପଟୁ ଧକ୍କା ଦେଲା ଟ୍ରାକ୍ଟର। ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ। ମୃତ ମହିଳା ଜଣକ ବେଲେଡିହ ଗ୍ରାମର ଦମୟନ୍ତୀ ପ୍ରଧାନ(38) ବୋଲି ଜଣାପଡିଛି।

ସ୍ଥାନୀୟ ଅଞ୍ଚଳବାସୀଙ୍କ ସୂଚନା ମୁତାବକ ଆଜି ଅପରାହ୍ନରେ ଦମୟନ୍ତୀ ନିଜ ସମ୍ପର୍କୀୟ ପୁତୁରାଙ୍କ ସହ ଏକ ବାଇକ ଯୋଗେ ବାପଘର ବେଲେଡିହ ରୁ ଶ୍ୱଶୁର ଘର କୁମାଣ୍ଡଳ ଗ୍ରାମ ଯାଉଥିଲେ। ସେହି ସମୟରେ ଆୟତ୍ତପୁର ଗ୍ରାମ ଛକ ପେଟ୍ରୋଲ ପମ୍ପ ନିକଟରେ କରଡ଼ାପଲ୍ଲୀ ଗ୍ରାମର ଏକ ଟ୍ରାକ୍ଟର ଦମୟନ୍ତୀଙ୍କ ବାଇକକୁ ପଛପଟୁ ଶକ୍ତ ଧକ୍କା ଦେଇଥିଲା।

ଫଳରେ ଦମୟନ୍ତୀଙ୍କ ମୃତ୍ୟୁ ଘଟିଛି। ତେବେ ଦୁର୍ଘଟଣା ଘଟାଇଥିବା ଟ୍ରାକ୍ଟର ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ବର୍ତ୍ତମାନ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିବା ବେଲେ ଗ୍ରାମବାସୀମାନେ ରାସ୍ତାରେ ବସି ରହିସନ୍ତି। ଅନ୍ୟପକ୍ଷରେ ନାଚୁଣୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଦେଇଛି।

ନାଚୁଣୀ
Share. Facebook Twitter LinkedIn Email WhatsApp Copy Link

Related Posts

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026

ଦୁଇ ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କରି ଥଇଥାନ କଲେ ଯୁବ ସମାଜସେବୀ

October 5, 2026

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ଜିଲ୍ଲାପାଳ, ଏସ୍‌ପି ଓ ଡିଏଫ୍‌ଓଙ୍କ ବାସଭବନ ସମ୍ମୁଖରୁ ଷ୍ଟିଲ୍‌ ଗେଟ୍‌ ନେଇଗଲେ ଦୁର୍ବୃତ୍ତ

October 2, 2026
Latest News

ଚିଲିକା ମଝିରେ ଡଙ୍ଗାରେ ଯାନ୍ତ୍ରିକ ତ୍ରୁଟି, ୫୦ରୁ ଅଧିକ ଯାତ୍ରୀ ଫସିଥିବା ସୂଚନା

October 7, 2026

ୟୁରିକ୍ ଏସିଡ୍ ବୃଦ୍ଧିକୁ ନେଇ ଚିନ୍ତିତ କି? ଜାଣନ୍ତୁ କେଉଁ ଖାଦ୍ୟ ଖାଇବେ ଓ କାହାଠାରୁ ଦୂରେଇ ରହିବେ

October 7, 2026

FD ଉପରେ ବ୍ୟାଙ୍କର ମନମାନି ଚଳିବନି! ସୁଧ ହାର ହ୍ରାସକୁ ନେଇ ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ରାୟ

October 7, 2026

ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା: ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

October 7, 2026

୪୮୦ କିଲୋୱାଟ୍ ପିକ୍ ରୁ ଅଧିକ ସୌର ଶକ୍ତି କ୍ଷମତାର ବ୍ୟବହାରକୁ ସୁଦୃଢ଼ କରୁଛି ପୂର୍ବ ତଟ ରେଳପଥ 

October 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.