Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର
ଆଞ୍ଚଳିକ

ବାଣପୁରରେ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର

February 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ବାଣପୁର ଅଞ୍ଚଳରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର ହୋଇଛି। ବାଣପୁର ଗୋଷ୍ଠୀ ସ୍ଵାସ୍ତ୍ୟକେନ୍ଦ୍ରରେ ମୃତଦେହ ରଖାଯାଇଥିବା ବେଳେ ମୃତ ବ୍ୟକ୍ତିର ପରିଚୟ ମିଳିପାରିନାହିଁ।

ସୂଚନା ମୁତାବକ ନନ୍ଦପୁର ପଞ୍ଚାୟତ ଭେଷରୀ ଗ୍ରାମରେ ଜଣେ ବ୍ୟକ୍ତି ଉଲଗ୍ନ ହୋଇ ବୁଲିବା ଏବଂ ମରିଯିବି ବୋଲି ଚିତ୍କାର କରୁଥିବା ପୋଲିସ ଖବର ପାଇ ୧୦୮ଆମ୍ବୁଲାନ୍ସ ସାହାଯ୍ୟରେ ବାଣପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ପୋଲିସ କହିଛି।

ତେବେ ବ୍ୟକ୍ତି ଜଣକ ଓଡ଼ିଆ ଭାଷାରେ କଥା କହୁଥିବା ଏବଂ ନିଜ ଘର ବାଲେଶ୍ୱର ବୋଲି କହିଥିବା ଆଇଆଇସି ରମେଶ ଦେବତା କହିଛନ୍ତି। ମୃତ ବ୍ୟକ୍ତିର ପରିଚୟ ମିଳିପାରିନଥିବାରୁ ଡାକ୍ତରଖାନାରେ ତିନିରୁ ଚାରିଦିନ ପର୍ଯ୍ୟନ୍ତ ମୃତଦେହକୁ ଗଚ୍ଛିତ ରଖାଯିବ ବୋଲି ବାଣପୁର ପୋଲିସ କହିଛି।

ଅଜଣା ବ୍ୟକ୍ତି ବାଣପୁର ମୃତ ଦେହ ଉଦ୍ଧାର
Share. Facebook Twitter LinkedIn Email WhatsApp Copy Link

Related Posts

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ବାଣପୁର ବ୍ରହ୍ମେଶ୍ୱର ମନ୍ଦିରରୁ ଚୋରି ଘଟଣା: ୨୪ ଘଣ୍ଟା ଭିତରେ ଅଭିଯୁକ୍ତକୁ ଧରିଲା ପୋଲିସ

February 18, 2026
Latest News

ସ୍କୁଲ ବ୍ୟାଗର ବୋଝକୁ କମ କରିବ ଜିଓ-ଶିକ୍ଷାର ସ୍ମାର୍ଟ କ୍ଲାସରୁମ୍ 

February 22, 2026

Road Accident: ଝାରସୁଗୁଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୫ ପୋଲିସ ମୃତ, ୩ ଜଣ ଗୁରୁତର

February 22, 2026

ମାତ୍ର ୨୦ ମିନିଟ୍ ଚାଲିଲା ଅଭିଷେକ ଶର୍ମାଙ୍କ ଅଭ୍ୟାସ: ଗମ୍ଭୀର ଏବଂ ସୂର୍ଯ୍ୟଙ୍କ ବଢିଲା ଚିନ୍ତା

February 22, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ର?: ତାମିଲନାଡୁରୁ ଛଅ ସନ୍ଦିଗ୍ଧଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

February 22, 2026

ଆଜି ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରେ ବାଧା ଦେବ ବର୍ଷା?: ଜାଣନ୍ତୁ ପାଣିପାଗ ଅପଡେଟ୍‌

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.