Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖଣ୍ଡଗିରି ମେଳାରେ ଲକ୍ଷ୍ମୀ ବସ୍ ଷ୍ଟଲ୍‌ରେ କୁଇଜ୍‌ ପ୍ରତିଯୋଗୀତା
ଆଞ୍ଚଳିକ

ଖଣ୍ଡଗିରି ମେଳାରେ ଲକ୍ଷ୍ମୀ ବସ୍ ଷ୍ଟଲ୍‌ରେ କୁଇଜ୍‌ ପ୍ରତିଯୋଗୀତା

February 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ବିଶ୍ଵ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭ ମେଳାରେ ଓ ଏଆର୍‌ଟିସି ତରଫରୁ ଲକ୍ଷ୍ମୀ ବସ୍ ସେବା ବିଷୟରେ ସାଧାରଣ ଜନମାନସଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ସ୍ଥାନ ପାଇଥିବା ଲକ୍ଷ୍ମୀ ଷ୍ଟଲ୍‌ରେ ୧୦ ଦିନ ଧରି ଏକ ପ୍ରତିଯୋଗୀତା ଆୟୋଜନ କରାଯାଇଥିଲା ଏବଂ ବିଭିନ୍ନ ବର୍ଗର ପ୍ରତିଯୋଗୀମାନଙ୍କୁ ଏହି କାର୍ଯ୍ୟକ୍ରମରେ ପୁରଷ୍କୃତ କରାଯାଇଥିଲା। ଜଗନ୍ନାଥ ଏକ୍ସପ୍ରେସ୍ ଏବଂ ଲକ୍ଷ୍ମୀ ବସ୍ ବିଷୟରେ ଅନେକ ପ୍ରଶ୍ନର ଉତ୍ତର ଦିଆଯାଇଥିଲା। ଆସୁଥିବା ଦର୍ଶକଙ୍କର ଆଗ୍ରହକୁ ଦେଖି ଏହା ବୁଝାପଡ଼ୁଥିଲା ଯେ ସରକାରଙ୍କର ଏହି ଯୋଜନା ବେସ୍ ଫଳପ୍ରଦ ହୋଇଅଛି।

ଏହି ଲକ୍ଷ୍ମୀ ବସ୍ ଓ ଜଗନ୍ନାଥ ଏକ୍ସପ୍ରେସ୍ ଯୋଜନାର ଲକ୍ଷ୍ୟ ଏବଂ ଏହା କିପରି ପରିବହନ କ୍ଷେତ୍ରରେ ଏକ ଉନ୍ନତ ମାଧ୍ୟମ ହୋଇ ଗ୍ରାମାଂଚଳର ବିକାଶ କ୍ଷେତ୍ରରେ ସମୃଦ୍ଧି ଆଣିଛି ସେ ବିଷୟରେ ଆସିଥିବା ଦର୍ଶକମାନଙ୍କୁ ଅବଗତ କରାଯାଇଥିଲା।

ଲକ୍ଷ୍ମୀ ବସ୍
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ସମାଜସେବୀ ରମେଶ ଷଡ଼ଙ୍ଗୀଙ୍କ ଦ୍ଵାଦଶାହ ଶୋକସଭା

August 12, 2026

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026
Latest News

ପୁରୀ ଗୋବର୍ଦ୍ଧନ ପୀଠ ଓ ସ୍ୱର୍ଗଦ୍ୱାର ବେଳାଭୂମିର ଉନ୍ନତିକରଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

August 12, 2026

ଶ୍ରମିକଙ୍କ ପିଲାମାନଙ୍କ ପାଇଁ ଛାତ୍ର ବୃତ୍ତି ପୋର୍ଟାଲରେ ଆବେଦନ ଆହ୍ୱାନ

August 12, 2026

“RSS କୁ ସମସ୍ତ ପାଣ୍ଠି ଯିବା ପାଇଁ ବ୍ୟବସ୍ଥା”: FCRA ବିଲ୍ କୁ ତାଚ୍ଛଲ୍ୟ କଲେ ମହୁଆ ମୋଇତ୍ରା 

August 12, 2026

ପ୍ରଜ୍ଞା ନୃତ୍ୟାୟନର ୧୫ତମ ଗୁରୁଶ୍ରୀ ସମ୍ମାନ ଉତ୍ସବ, ଗୁରୁ ଭାଗୀରଥୀ ମହାପାତ୍ର ସମ୍ମାନିତ

August 12, 2026

କେନ୍ଦ୍ର ବିରୋଧରେ ୨ ଦିନରେ ୨ ଟି ପ୍ରସ୍ତାବ ପାରିତ କଲେ ମୁଖ୍ୟମନ୍ତ୍ରୀ ବିଜୟ: ସମର୍ଥନ କଲା DMK

August 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.