Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ରେଳ ଷ୍ଟେସନ ନିକଟରେ ଝୁଲନ୍ତା ଅବସ୍ଥାରେ ମିଳିଲା ଅଜଣା ଯୁବକଙ୍କ ମୃତଦେହ
ଆଞ୍ଚଳିକ

ବାଲୁଗାଁ ରେଳ ଷ୍ଟେସନ ନିକଟରେ ଝୁଲନ୍ତା ଅବସ୍ଥାରେ ମିଳିଲା ଅଜଣା ଯୁବକଙ୍କ ମୃତଦେହ

March 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆଜି ଅପରାହ୍ନରେ ବାଲୁଗାଁ ରେଳ ଷ୍ଟେସନ ଦକ୍ଷିଣ କ୍ୟାବିନ ନିକଟସ୍ଥ ପଞ୍ଚୁପୁଲିଆ ଶଙ୍ଖ ଠାରେ ଅଜଣା ଯୁବକଙ୍କ ଶବ ଏକ ଗଛରେ ଝୁଲୁଥିବାର ଦେଖିବାକୁ ମିଳିଛି।

ଯୁବକ ଜଣକ ଏକ ମାଟିଆ ରଙ୍ଗର ଫୁଲ ପ୍ୟାଣ୍ଟ ପିନ୍ଧିଥିବା ବେଳେ ଏକ ଚେକ ସାର୍ଟ ପିନ୍ଧିଥିବା ଦେଖିବାକୁ ମିଳିଛି। ଯୁବକଙ୍କ ଆନୁମାନିକ ବୟସ ୩୫ ହେବ ବୋଲି ଜଣାପଡିଛି।  ତେବେ ପୋଲିସ ତଦନ୍ତ ପରେ ଘଟଣାର ପ୍ରକୃତ ରହସ୍ୟ ଜଣାପଡିବ ବୋଲି ଆଲୋଚନା ହେଉଛି।

balugaon ଝୁଲନ୍ତା ଅବସ୍ଥା ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ମହିଳା ସଶକ୍ତିକରଣ ସଚେତନତା ଆଲୋଚନାଚକ୍ର

August 25, 2026

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026
Latest News

ଶିକ୍ଷକ କର୍ମଚାରୀଙ୍କର ଦାବିକୁ ଅବିଳମ୍ବେ ମାନି ନିଅନ୍ତୁ ସରକାର: ସମନ୍ୱୟ ସମିତି

August 26, 2026

ରାସ୍ତାରେ ଧାନ ରୋପଣ କରି ଅଭିନବ ପ୍ରତିବାଦ: ଦାବି ନମାନିଲେ ଭୋଟ ବର୍ଜନ ନିଷ୍ପତ୍ତି

August 26, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ବାତିଲ ହେଲା ଏହି ଟ୍ରେନ୍

August 26, 2026

ଭାରତର ବିଜୟରେ ବାଧା ସୃଷ୍ଟି କରିବ କି ବର୍ଷା?: ଜାଣନ୍ତୁ କିପରି ରହିବ କଲମ୍ବୋରେ ପାଗ

August 26, 2026

ରାଜଧାନୀ ଏକ୍ସପ୍ରେସରେ ଚଢାଉ: ଜବତ ହେଲା ମିଆଦ ଶେଷ ହୋଇଥିବା ଖାଦ୍ୟ

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.