Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପେନସନ ଓ ସାମ୍ବାଦିକ ସୁରକ୍ଷା ଆଇନ ଦାବିରେ ରଣପୁର ସାମ୍ବାଦିକ ୟୁନିୟନର ବିକ୍ଷୋଭ ପ୍ରଦର୍ଶନ
ଆଞ୍ଚଳିକ

ପେନସନ ଓ ସାମ୍ବାଦିକ ସୁରକ୍ଷା ଆଇନ ଦାବିରେ ରଣପୁର ସାମ୍ବାଦିକ ୟୁନିୟନର ବିକ୍ଷୋଭ ପ୍ରଦର୍ଶନ

March 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ସାମ୍ବାଦିକ ମାନଙ୍କ ବିଭିନ୍ନ ଦାବି ନେଇ ଆଜି ଓଡିଶା ସାମ୍ବାଦିକ ୟୁନିୟନ ଡାକରାରେ ସମଗ୍ର ରାଜ୍ୟରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ପରିପ୍ରେକ୍ଷୀରେ ରଣପୁର ବ୍ଲକ ସାମ୍ବାଦିକ ୟୁନିୟନ ଏହାକୁ ସମର୍ଥନ କରି କଳାବ୍ୟାଚ ପରିଧାନ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସାମ୍ବାଦିକମାନଙ୍କ ସମ୍ମାନ, ସୁରକ୍ଷା ଓ ପେନସନ ଆଦି ଦାବି ନେଇ ଓଡିଶା ସାମ୍ବାଦିକ ୟୁନିୟନ ତରଫରୁ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣାଯାଇଛି।

ରଣପୁର ବ୍ଲକ ସାମ୍ବାଦିକ ସଂଘ ତରଫରୁ ସଭାପତି ସୁକାନ୍ତ ପଟ୍ଟନାୟକ, ସମ୍ପାଦକ ବ୍ରଜ ରଣସିଂହ, ବରିଷ୍ଠ ସଭ୍ୟ ରଘୁନାଥ ନାୟକ, କୃଷ୍ଣ ଚନ୍ଦ୍ର ଦାସ, ରମେଶ ଚନ୍ଦ୍ର ପ୍ରଧାନ, ଉମେଶ ଚନ୍ଦ୍ର ସାହୁ,ଚନ୍ଦ୍ରଭାନୁ ପରିଡା, ରଜନୀକାନ୍ତ ମିଶ୍ର, ଆଲୋକ କୁମାର ମହାରଣା, ପ୍ରସନ୍ନ କୁମାର ସାମନ୍ତରାୟ, ବିପିନ ବିହାରୀ ସାହୁ, ରଂଜିତ ସାହୁ, ନିରଞ୍ଜନ ମହାପାତ୍ରଙ୍କ ସମେତ ବହୁ ସାମ୍ବାଦିକ ସ୍ଥାନୀୟ ପଞ୍ଚୁଦୋଳ ପଡିଆ ସ୍ଥିତ ରଘୁ-ଦିବାକର ସ୍ନୁତି ମଣ୍ଡପ ଠାରେ ଏକତ୍ରିତ ହୋଇଥିଲେ। ପରେ କଳା ବ୍ୟାଚ ପରିଧାନ କରିବା ସହିତ ସାମ୍ବାଦିକଙ୍କ ନିମନ୍ତେ ଉପରୋକ୍ତ ଦାବି ନେଇ ସରକାରୀ ବିରୋଧୀ ନାରା ଦେଇ ଶାନ୍ତି ଉପାୟ ଅବଲମ୍ବନ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

journalist pension ବିକ୍ଷୋଭ ପ୍ରଦର୍ଶନ ରଣପୁର ସାମ୍ବାଦିକ ୟୁନିୟନ
Share. Facebook Twitter LinkedIn Email WhatsApp Copy Link

Related Posts

ଦନ୍ତା ହାତୀ ଆକ୍ରମଣରେ ଚାଲିଗଲା ଆଉ ଏକ ଜୀବନ

February 8, 2026

ରେଢ଼ାଖୋଲରେ ରକ୍ତଦାନ ଶିବିର, ୫୧ ୟୁନିଟ ସଂଗ୍ରହ

February 6, 2026

ନାଚୁଣୀ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ସଂସଦର ବାର୍ଷିକୋତ୍ସବ

February 5, 2026

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026
Latest News

ପ୍ରଧାନମନ୍ତ୍ରୀ ମୋଦିଙ୍କ ମାଲେସିଆ ଗସ୍ତ ଅବସରରେ ଭାରତ-ମାଲେସିଆ ମିଳିତ ବିବୃତ୍ତି

February 8, 2026

Dhauli Kalinga Festival: ଶେଷ ହେଲା ତିନିଦିନ ଧରି ଚାଲୁଥିବା ଧଉଳି କଳିଙ୍ଗ ନୃତ୍ୟ ଉତ୍ସବ

February 8, 2026

NEET UG 2026: ଆରମ୍ଭ ହେଲା ପଞ୍ଜୀକରଣ, ମେ ମାସରେ ପରୀକ୍ଷା

February 8, 2026

ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ଆନୁଷ୍ଠାନିକ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

February 8, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ତରଫରୁ ଆସନ୍ତା ୨୦ ରେ ସାମୁହିକ ବିବାହ ଉତ୍ସବ

February 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.