Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବାଣପୁର ହବ୍ ରେ +୨ ବିଜ୍ଞାନ ପରୀକ୍ଷା ଆରମ୍ଭ
ଆଞ୍ଚଳିକ

ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବାଣପୁର ହବ୍ ରେ +୨ ବିଜ୍ଞାନ ପରୀକ୍ଷା ଆରମ୍ଭ

February 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: +୨ ବିଜ୍ଞାନ ବିଭାଗର ପ୍ରଥମ ଦିନର ଓଡ଼ିଆ ଭାଷା ପରୀକ୍ଷା ଶାନ୍ତି ଶୃଙ୍ଖଳାରେ ଅଧ୍ୟକ୍ଷ ତଥା ହବ୍ ପରିଚାଳକ ବିନାୟକ ହୋତାଙ୍କ ତତ୍ତ୍ଵାବଧାନରେ ପରିଚାଳିତ ହୋଇଯାଇଛି। ଏହି ହବ୍ ଅଧୀନରେ ଥିବା ୬ ଗୋଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମଧ୍ୟରୁ ବିଜ୍ଞାନ ବିଭାଗ ଥିବା ତିନୋଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ପ୍ରଶ୍ନପତ୍ର ସକାଳ ୭ ଘଟିକା ୩୦ ମିନିଟ୍ ରେ ପଠାଯାଇଥିଲା।

ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୩୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।ସୂଚନାଯୋଗ୍ୟ ଯେ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ପାଇଁ ଚନ୍ଦନ ଲଗାଇ ସ୍ବାଗତ କରାଯାଇଥିଲା।

ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଆ ପକ୍ଷ ଉପଲକ୍ଷେ ଗୋଦାବାରୀଶ ମହାବିଦ୍ୟାଳୟରେ ରକ୍ତଦାନ ଶିବିର

April 11, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟରେ ରକ୍ତଦାନ ଅଭିଯାନ

April 9, 2026

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ହାଜତ ମୃତ୍ୟୁ : ୬ ଅବସରପ୍ରାପ୍ତ ପୋଲିସ୍ ଗିରଫ

April 7, 2026
Latest News

ବିଭିନ୍ନ ମନ୍ଦିର ପରିଚାଳନା ଏବଂ ‘ଦେବୋତ୍ତର ଆଇନ’ର ସମୀକ୍ଷା କଲେ ଆଇନ ମନ୍ତ୍ରୀ

April 12, 2026

ଆଜି ଏପ୍ରିଲ ୧୨ ତାରିଖ ରବିବାରରେ ସାତୋଟି ରାଶି ପାଇଁ ରହିଛି ଧନ ବର୍ଷା

April 12, 2026

ଲୋକପ୍ରିୟ ଗାୟିକା ଆଶା ଭୋସ୍‌ଲେ ଅସୁସ୍ଥ

April 11, 2026

ବାହାର ରତ୍ନଭଣ୍ଡାର ଗଣତି ମଣତି ଶେଷ

April 11, 2026

ସବୁ କଲେଜରେ ଗଠନ ହେବ ଆଇସିସି କମିଟି

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.