Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ବାଣପୁର ଓ ଚିଲିକାରେ ୬ ଘଣ୍ଟାପାଇଁ ହେବ ବିଦ୍ୟୁତ କାଟ
ଆଞ୍ଚଳିକ

ଆସନ୍ତାକାଲି ବାଣପୁର ଓ ଚିଲିକାରେ ୬ ଘଣ୍ଟାପାଇଁ ହେବ ବିଦ୍ୟୁତ କାଟ

March 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର ଓ କଟକରେ ବିଭିନ୍ନ ସ୍ଥାନରେ ବିଦ୍ୟୁତ ଯୋଗାଣ ବନ୍ଦ ରହିବ।
ଭୁବନେଶ୍ୱର ଓ କଟକରେ ବିଭିନ୍ନ ସ୍ଥାନରେ ବିଦ୍ୟୁତ ଯୋଗାଣ ବନ୍ଦ ରହିବ।

ଚିଲିକା (ସୀତାରାମ ଅଗ୍ରୱାଲ): ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲା ବାଣପୁର ଓ ଚିଲିକା ଅଞ୍ଚଳରେ ୬ ଘଣ୍ଟା ପାଇଁ ବିଦ୍ୟୁତକାଟ ହେବ ବୋଲି ଜଣାପଡିଛି। ଏ ନେଇ ଟିପିସିଓଡ଼ିଏଲ ଏସଡ଼ିଓ ଟୁକୁନା ଦଳେଇ ସୂଚନା ଦେଇଛନ୍ତି।

ତେବେ ଆଗକୁ ଗ୍ରୀଷ୍ମ ଋତୁ ଆସୁଥିବା ବେଳେ ଉଭୟ ଅଞ୍ଚଳରେ ଲୋ ଭୋଲଟେଜ ସମସ୍ୟା ଦୂର କରିବା ପାଇଁ ଟ୍ରାନ୍ସଫର୍ମର ଅପଗ୍ରେଡେସନ ହେବା ନିମନ୍ତେ ଉକ୍ତ ବିଦ୍ୟୁତକାଟ ହେବ ବୋଲି କହିଛନ୍ତି ଶ୍ରୀ ଦଳାଇ।

ଆସନ୍ତକାଲି ବାଣପୁର ଏନଏସି ସମେତ ବାଣପୁର ଓ ଚିଲିକା ବ୍ଲକର ନନ୍ଦପୁର, ବିଷ୍ଣୁଡିହ, ନିମିକ୍ଷେତା, ବଡ଼କୁଳ, ଭବାନୀପୁର, ଦାମିଆ ବରବରା, କୁମାରାଙ୍ଗ ଓ ତୁମୁରାପୁଟ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସମସ୍ତ ଅଞ୍ଚଳରେ ସକାଳ ୯ ରୁ ଅପରାହ୍ନ ୩ ଘଟିକା ଯାଏଁ ବିଦ୍ୟୁତ ସରବରାହ ବନ୍ଦ ରହିବ ବୋଲି ଜଣାପଡିଛି।

ଚିଲିକା ବାଣପୁର ବିଦ୍ୟୁତ କାଟ
Share. Facebook Twitter LinkedIn Email WhatsApp Copy Link

Related Posts

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026

ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ବିଜେପି ରେ ଯୋଗଦେଲେ ଅନେକ ବିଜେଡି କର୍ମକର୍ତ୍ତା

August 24, 2026

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026
Latest News

ସୁନା ମୂଲ୍ୟରେ ବିରାମ: ଜାଣନ୍ତୁ ଆଜିର ଦର

August 27, 2026

ନେପାଳ ବନ୍ୟା: ପ୍ରଭାବିତ ଓଡ଼ିଆଙ୍କ ପାଇଁ ୨୪ ଘଣ୍ଟିଆ ହେଲ୍‌ପ ଡେସ୍କ

August 27, 2026

ରାତି ୧୨ରୁ ସକାଳ ୬ ଯାଏଁ ବନ୍ଦ ରହିବ ଇନଷ୍ଟା ଏବଂ ଫେସବୁକ୍: ମେଟାର ବଡ଼ ନିଷ୍ପତ୍ତି

August 27, 2026

ଭିଣୋଇଙ୍କୁ ମରଣାନ୍ତକ ଆକ୍ରମଣ, ୫୦ ହଜାର ଟଙ୍କା ଲୁଟ୍‌ ଅଭିଯୋଗ

August 27, 2026

ରାଖୀ ବାନ୍ଧିବାକୁ ଅପେକ୍ଷା କରିଥିଲା ଭଉଣୀ, ବାଟରେ ଭାଇଙ୍କୁ ଚଢ଼ିଗଲା ଟ୍ରାକ୍ଟର

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.