Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ବେଆଇନ ମାଟି ଚୋରାଚାଲାଣ ଅଭିଯୋଗରେ ଚାରି ଅଭିଯୁକ୍ତ ଗିରଫ
ଆଞ୍ଚଳିକ

ବାଲୁଗାଁ: ବେଆଇନ ମାଟି ଚୋରାଚାଲାଣ ଅଭିଯୋଗରେ ଚାରି ଅଭିଯୁକ୍ତ ଗିରଫ

February 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅଞ୍ଚଳରେ ବେଆଇନ ମାଟି ଚୋରାଚାଲାଣ ଅଭିଯୋଗରେ ଚାରି ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତିନି ଗୋଟି ମାଟି ଟ୍ରାକ୍ଟର ଏବଂ ଗୋଟେ ଜେସିବି ଜବତ କରିଛି ପୋଲିସ। ବାଲୁଗାଁ ଆଇଆଇସି ଜୟପ୍ରକାଶ ପରିଡ଼ାଙ୍କ ସୂଚନା ମୁତାବକ ଗତକାଲି ଶାମୁକା ପାହାଡ଼ ପାଦଦେଶରେ ବେଆଇନ ମାଟି ଚାଲାଣ ହେଉଥିବାର ଏକ ବିଶେଷ ସୂତ୍ରରୁ ଖବର ପାଇ ସଙ୍ଗେସଙ୍ଗେ ଉକ୍ତ ସ୍ଥାନରେ ଚଢ଼ାଉ କରାଯାଇଥିଲା।

ଚଢ଼ାଉ ବେଳେ ତଦୁଇ ଗୋଟି ମାଟି ବୋଝେଇ ଟ୍ରାକ୍ଟର ଏବଂ ଗୋଟେ ଜେସିବି ଜବତ କରାଯାଇଥିଲା। ଅନୁରୂପ ଭାବେ ଜାତୀୟ ରାଜପଥରୁ ମଧ୍ୟ ଏକ ମାଟି ବୋଝେଇ ଟ୍ରାକ୍ଟର ଗତକାଲି ଜବତ କରାଯାଇଥିଲା।

ତେବେ ଉକ୍ତ ଘଟଣାରେ ସମୁଦାୟ ତିନି ଗୋଟି ମାମଲା ରୁଜୁ ହେବା ସହ ଅଭିଯୁକ୍ତ ରମେଶ ଜେନା (୩୦), ପ୍ରଦୀପ ବେହେରା (୪୫), ରାଜକୁମାର ବେହେରା (୨୪) ଏବଂ ଦିଲ୍ଲୀପ ପଲାଇ (୨୪)ଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି।

ଅଭିଯୁକ୍ତ ଗିରଫ ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

ହିଞ୍ଜିଳି ବସଷ୍ଟାଣ୍ଡରୁ ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

October 12, 2026

ମହଙ୍ଗା ପଡ଼ିଲା ଜନ୍ତୁ ଶିକାର ପାଇଁ ବିଦ୍ୟୁତ ତାର ବିଛାଇବା: ଅଭିଯୁକ୍ତ ଗିରଫ

October 11, 2026
Latest News

ଆଜି ମହଙ୍ଗା ହେଲା ସୁନା: ଜାଣନ୍ତୁ ରୂପାର ସ୍ଥିତି

October 16, 2026

ଦୀପାବଳି ପୂର୍ବରୁ ମହିଳା ସଂରକ୍ଷଣ ଏବଂ ସୀମା ନିର୍ଦ୍ଧାରଣ ବିଲ୍!: ସରକାର ଡାକିବେ ସଂସଦୀୟ ଅଧିବେଶନ?

October 16, 2026

ବାଂଲାଦେଶ ଭଳି ସରକାର ବଦଳାଇବାକୁ ଚାଲିଛି ଷଡ଼ଯନ୍ତ୍ର : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

October 16, 2026

ୟେମେନର ରାଷ୍ଟ୍ରପତି ଭବନରେ ହୁତି ଆକ୍ରମଣ: ୫ ମୃତ ଓ ୧୬ ଆହତ

October 16, 2026

୭.୦ ତୀବ୍ରତାର ଭୂକମ୍ପରେ ଥରିଲା ରୁଷର କାମଚାଟ୍‌କା ଉପଦ୍ୱୀପ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.