Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ଝୁଲନ୍ତା ଅବସ୍ଥାରେ ନାବାଳିକାଙ୍କ ମୃତ ଦେହ ଉଦ୍ଧାର
ଆଞ୍ଚଳିକ

ବାଲୁଗାଁ: ଝୁଲନ୍ତା ଅବସ୍ଥାରେ ନାବାଳିକାଙ୍କ ମୃତ ଦେହ ଉଦ୍ଧାର

February 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ଗୋପବନ୍ଧୁ ନଗରରୁ ଝୁଲନ୍ତା ଅବସ୍ଥାରେ ଜଣେ ନାବାଳିକାଙ୍କ ମୃତ ଦେହ ଉଦ୍ଧାର କରିଛି ବାଲୁଗାଁ ପୋଲିସ। ଖବର ଅନୁସାରେ ମଙ୍ଗଳବାର ରାତିରେ ବାଲୁଗାଁ ଗୋପବନ୍ଧୁ ନଗର ବାସିନ୍ଦା ସନ୍ତୋଷ ପାତ୍ର ଓ ସ୍ତ୍ରୀ ଘରେ ଅନୁପସ୍ଥିତ ଥିବାବେଳେ ଝିଅ ସୋନାଲି ପାତ୍ର (୧୭) ଘରେ ଏକୁଟିଆର ସୁଯୋଗ ନେଇ କୌଣସି କାରଣରୁ ବେକରେ ଚୁନରି ଲଗାଇ ଫ୍ୟାନରେ ଝୁଲି ପଡ଼ିଥିଲେ। ଏନେଇ ଶ୍ରୀ ପାତ୍ର ବାଲୁଗାଁ ଥାନାରେ ଖବର ଦେବାରେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ସୋନାଲିକୁ ଉଦ୍ଧାର କରି ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ।

ସମ୍ପୃକ୍ତ ମୃତକ ଜଣକ ବାଣପୁର କଲେଜର ଯୁକ୍ତ ଦୁଇର ଛାତ୍ରୀ ବୋଲି ଜଣାପଡିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ୩/୨୪ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଦିଆଯାଇଛି। ଶବ ବ୍ୟବଚ୍ଛେଦ ପରେ ପରିବାରଙ୍କୁ ମୃତ ଶରୀର ହସ୍ତାନ୍ତର କରାଯିବାସହ ତଦନ୍ତ ଜାରି ରଖିଥିବା ଥାନା ଅଧିକାରୀ ଜୟ ପ୍ରକାଶ ପରିଡା କହିଛନ୍ତି।

ନାବାଳିକା ବାଲୁଗାଁ ମୃତ ଦେହ ଉଦ୍ଧାର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁରେ ଉଦଘାଟିତ ହେଲା ନୂଆ ସିନେମା ହଲ ଜଗଦମ୍ବା, ମନ୍ତ୍ରୀ ପୃଥ୍ବୀରାଜ କଲେ ଉଦଘାଟନ

July 19, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026

ବାଲୁଗାଁରେ ନୂଆ ସିନେମା ହଲ ଜଗଦମ୍ବା, ଆସନ୍ତାକାଲି ଉଦଘାଟନ କରିବେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

July 18, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Latest News

ବ୍ୟର୍ଥ ଗଲା ରୋହିତ ଶର୍ମାଙ୍କ ଶତକୀୟ ପାଳି: ଲର୍ଡସରେ ବିଜୟ ସହିତ ସିରିଜ ଜିତିଲା ଇଂଲଣ୍ଡ

July 20, 2026

ଗୁହାରି କାର୍ଯ୍ୟକ୍ରମର ଦ୍ବିତୀୟ ସଂଧ୍ୟା, ମନମୋହିଲା ଜଗନ୍ନାଥ ସଂଗୀତ ସହିତ ଚିତ୍ରକଳା ପ୍ରଦର୍ଶନୀ

July 19, 2026

ବଡ଼ମାଳରେ ଡିଗ୍ରୀ କଲେଜ ସ୍ଥାପନ ପାଇଁ ସାଧାରଣ ସଭା

July 19, 2026

କାର ସହ ୧୮୬ କେଜି ଗଂଜେଇ ଜବତ: ମାଫିଆ ଫେରାର

July 19, 2026

ଗୁଡୁପାଙ୍ଗି ଗ୍ରାମରେ ଅଚଳ ଜଳ ଯୋଗାଣ ପ୍ରକଳ୍ପ: ନଳକୂପ ଭରସାରେ ଗ୍ରାମବାସୀ

July 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.