Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରକୁ ରାଜସ୍ୱ ଉପଖଣ୍ଡ ଦାବି: ଆରମ୍ଭ ହେଲା ଯୁବ ସମାଜସେବୀଙ୍କ ସଚିବାଳୟ ଅଭିମୁଖେ ପଦଯାତ୍ରା
ଆଞ୍ଚଳିକ

ବାଣପୁରକୁ ରାଜସ୍ୱ ଉପଖଣ୍ଡ ଦାବି: ଆରମ୍ଭ ହେଲା ଯୁବ ସମାଜସେବୀଙ୍କ ସଚିବାଳୟ ଅଭିମୁଖେ ପଦଯାତ୍ରା

February 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳକୁ ରାଜସ୍ୱ ଉପଖଣ୍ଡ ଦାବି ଜୋର ଧରିଛି। ଦୀର୍ଘ ଦିନ ଧରି ଚାଲିଥିବା ଏହି ଦାବିକୁ ଆଗକୁ ବଢେଇବା ପାଇଁ ଯୁବ ସମାଜସେବୀ ଶେଷଦେବ ବରାଳ ପ୍ରସ୍ତୁତ ହୋଇଛନ୍ତି। ଅଭିନବ ଉପାୟରେ ଏହି ଦାବିକୁ ସରକାରଙ୍କ ନିକଟରେ ପହଞ୍ଚାଇବା ପାଇଁ ଶେଷଦେବ ଆଜି ମା’ ଭଗବତୀ ମନ୍ଦିରରୁ ରାଜ୍ୟ ସଚିବାଳୟ ପର୍ଯ୍ୟନ୍ତ ପଦଯାତ୍ରା ଆରମ୍ଭ କରିଛନ୍ତି।

ଆଜି ପୂର୍ବାହ୍ନରେ ସେ ମା’ ଭଗବତୀଙ୍କ ଦର୍ଶନ କରି ମନ୍ଦିର ନିକଟରୁ ପଦଯାତ୍ରା ଆରମ୍ଭ କରିଥିଲେ। ଏହାପରେ ପୋଲିସ ଥାନା ନିକଟସ୍ଥ ଗୋଦାବରୀଶ ମିଶ୍ର ଏବଂ ମେଡିକାଲ ନିକଟସ୍ଥ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ବାଣପୁର ତହସିଲରେ ପହଞ୍ଚିଥିଲେ।  ସେଠାରେ ତହସିଲଦାରଙ୍କୁ ଦାବି ପତ୍ର ପ୍ରଦାନ କରି ସେଠାରୁ ଗମ୍ଭାରିମୁଣ୍ଡା ଦେଇ ନାଚୁଣୀରେ ପହଞ୍ଚିବେ। ନାଚୁଣୀରୁ ଚିଲିକା ତହସିଲ ଯାଇ ଚିଲିକା ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରି ତାଙ୍କ ପଦଯାତ୍ରା ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ଯାଳୟରେ ପହଞ୍ଚିବ।

ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି ଶେଷଦେବ ସଚିବାଳୟ ଅଭିମୁଖେ ପଦଯାତ୍ରା ଆରମ୍ଭ କରିବେ। ତେବେ ଉକ୍ତ ପଦଯାତ୍ରାକୁ ଶତାଧିକ ବାଣପୁରବାସି ସମର୍ଥନ ଜଣାଇବା ସହ ଶେଷଦେବଙ୍କ ସହ ସମସ୍ତେ ସ୍ୱଳ୍ପ ବାଟ ଚାଲିଥିବାର ଦେଖିବାକୁ ମିଳିଛି।

banpur bhagabati
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଚିଲିକା ପୁସ୍ତକ ମେଳାର ତୃତୀୟ ସନ୍ଧ୍ୟାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

April 26, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026
Latest News

ବୃଦ୍ଧଙ୍କୁ ଗଳା କାଟି ହତ୍ୟା

April 28, 2026

ଯୁବକକୁ ମରଣାନ୍ତକ ଆକ୍ରମଣ

April 28, 2026

ମାଙ୍ଗାଲୁରୁ ପ୍ରେସରକୁକର ବିସ୍ଫୋରଣ ମାମଲା: ଆତଙ୍କୀକୁ ୧୦ ବର୍ଷ ଜେଲଦଣ୍ଡ

April 28, 2026

ମହାରାଷ୍ଟ୍ର ମନ୍ତ୍ରୀ ନିତେଶ ରାଣେଙ୍କୁ ମିଳିପାରେ ଜେଲ୍ ଦଣ୍ଡ ! କାଦୁଅ ଫିଙ୍ଗା ମାମଲାରେ କୋର୍ଟ ଶୁଣାଇଲେ ସଜ୍ଜା

April 28, 2026

ଜାତିସଂଘରେ ଆମେରିକା – ଇରାନ ମୁହାଁମୁହିଁ

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.