Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଯୁବକ ଗୁରୁତର
ଆଞ୍ଚଳିକ

ବାଣପୁର: ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଯୁବକ ଗୁରୁତର

March 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ମଧ୍ୟାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ୧୬ ନଂ ଜାତୀୟ ରାଜପଥ ବେଲପଡା ଛକ ଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଖବର ମୁତାବକ ବାଲୁଗାଁ ଥାନା ଅନ୍ତର୍ଗତ ଡାଙ୍ଗୁଆ ଗ୍ରାମର ପ୍ରଦ୍ୟୁମ୍ନ କୁମାର ସ୍ୱାଇଁ (୩୦) ବାଇକ ଯୋଗେ ନାଭାଲ ଅଭିମୁଖେ ଯାଉଥିବା ବେଳେ ଏକ କ୍ରେଟା କାର (ଗାଡି ନଂ- ଓଡ଼ି ୦୧ ଏଜେ ୫୩୫୪) ବାଇକକୁ ପଛ ପାର୍ଶ୍ୱରୁ ଶକ୍ତ ଧକ୍କା ଦେଇଥିଲା। ଯାହାଫଳରେ ଶ୍ରୀ ସ୍ବାଇଁ ବାଇକରୁ ଛିଟିକି ରାସ୍ତା ଉପରେ ଚେତାଶୂନ୍ୟ ଅବସ୍ଥାରେ ପଡିଥିଲେ।

ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ପ୍ରଦ୍ୟୁମ୍ନଙ୍କୁ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମାତ୍ର ପ୍ରଦ୍ୟୁମ୍ନଙ୍କ ବାମ ହାତ, ଡାହାଣ ଗୋଡ଼ ଭାଙ୍ଗି ଯାଇଥିବା ବେଳେ ମୁଣ୍ଡରେ ଗଭୀର ଆଘାତ ଲାଗି ଥିବାରୁ ପ୍ରବଳ ରକ୍ତସ୍ରାବ ଯୋଗୁଁ ଆଶୁଚିକିତ୍ସା କରି ଭୁବନେଶ୍ୱର ଏମ୍ସ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। ଦୁର୍ଘଟଣା ସ୍ଥଳରେ ବାଣପୁର ପୋଲିସ ପହଞ୍ଚି ଉଭୟ ଗାଡିକୁ ଜବତ କରିବାସହ ତଦନ୍ତ ଜାରି ରଖିଛି।

ଜାତୀୟ ରାଜପଥ ବାଣପୁର ଯୁବକ ଗୁରୁତର ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026
Latest News

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026

‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍ ଶୁଭାରମ୍ଭ: ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.