Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମହାଶିବରାତ୍ରି ପାଇଁ ବିଭିନ୍ନ ଶୈବ ପୀଠ ଚଳଚଞ୍ଚଳ, ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼
ଆଞ୍ଚଳିକ

ମହାଶିବରାତ୍ରି ପାଇଁ ବିଭିନ୍ନ ଶୈବ ପୀଠ ଚଳଚଞ୍ଚଳ, ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼

March 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ମହାଶିବରାତ୍ରି ପାଇଁ ଚଳଚଞ୍ଚଳ ହୋଇ ଉଠିଛି ରଣପୁରର ବିଭିନ୍ନ ଶୈବ ମନ୍ଦିର।  ବିଭିନ୍ନ ଶୈବ ପୀଠରେ ଚଳିତ ବର୍ଷ ହଜାର ହଜାର ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି। ରଣପୁରର ବାବା ସ୍ଵପ୍ନେଶ୍ଵର ମନ୍ଦିର, ବାବୁ ଚଣ୍ଡେଶ୍ୱର ମନ୍ଦିର, ବାବା ଆଖଣ୍ଡଳମଣି ମନ୍ଦିର, ବାବା ବାଲୁଙ୍କେଶ୍ୱର ମନ୍ଦିର, ମଝିଆଖଣ୍ଡ କମଳେଶ୍ଵର ମନ୍ଦିର, ପୁରୁଣାବସନ୍ତ ବାଲୁକଙ୍କେଶ୍ୱର ମନ୍ଦିର, ବଜ୍ରକୋଟ ବାଲୁଙ୍କେଶ୍ୱର ଦେବ ମନ୍ଦିର ସମେତ ସମସ୍ତ ଶୈବ ମନ୍ଦିରରେ ଜାଗର ଯାତ୍ରା ଧୁମଧାମର ସହ ପାଳିତ ହୋଇ ଯାଇଛି। ରାତି ୧୨ଟାରେ ମନ୍ଦିରଗୁଡିକରେ ଦୀପ ଉଠିବ।

ଏହି ଅବସରରେ ସକାଳୁ ଆରମ୍ଭ କରି ରାତି ପର୍ଯ୍ୟନ୍ତ ବିଭିନ୍ନ ଶୈବ ମନ୍ଦିରରେ ହଜାର ହଜାର ଭକ୍ତଙ୍କ ଲମ୍ବା ଧାଡି ଲାଗିରହିଥିବା ଦେଖିବାକୁ ମିଳିଥିଲା। ସନ୍ଧ୍ୟା ସମୟରେ ସମସ୍ତ ମନ୍ଦିରରେ ଭକ୍ତମାନେ ନିଷ୍ଠାର ସହ ଦୀପ ଜାଳି ପ୍ରଭୁ ନୀଳକଣ୍ଠଙ୍କୁ ଧ୍ୟାନ କରିବା ସହ ନିଜର ମନ ସ୍କାମନା ପୂରଣ ପାଇଁ ପାର୍ଥନା କରିଥିଲେ। ମନ୍ଦିରଗୁଡିକରେ ନାମ ସଂକୀର୍ତ୍ତନ ସହ ଭଜନ କୀର୍ତ୍ତନ ଚାଲିଥିଲା। ଭକ୍ତମାନଙ୍କ ପାଇଁ ବିଭିନ୍ନ ସ୍ଥାନରେ ପ୍ରସାଦ ସେବନ ବ୍ୟବସ୍ଥା କରାଯାଇଥିଲା।

ମହାଶିବରାତ୍ରି ରଣପୁର ଶୈବ ପୀଠ
Share. Facebook Twitter LinkedIn Email WhatsApp Copy Link

Related Posts

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.