Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରେଢାଖୋଲ: ବନାଗ୍ନୀ ନିରୋଧ ସଚେତନତା ସଭା
ଆଞ୍ଚଳିକ

ରେଢାଖୋଲ: ବନାଗ୍ନୀ ନିରୋଧ ସଚେତନତା ସଭା

February 23, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢାଖୋଲ (କନ୍ଦର୍ପ ବେହେରା): ବାମରା ବନ୍ୟପ୍ରାଣୀ ବନଖଣ୍ଡର ଖଳାଶୁଣୀ ବନ୍ୟପ୍ରାଣୀ ବନାଞ୍ଚଳର କିସିଣ୍ଡା (ନାକଟିଦେଉଳ ବ୍ଲକ୍)ଠାରେ ବନାଗ୍ନୀ ନିରୋଧ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା। କିସିଣ୍ଡା ରେଞ ଅଧିକାରୀ ମହେନ୍ଦ୍ର କୁମାର ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ବକ୍ତା ଭାବରେ କିସିଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା ସୁଶ୍ରୀତା ଭୋଇ କିସିଣ୍ଡା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅରୁଣ କୁମାର ପ୍ରଧାନ, ଖନ୍ଦିବାହାଳ ଭିଏସ୍ ଏସ୍ ର ସଭାପତି କାହ୍ନୁଚରଣ ମାଝୀ, କିସିଣ୍ଡା ଆର୍ ଆଇ ଧନଞୟ ସାହୁ
ଗିରିଶ୍ଚନ୍ଦ୍ରପୁର ମେଡିକାଲ୍ ର ଡାକ୍ତର ବେଦବ୍ୟାସ ଭୋଇ, ଅଧ୍ୟାପକ ସଞୟ କୁମାର ପ୍ରଧାନ, ଗିରିଶ୍ଚନ୍ଦ୍ରପୁର ରେଞ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ, ଅଧ୍ୟାପକ କୌସିକ ପ୍ରଧାନ, କିସିଣ୍ଡା ସରପଞ୍ଚ ରୀନା ନାଏକ ପ୍ରମୁଖ ଯୋଗଦେଇ ଜଙ୍ଗଲ ନିଆଁ ନିରାକରଣ ପାଇଁ ଲୋକମାନଙ୍କ ମଧ୍ୟରେ ସଚେତନତା ଆବଶ୍ୟକ ଏବଂ ଜଙ୍ଗଲରେ ଯେଉଁ ବ୍ୟକ୍ତି ନିଆଁ ଲଗାଇଵ ସେ ବ୍ୟକ୍ତି ବିରୁଦ୍ଧରେ ଦୃଢ କାର୍ଯ୍ୟନୁଷ୍ଠାନ ନେବାର ଆବଶ୍ୟକତା ଅଛି ବୋଲି ଅତିଥିମାନେ ମତ ବ୍ୟକ୍ତ କରିଥିଲେ।

ଏହି ସଭାରେ କିସିଣ୍ଡା ରେଞର ବନ ସୁରକ୍ଷା ସମିତିର ସଭାପତି ,ସଭ୍ୟ , ଛାତ୍ରଛାତ୍ରୀ, ମହିଳା ସ୍ବୟଂସହାୟିକା ଗୋଷ୍ଠୀ ଯୋଗଦେଇଥିଲେ। ଫରେଷ୍ଟର ଅନୁରାଧା ଖରସେଲ୍ ତଥା ବନ ବିଭାଗର କର୍ମଚାରୀ ମାନେ ସହଯୋଗ କରିଥିଲେ। ଆମ ଜଙ୍ଗଲ ଯୋଜନା ର ଲଳିତ ମୋହନ ବାରୀକ୍ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ବୋଲେରୋ-ବାଇକ ମୁହାଁମୁହିଁ ଧକ୍କା, ପୂର୍ବତନ ସମିତିସଭ୍ୟ ମୃତ; ଜଣେ ଗୁରୁତର

September 19, 2026

ଚ଼ିଲିକା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କଲେ ଆଇନ ମନ୍ତ୍ରୀ

September 18, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସରେ ବାଣପୁର ନଗର ମଣ୍ଡଳ ବିଜେପି ପକ୍ଷରୁ ଦୀପଦାନ

September 17, 2026

ବାଣପୁର: ଶ୍ରୀନିବାସପୁର ଶାସନରେ ପରିବେଷଣ ହେଲା “ଗଣେଶ ଗୀତିନାଟ୍ୟ”

September 17, 2026
Latest News

ସ୍ତ୍ରୀକୁ ପିଟିପିଟି ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା

September 20, 2026

ଭାରତ-ଶ୍ରୀଲଙ୍କା ମଧ୍ୟରେ ଏସୀୟ କ୍ରୀଡ଼ା କ୍ରିକେଟ୍ ଫାଇନାଲ୍: ବାତିଲ ହେଲେ କିଏ ଜିତିବ ସ୍ୱର୍ଣ୍ଣ ପଦକ?

September 20, 2026

ଚନ୍ଦ୍ରଶେଖରନଙ୍କ ପୁନଃନିଯୁକ୍ତିକୁ ଅବୈଧ କହିଲା ଟାଟା ଟ୍ରଷ୍ଟ: ବୋର୍ଡ ନିଷ୍ପତ୍ତିକୁ କଲା ପ୍ରତ୍ୟାଖ୍ୟାନ

September 20, 2026

‘ବୁଦ୍ଧ ମନ୍ଦିରରେ ବ୍ୟବସାୟ ଓ ସ୍କୁଲ ଲୁଟ୍‌ର ତଦନ୍ତ ହେଉ’: ଡଃ. ଜ୍ଞାନେନ୍ଦ୍ରଙ୍କ ଦାବି

September 20, 2026

ସୁଧ ଟଙ୍କା ବିବାଦ: OAS ଅଫିସରଙ୍କ ଘର ଆଗରେ ଯୁବକଙ୍କ ଆତ୍ମାହୁତି

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.