Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସେବା ନିବୃତ୍ତ ଶିକ୍ଷକ ଶିକ୍ଷୟତ୍ରୀଙ୍କ ପୂଜ୍ୟ ପୂଜା ନମନ କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଞ୍ଚଳିକ

ସେବା ନିବୃତ୍ତ ଶିକ୍ଷକ ଶିକ୍ଷୟତ୍ରୀଙ୍କ ପୂଜ୍ୟ ପୂଜା ନମନ କାର୍ଯ୍ୟକ୍ରମ ଅନୁଷ୍ଠିତ

March 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଆଜି ନୟାଗଡ ଜିଲ୍ଲା ରଣପୁର ବ୍ଲକର ଗୋପାଳପୁର ସର୍କଲରେ ସେବା ନିବୃତ୍ତ ଶିକ୍ଷକ ଶିକ୍ଷୟତ୍ରୀଙ୍କ ପୂଜ୍ୟ ପୂଜା ନମନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ରଣପୁର ବ୍ଲକ ଶିକ୍ଷା ଅଧିକାରୀ ବନଲତା ବେହେରା, ସମ୍ମାନିତ ଅତିଥି ଭାବେ ରାଜ୍ୟ ପ୍ରାଥମିକ ଶିକ୍ଷକ ସଙ୍ଘ ସଂଯୋଜକ ତଥା ନୟାଗଡ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଭାପତି ଜ୍ୟୋତି ରଞ୍ଜନ ଦାଶ, ଜିଲ୍ଲା ସମ୍ପାଦକ ଭକ୍ତ ରଞ୍ଜନ ମିଶ୍ର, ନୟାଗଡ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଗଠନର କୋଷାଧକ୍ଷ ହେମନ୍ତ କୁମାର ମିଶ୍ର, ରଣପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଙ୍ଘ ସଭାପତି ପ୍ରଫୁଲ କୁମାର ବିଶ୍ୱାଳ, ଗୋପାଳପୁର ସର୍କଲ ସଭାପତି ନୀଳମଣି ବେହେରା, ସମ୍ପାଦକ ମହେନ୍ଦ୍ର କୁମାର ସୁବୁଦ୍ଧି ପ୍ରମୁଖ ଯୋଗ ଦେଇଥିଲେ।

ଅତିଥିମାନେ ପ୍ରଥମେ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ଧୂପ ଦୀପ ଦେଇ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ନୀଳକଣ୍ଠ ଦେବ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତ ଗାନ କରିଥିଲେ। ପ୍ରାୟ ୧୯୫୦ ମସିହାରୁ ଆରମ୍ଭ କରି ଆଜି ପର୍ଯ୍ୟନ୍ତ ଶିକ୍ଷକତା କରି ପିଲାମାନଙ୍କୁ ଶିକ୍ଷା ଦାନ କରି ଅବସର ନେଇ ଥିବା ୭୫ ଜଣ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଫୁଲ, ଚନ୍ଦନ, ଉପଢୌକନ ଓ ପୁଷ୍ପ ମାଳ ଦେଇ ପୂଜା କରାଯାଇଥିଲା। ପୂଜ୍ୟ ପୂଜାର ପରମ୍ପରାକୁ ବଜାୟ ରଖିଥିବା ଗୋପାଳପୁର ସର୍କଲର ଶିକ୍ଷକମାନଙ୍କୁ ଅବସର ନେଇଥିବା ଶିକ୍ଷକମାନେ ଧନ୍ୟବାଦ ଜଣାଇ ଥିଲେ।

ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ସମାଜସେବୀ ରମେଶ ଷଡ଼ଙ୍ଗୀଙ୍କ ଦ୍ଵାଦଶାହ ଶୋକସଭା

August 12, 2026

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026
Latest News

ଟିମ୍ ଇଣ୍ଡିଆର ଖେଳାଳିଙ୍କ ଆହତ ପାଇଁ ଗୌତମ ଗମ୍ଭୀର ଦାୟୀ!: ପୂର୍ବତନ ଖେଳାଳିଙ୍କ ବଡ଼ ବିବୃତ୍ତି

August 12, 2026

ବାଣପୁର: ସମାଜସେବୀ ରମେଶ ଷଡ଼ଙ୍ଗୀଙ୍କ ଦ୍ଵାଦଶାହ ଶୋକସଭା

August 12, 2026

ଗୋମୁତ୍ରରୁ ରୋଜଗାର: ୧୫ ଟି ଗାଁରେ ଏକ ଅନନ୍ୟ ପ୍ରକଳ୍ପ ଆରମ୍ଭ

August 12, 2026

ପତନ ଦ୍ୱାରରେ ଆମେରିକୀୟ ଡଲାରର ପ୍ରାଧାନ୍ୟ!: କ’ଣ ଭାରତକୁ ମିଳିବ ଲାଭ?

August 12, 2026

କୋର୍ଟ ଚାଲାଣ ପାଇଁ ଏକ ନୂତନ ପଦ୍ଧତି: ୧୦ ଦିନ ମଧ୍ୟରେ ହେବ ସମାଧାନ

August 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.