Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜୋର ଧରିଲା ବାଣପୁରକୁ ରାଜସ୍ୱ ଉପଖଣ୍ଡ ଦାବି: ସଚିବାଳୟ ପର୍ଯ୍ୟନ୍ତ ପଦଯାତ୍ରା କରିବେ ଯୁବ ସମାଜସେବୀ ଶେଷଦେବ
ଆଞ୍ଚଳିକ

ଜୋର ଧରିଲା ବାଣପୁରକୁ ରାଜସ୍ୱ ଉପଖଣ୍ଡ ଦାବି: ସଚିବାଳୟ ପର୍ଯ୍ୟନ୍ତ ପଦଯାତ୍ରା କରିବେ ଯୁବ ସମାଜସେବୀ ଶେଷଦେବ

February 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳକୁ ରାଜସ୍ୱ ଉପଖଣ୍ଡ ଦାବି ଜୋର ଧରିଛି। ଦୀର୍ଘ ଦିନ ଧରି ଚାଲିଥିବା ଏହି ଦାବିକୁ ଆଗକୁ ବଢେଇବା ପାଇଁ ଯୁବ ସମାଜସେବୀ ଶେଷଦେବ ବରାଳ ପ୍ରସ୍ତୁତ ହୋଇଛନ୍ତି।  ଅଭିନବ ଉପାୟରେ ଏହି ଦାବିକୁ ସରକାରଙ୍କ ନିକଟରେ ପହଞ୍ଚାଇବା ପାଇଁ ଶେଷଦେବ ଆସନ୍ତାକାଲି ଠାରୁ ମା’ ଭଗବତୀ ମନ୍ଦିରରୁ ରାଜ୍ୟ ସଚିବାଳୟ ପର୍ଯ୍ୟନ୍ତ ପଦଯାତ୍ରା ଆରମ୍ଭ କରିବେ।

ସେ ପ୍ରଥମେ ମା’ ଭଗବତୀଙ୍କ ଦର୍ଶନ କରି ମନ୍ଦିର ନିକଟରୁ ପଦଯାତ୍ରା ଆରମ୍ଭ କରି ବାଣପୁର ବ୍ଲକ ଓ ତହସିଲରେ ଦାବି ପତ୍ର ପ୍ରଦାନ କରିବେ। ଏବଂ ସେଠାରୁ ଗମ୍ଭାରିମୁଣ୍ଡା ଦେଇ ନାଚୁଣୀରେ ପହଞ୍ଚିବେ। ନାଚୁଣୀରୁ ତାଙ୍କ ପଦଯାତ୍ରା ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ଯାଳୟରେ ପହଞ୍ଚିବ। ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି ଶେଷଦେବ ସଚିବାଳୟ ଅଭିମୁଖେ ପଦଯାତ୍ରା ଆରମ୍ଭ କରିବେ।

ତେବେ ‘ବାଣପୁର ୟୁଥ ଭଏସ’ ର ସଂପୂର୍ଣ୍ଣ ସହଯୋଗରେ ପ୍ରାୟ ଶତାଧିକ ଯୁବକ ଏହି ପଦଯାତ୍ରାରେ ସାମିଲ ହେବ ବୋଲି ଜଣାପଡିଛି। ଅନ୍ୟପକ୍ଷରେ ଏହା ଏକ ପ୍ରଶଂସନୀୟ ପ୍ରୟାସ ଏବଂ ଏହି ପଦଯାତ୍ରାରେ ବାଣପୁର ଜନସାଧାରଣ ବହୁଳ ପରିମାଣରେ ସାମିଲ ହେବା ଲାଗି ବୁଦ୍ଧିଜୀବୀମାନେ ନିବେଦନ କରିଛନ୍ତି।

ଖୋର୍ଦ୍ଧା ଜିଲ୍ଲା ବାଣପୁର ରାଜସ୍ୱ ଉପଖଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026

ବାଣପୁର: ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 14, 2026

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026
Latest News

ସତରେ କ’ଣ NEET ଫଳାଫଳରେ ଅନିୟମିତତା ହୋଇଛି?: ଜାଣନ୍ତୁ NTA ର ପ୍ରତିକ୍ରିୟା

July 20, 2026

CJP ର ସଂସଦ ପଦଯାତ୍ରା ମଧ୍ୟରେ ବଡ଼ ନିଷ୍ପତ୍ତି: ଅନଶନ ସମାପ୍ତ କଲେ ତିନି AISA ଛାତ୍ରଛାତ୍ରୀ

July 20, 2026

ଦେଶରେ ଚାଲିବ B-28 ବୁଲେଟ୍ ଟ୍ରେନ୍: ଜାଣନ୍ତୁ ଏହାର ଗତି ଏବଂ ରୁଟ୍

July 20, 2026

ହଙ୍ଗମା ସହିତ ଆରମ୍ଭ ହେଲା ମୌସୁମୀ ଅଧିବେଶନ: ଅପରାହ୍ନ ୧୨ ଟା ଯାଏଁ ଲୋକସଭା ମୁଲତବୀ

July 20, 2026

ସଂସଦ ମାର୍ଚ୍ଚ ଆରମ୍ଭ ହେବା ମାତ୍ରେ ପୋଲିସର ଲାଠିଚାର୍ଜ

July 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.