Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ଗସ୍ତରେ ସାଂସଦ ମାନସ ମଙ୍ଗରାଜ: ଏକାଧିକ ଉନ୍ନୟନ ପ୍ରକଳ୍ପର କଲେ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ
ଆଞ୍ଚଳିକ

ଚିଲିକା ଗସ୍ତରେ ସାଂସଦ ମାନସ ମଙ୍ଗରାଜ: ଏକାଧିକ ଉନ୍ନୟନ ପ୍ରକଳ୍ପର କଲେ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ

February 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ଆଜି ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜ ଚିଲିକା ନିର୍ବାଚନମଣ୍ଡଳୀ ଗସ୍ତରେ ଆସି ଏକାଧିକ ଉନ୍ନୟନ ପ୍ରକଳ୍ପ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ବାଲୁଗାଁ ଏନଏସି ଅନ୍ତର୍ଗତ ଐତିହାସିକ ମାମୁଁ ଭଣଜା ପାହାଡ ନିକଟ ହିଲ ସାଇଡ ପାର୍କ, ସ୍ବଚ୍ଛ ଭାରତ ଯୋଜନା ଅନ୍ତର୍ଗତ ଚିଲିକା କୂଳ ନିକଟରେ ଶୌଚାଳୟ, ମୁକ୍ତା ଯୋଜନାରେ ଚିଲିକା କୂଳ ୱାକିଙ୍ଗ ଟ୍ରାକ, କୁଲାକୁଣ୍ଡେଇ ନୂଆଗାଁ ମିଶନ ଶକ୍ତି ଭବନ ଆଦିକୁ ଉଦଘାଟନ କରିଥିଲେ ସାଂସଦ।

ଏହି କାର୍ଯ୍ୟକ୍ରମରେ ବାଲୁଗାଁ ଏନଏସିର ଅଧ୍ୟକ୍ଷା ସୁକାନ୍ତି ପାଇକରାୟ, ଉପାଧ୍ୟକ୍ଷ ଭଗବାନ ପ୍ରଧାନ, ଅଧ୍ୟକ୍ଷା ପ୍ରତିନିଧି ସନ୍ତୋଷ ପାଇକରାୟ ଆଦି ଯୋଗଦେଇଥିଲେ। ସୂଚନା ଥାଉକି ବାଲୁଗାଁ ଏନଏସି ଗଠନ ହେବା ଦିନଠାରୁ ଏଠାରେ ଆମୋଦପ୍ରମୋଦ ପାଇଁ ଏକ ପାର୍କ ନିର୍ମାଣ ହୋଇପାରୁନଥିଲା। ଅଧ୍ୟକ୍ଷା ସୁକାନ୍ତି ପାଇକରାୟଙ୍କ ପ୍ରଚେଷ୍ଟାରେ ଏହା ସମ୍ଭବ ହୋଇପାରିଛି ବୋଲି ଜନସାଧାରଣ ଆଲୋଚନା କରୁଛନ୍ତି।

ବାଲୁଗାଁ ଏନଏସି କାର୍ଯ୍ୟକ୍ରମ ପରେ ସାଂସଦ ଶ୍ରୀ ମଙ୍ଗରାଜ ବାଣପୁର ଏନଏସି ଓ ବ୍ଲକ ଗସ୍ତକରି ଏକାଧିକ ପ୍ରକଳ୍ପ ଉଦଘାଟନ କରିଛନ୍ତି। ଏନଏସି ରେ ପଲଟନ ପଡିଆ ନିକଟସ୍ଥ ଭେଣ୍ଡିଙ୍ଗ ଜୋନ, ଇଦଗା ମୈଦାନ, ୱାର୍କିଙ୍ଗ ଟ୍ରାକ, ବଡ ହନ୍ତୁଆଡ଼ ଇଦ ପଡିଆ ଏବଂ ବ୍ଲକ ସ୍ଥିତ ମିଶନ ଶକ୍ତି ଗୃହକୁ ଉଦଘାଟନ କରିଥିବା ବେଳେ ସାଇ କମ୍ୟୁନିଟି ସେଣ୍ଟର, ଅତ୍ୟାଧୁନିକ ଶବ ଦାହ ଗୃହ ଏବଂ ସ୍ମାର୍ଟ ପାର୍କ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

balugaon banpur chilika
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ବାଣପୁର: ଅଗ୍ନିକାଣ୍ଡ କ୍ଷତିଗସ୍ତ ପରିବାରଙ୍କୁ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

May 29, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ଇଣ୍ଡି ମେଣ୍ଟରେ ଅସନ୍ତୋଷର ଝଡ଼: ଜୁନ୍ ୮ ବୈଠକରୁ ଦୂରେଇ ରହିବେ ସିପିଆଇ(ଏମ୍) ଓ ଜେଏମ୍‌ଏମ୍‌, କଂଗ୍ରେସ ନେତୃତ୍ୱ ଉପରେ ପ୍ରଶ୍ନ

June 7, 2026

ମହିଳାଙ୍କ ଶରୀରରୁ ସଫଳତାର ସହ ବଡ଼ ଟ୍ୟୁମରକୁ ବାହାର କଲେ ଏମ୍ସ ଡାକ୍ତର

June 7, 2026

ଚ଼ିଲିକା ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ପୂର୍ବତନ ସରପଞ୍ଚଙ୍କ ସମେତ ଶତାଧିକ ବିଜେଡି କର୍ମକର୍ତ୍ତା

June 7, 2026

ବିସ୍ତୃତ ରାଶିଫଳ: ଜୁନ ୭ ତାରିଖ ରବିବାରରେ ୭ଟି ରାଶି ଉପରେ ମା’ ଲକ୍ଷ୍ମୀଙ୍କ ରହିଛି ଆର୍ଶିବାଦ

June 7, 2026

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.