Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ଅବକାରୀ ବିଭାଗର ବାଣପୁର ଓ ନାଚୁଣୀ ଥାନା ଅଞ୍ଚଳରେ ଚଢ଼ାଉ: ମଦ ଜବତ, ଦୁଇ ଗିରଫ
ଆଞ୍ଚଳିକ

ବାଲୁଗାଁ ଅବକାରୀ ବିଭାଗର ବାଣପୁର ଓ ନାଚୁଣୀ ଥାନା ଅଞ୍ଚଳରେ ଚଢ଼ାଉ: ମଦ ଜବତ, ଦୁଇ ଗିରଫ

February 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ଆଜି ବାଲୁଗାଁ ଅବକାରୀ ବିଭାଗ ବାଣପୁର ଓ ନାଚୁଣୀ ଥାନା ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମଦ ଜବତ କରିଛି। ସୂଚନା ମୁତାବକ ନାଚୁଣୀ ବଜାରରେ ଚଢ଼ାଉ କରାଯାଇ ଅଭିଯୁକ୍ତ ଗୋବିନ୍ଦ ପଲେଇଙ୍କୁ ୯ ଲିଟର ଆସ୍କା-୪୦ ଏବଂ ବାଣପୁର ଥାନା ରାଣୀପଡ଼ା ଗ୍ରାମରେ ଚଢ଼ାଉ କରାଯାଇ ଅଭିଯୁକ୍ତ କାର୍ତ୍ତିକ ଦାସଙ୍କୁ ୯୦ ଲିଟର ଦେଶୀ ମଦ ଓ ବାଇକ ସହ ଗିରଫ କରାଯାଇଛି।

ଉଭୟଙ୍କ ବିରୁଦ୍ଧରେ ଦୁଇ ଗୋଟି ଅବକାରୀ ମାମଲା ରୁଜୁ କରାଯାଇ କୋର୍ଟଚାଲାଣ କରାଯାଇଥିବା ବାଲୁଗାଁ ଅବକାରୀ ଅଧିକାରିଣୀ ସ୍ମିତା ପଣ୍ଡା ସୂଚନା ଦେଇଛନ୍ତି।

ଦୁଇ ଗିରଫ ନାଚୁଣୀ ଥାନା ବାଣପୁର ବାଲୁଗାଁ ଅବକାରୀ ବିଭାଗ ମଦ ଜବତ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର-ବାଲୁଗାଁରେ ଏବିଭିପିର ବିଜୟ ଉତ୍ସବ

October 16, 2026

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026
Latest News

ରାହୁଲ ଗାନ୍ଧୀଙ୍କ ବିରୋଧରେ ମହିଳା ସାମ୍ବାଦିକଙ୍କ ଅଭିଯୋଗ: ତୁରନ୍ତ FIR ଦାବି

October 17, 2026

ଭାରତ ଛାଡ଼ିବା ନୋଟିସ୍: ବମ୍ବେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିନେତା ଇମ୍ରାନ୍ ଖାନ୍

October 17, 2026

ମନରେଗାରେ ବଡ଼ ପରିବର୍ତ୍ତନ : ୧୦୦ ବଦଳରେ ମିଳିବ ୧୨୫ ଦିନ କାମ

October 17, 2026

ଇଣ୍ଟରନେଟ୍ ବ୍ୟବହାର ସମସ୍ତଙ୍କର ମୌଳିକ ଅଧିକାର : ସୁପ୍ରିମକୋର୍ଟ

October 17, 2026

ବନବିଭାଗର ଚିକିତ୍ସାରେ ଅବହେଳା ଅଭିଯୋଗ: ପେଣ୍ଠବାହାଳ ଜଙ୍ଗଲରେ ବୁଲୁଛି ଆହତ ଦନ୍ତା ହାତୀ

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.