Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଅଞ୍ଚଳରେ ଅବକାରୀ ବିଭାଗର ଚଢାଉ: ବିପୁଳ ପରିମାଣର ଦେଶୀ ମଦ ଓ ପୋଚ ଜବତ
ଆଞ୍ଚଳିକ

ବାଣପୁର ଅଞ୍ଚଳରେ ଅବକାରୀ ବିଭାଗର ଚଢାଉ: ବିପୁଳ ପରିମାଣର ଦେଶୀ ମଦ ଓ ପୋଚ ଜବତ

February 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ଅବକାରୀ ବିଭାଗ ବାଣପୁର ଥାନା ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣରେ ଦେଶୀ ମଦ ଓ ପୋଚ ଜବତ କରିବା ସହ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଟାଙ୍ଗୀ ଅବକାରୀ ଇନ୍ସପେକ୍ଟର ନାରାୟଣ ଜେନାଙ୍କ ନେତୃତ୍ୱରେ ଶାଳିଆ ଡ୍ୟାମ ଅଞ୍ଚଳରେ ଚଢ଼ାଉ କରାଯାଇଥିଲା। ଉକ୍ତ ଚଢ଼ାଉରେ ୯୮୦୦ ଲିଟର ପୋଚ ଏବଂ ୧୦୮୦ ଲିଟର ଦେଶୀ ମଦ ଜବତ କରାଯାଇ ନଷ୍ଟ କରିଦିଆଯାଇଛି।

ଅନୁରୂପ ଭାବେ ଦାଶରଥିପୁର ଗ୍ରାମରେ ଚଢ଼ାଉ କରାଯାଇ ଦୁଇ ଅଭିଯୁକ୍ତ ସୁକାନ୍ତି ନାୟକ ଏବଂ ବାପି ନାୟକଙ୍କୁ ଗିରଫ କରାଯିବା ସହ ସେମାନଙ୍କ ନିକଟରୁ ୧୦୦ ଲିଟର ଦେଶୀମଦ ଜବତ ହୋଇଛି। ଗିରଫ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇ।

ଉକ୍ତ ଚଢ଼ାଉରେ ଜିଲ୍ଲା ମୋବାଇଲ ୟୁନିଟ ଇନ୍ସପେକ୍ଟର ତପସ୍ୱିନୀ ବରାଳ, ବାଲୁଗାଁ ଅବକାରୀ ଅଧିକାରିଣୀ ସ୍ମିତା ପଣ୍ଡା, ଜିଲ୍ଲା ମୋବାଇଲ ୟୁନିଟ ଏସଆଇ ରୋହିତ ଦଣ୍ଡସେନା ଏବଂ ଅନ୍ୟ ଅବକାରୀ କର୍ମଚାରୀ ମାନେ ସାମିଲ ଥିଲେ।

ଅବକାରୀ ବିଭାଗ ଦେଶୀ ମଦ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

ଟି-୨୦ ବିଶ୍ୱକପ୍ ଜିତିବା ପରେ ଅଜିତ ଅଗରକରଙ୍କ ଅନନ୍ୟ ଦାବି: ସ୍ଵୀକାର କରିବ କି ବିସିସିଆଇ?

March 19, 2026

ଆଜି ଜେଡିୟୁ ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କରିବେ ନୀତିଶ କୁମାର

March 19, 2026

ଟ୍ରକ୍ ଧକ୍କାରେ ମୋଟରସାଇକେଲ ଚାଳକଙ୍କ ମୃତ୍ୟୁ

March 19, 2026

ଓଡିଶା ମାଟି ତଳୁ ମିଳିଲା ହୀରା ଓ ମାଣିକ ପଥର ସନ୍ଧାନ, ଜାଣନ୍ତୁ କେଉଁ ଜିଲ୍ଲାର କେଉଁ ସ୍ଥାନ

March 19, 2026

ମହିଳାଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା: ସମ୍ପୃକ୍ତ ୪ ଯୁବକ ଗିରଫ

March 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.