Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଅଜଣା ଗାଡି ଧକ୍କାରେ ଯୁବକ ମୃତ: ଜାତୀୟ ରାଜପଥ ଅବରୋଧ କଲେ ଉତ୍ତ୍ୟକ୍ତ ଲୋକ
ଆଞ୍ଚଳିକ

ଅଜଣା ଗାଡି ଧକ୍କାରେ ଯୁବକ ମୃତ: ଜାତୀୟ ରାଜପଥ ଅବରୋଧ କଲେ ଉତ୍ତ୍ୟକ୍ତ ଲୋକ

February 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢାଖୋଲ (କନ୍ଦର୍ପ ବେହେରା): ଆଜି ଅପରାହ୍ନ ୩ ଟା ସମୟରେ ଉଦ୍ୟାନ ବିଭାଗ ଅଫିସ୍ ନିକଟରେ ଏକ ଅଜଣା ଗାଡି ଧକ୍କାରେ ଜନୈକ ଯୁବକ ମୃତ୍ୟୁବରଣ କରିଥିବା ଜଣା ପଡିଛି। ମୃତକ ଜଣଙ୍କ ହେଲେ ଚାରମାଳ ଗ୍ରାମର ଲିଟୁ ଦାସ ବୋଲି ଜଣାପଡିଛି।

ଖବରରୁ ପ୍ରକାଶ ଯେ, ଲିଟୁ ଦାସ କୌଣସି କାମରେ ରେଢାଖୋଲ ଯାଇଥିଲେ। କାମ ସାରି ଅପରାହ୍ନ ପ୍ରାୟ ୩ ଟା ସମୟରେ ଚାରମାଳ ନିଜ ଘରକୁ ଫେରୁଥିବା ସମୟରେ ଉଦ୍ୟାନ ବିଭାଗ ଅଫିସ୍ ପାଖାପାଖି ସମ୍ବଲପୁର ପଟୁ ଆସୁଥିବା ଏକ ଅଜଣା ଗାଡି ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ହିଁ ଲିଟୁଙ୍କ ମୃତ୍ୟୁ ହୋଇଥିବା ବେଳେ ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଡାକ୍ତରଖାନା ପଠାଇଥିଲା।

ପରିବାର ଲୋକେ ଆସିବା ବେଳକୁ ମୃତଦେହ ଡାକ୍ତରଖାନାରେ ଥିବା ଜାଣି ଲୋକମାନେ ଉତ୍ୟକ୍ତ ହୋଇପଡିଥିଲେ। ଘଟଣା ସ୍ଥଳରେ ହିଁ ଉତ୍ୟକ୍ତ ଲୋକେ ଜାତୀୟ ରାଜପଥ ଅବରୋଧ କରିଥିଲେ। ଉଭୟ ପଟେ ଶହ ଶହ ଗାଡି ଦୀର୍ଘ ୩ ଘଂଟା ଅଟକି ରହିଥିବାରୁ ଟ୍ରାଫିକ୍ ସମସ୍ୟା ଦେଖା ଦେଇଥିଲା।

ଘଟଣା ସ୍ଥଳରେ ରେଢାଖୋଲ ଏସ୍ ଡି ପିଓ ଏଵଂ ରେଢାଖୋଲ ଉପଜିଲ୍ଲାପାଳ ପହଂଚି ରାସ୍ତାରୋକ କରିଥିବା ଜନସାଧାରଣଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା।  ପୋଲିସ୍ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।

accident rairakhola sambalpur
Share. Facebook Twitter LinkedIn Email WhatsApp Copy Link

Related Posts

ବୋଲେରୋ-ବାଇକ ମୁହାଁମୁହିଁ ଧକ୍କା, ପୂର୍ବତନ ସମିତିସଭ୍ୟ ମୃତ; ଜଣେ ଗୁରୁତର

September 19, 2026

ଚ଼ିଲିକା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କଲେ ଆଇନ ମନ୍ତ୍ରୀ

September 18, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସରେ ବାଣପୁର ନଗର ମଣ୍ଡଳ ବିଜେପି ପକ୍ଷରୁ ଦୀପଦାନ

September 17, 2026

ବାଣପୁର: ଶ୍ରୀନିବାସପୁର ଶାସନରେ ପରିବେଷଣ ହେଲା “ଗଣେଶ ଗୀତିନାଟ୍ୟ”

September 17, 2026
Latest News

TMC ବିବାଦରେ ରାହୁଲ-ରିଜିଜୁ ମୁହାଁମୁହିଁ: ‘କଂଗ୍ରେସ ନିଜେ ଭସ୍ମାସୁର’ କହି ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

September 19, 2026

ମଧ୍ୟପ୍ରଦେଶ ଟ୍ରାଜେଡି : ମୁଖ୍ୟମନ୍ତ୍ରୀଙ୍କ ଶୋକ, ପରିବାରକୁ ୫ ଲକ୍ଷ ଲେଖାଏ ସହାୟତା ଘୋଷଣା

September 19, 2026

ଭାରତୀୟ ସଂସ୍କୃତି ଓ ସଭ୍ୟତାରେ ଦିବ୍ୟାଙ୍ଗମାନଙ୍କ ଅବଦାନ ଅନସ୍ୱୀକାର୍ଯ୍ୟ : ବାଚସ୍ପତି

September 19, 2026

ତିଗିରିଆ ଆଦିବାସୀ ଆଶ୍ରମ ବିଦ୍ୟାଳୟରେ ବ୍ରିକ୍‍-ଆଇଏଲ୍‌ଏସ୍ ପକ୍ଷରୁ ସ୍ୱଚ୍ଛତା ଅଭିଯାନ ଆୟୋଜିତ

September 19, 2026

“ପରିବେଶ ଓ ଜଳବାୟୁ ଗତିଶୀଳତାର ଭବିଷ୍ୟତ” ଶୀର୍ଷକ ଅନ୍ତର୍ଜାତୀୟ ସମ୍ମିଳନୀର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.